Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଭାଇରସ୍‌ : ଇଟାଲୀରେ ଗୋଟିଏ ଦିନରେ 1000ଜଣକର ମୃତ୍ୟୁ
ଆଜିର ଖବର

କରୋନା ଭାଇରସ୍‌ : ଇଟାଲୀରେ ଗୋଟିଏ ଦିନରେ 1000ଜଣକର ମୃତ୍ୟୁ

March 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଚୀନରୁ ବୁହାନ ସହରରୁ ଆରମ୍ଭ ହୋଇଥିବା ମହାମାରୀ କରୋନା ଏବେ ୟୁରୋପରେ ତାଣ୍ଡବ ରୁଚିଛି । ବୁହାନ ସହର ପରେ ଇଟାଲୀରେ ଏବେ ଏହାର କେନ୍ଦ୍ରସ୍ଥଳ ପାଲଟିଯାଇଛି। ଶୁକ୍ରବାର ଦିନ ଇଟାଲୀରେ ସର୍ବାଧିକ ମୃତ୍ୟୁ ହୋଇଥିବାର ସୂଚନା ମିଳିଛି । ଏଠାରେ ପ୍ରାୟ 1000 ଲୋକଙ୍କ ମୃତ୍ୟୁ ଘଟିଛି । କେବଳ ଇରାନ୍‌ ନୁହେଁ, ଜର୍ମାନୀ, ସ୍ପେନ, ଆମେରିକା, ବ୍ରିଟେନ୍‌ ପ୍ରମୁଖ ଦେଶଗୁଡିକ ଏବେ କରୋନା କବଳରେ । କେବଳ ଇଟାଲୀରେ 86 ହଜାର ଲୋକ ଏହିରୋଗରେ ସଂକ୍ରମିତ ହୋଇଛନ୍ତି । ସାରା ବିଶ୍ବରେ ଏବେ 597,262 ଜଣ ସଂକ୍ରମିତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା 27,365ରେ ପହଞ୍ଚିଛି । ସେହିପରି ଏହି ରୋଗରେ ସୁସ୍ଥ ହୋଇଛନ୍ତି 133,363ଜଣ ।

ସମୀକ୍ଷା ତରଫରୁ କରୋନା ଅପଡେଟ୍‌ :

coronavirus italy
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଢେଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ

May 27, 2026

ରୋଚକ ମୋଡରେ କର୍ଣ୍ଣାଟକ ରାଜନୀତି : ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି ସିଦ୍ଧରମୈୟା

May 27, 2026

ରାଜଧାନୀରେ ଏନକାଉଣ୍ଟର

May 27, 2026

ନାବାଳିକାକୁ ଦୁଷ୍କର୍ମ ମାମଲା: ୨ ଗିରଫ

May 27, 2026
Latest News

ଆଜି ଢେଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ

May 27, 2026

ରୋଚକ ମୋଡରେ କର୍ଣ୍ଣାଟକ ରାଜନୀତି : ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି ସିଦ୍ଧରମୈୟା

May 27, 2026

ରାଜ୍ୟ ମନ୍ତ୍ରୀମଣ୍ଡଳ ଅଦଳବଦଳ ନେଇ ଦିଲ୍ଲୀରେ ମାନସ ମନ୍ଥନ ଶେଷ, ତାଲିକା ଚୁଡାନ୍ତ

May 27, 2026

ରାଜଧାନୀରେ ଏନକାଉଣ୍ଟର

May 27, 2026

ପିଏମ୍-ବାଣୀରେ ନୂତନ ସଂସ୍କାର

May 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.