Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଟ୍ରୋଲିଂ ସମୟରେ ହୃଦଘାତରେ ପ୍ରାଣ ହରାଇଲେ ସହକାରୀ ସବ୍-ଇନ୍ସପେକ୍ଟର
ଆଜିର ଖବର

ପାଟ୍ରୋଲିଂ ସମୟରେ ହୃଦଘାତରେ ପ୍ରାଣ ହରାଇଲେ ସହକାରୀ ସବ୍-ଇନ୍ସପେକ୍ଟର

March 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚଣ୍ଡିଗଡ଼: ସାରା ବିଶ୍ଵ ଆଜି କରୋନା କବଳରେ। ଭାରତରେ ମଧ୍ୟ କରୋନାଭାଇରସ୍ ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି। ଏହି ମହାମାରୀକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକଡାଉନ ରୂପେ ଘୋଷଣା କରାଯାଇଛି। ସେହିପରି ପଞ୍ଜାବରେ ମଧ୍ୟ ଏହି କଟକଣାକୁ ଆହୁରି କଡାକଡି କରାଯାଇଛି। ପଞ୍ଜାବ ପୋଲିସ ଏନେଇ ଗଳି ଗଳିରେ ସଜାଗ ରହି ନିଜର କର୍ତ୍ତବ୍ୟ ସମ୍ପାଦନ କରୁଛି। କିନ୍ତୁ ଏହା ଭିତରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।

ସୂଚନାନୁଯାୟୀ ଡ୍ୟୁଟିରେ ଥିବା ଜଣେ ପୋଲିସ୍ ଆଜି ହୃଦଘାତରେ ପ୍ରାଣ ହରାଇଛନ୍ତି। ପଟିଆଲା ଜିଲ୍ଲାରେ ଡ୍ୟୁଟିରେ ଥିବା ସମୟରେ ଜନୈକ ପୋଲିସ ମୃତ୍ୟୁବରଣ କରିଥିବା ଜଣାପଡିଛି। ସହକାରୀ ସବ୍-ଇନ୍ସପେକ୍ଟର (ଏଏସ୍ଆଇ) ମିଆନ୍ ସିଂ ହୃଦଘାତରେ ପାଟ୍ରୋଲିଂ ଡ୍ୟୁଟିରେ ଥିଲେ ବୋଲି ଜଣେ ଅଧିକାରୀ କହିଛନ୍ତି। ତାଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଯେଉଁଠାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା।

ଉଲ୍ଲେଖଯୋଗ୍ୟଯେ କର୍ଫ୍ୟୁ ଆରମ୍ଭ ହେବା ଦିନଠାରୁ ସେ ଦିନକୁ ୧୪ ଘଣ୍ଟାରୁ ଅଧିକ ସମୟ ଡ୍ୟୁଟି କରୁଥିଲେ। (ଏଜେନ୍ସି)

heart attack punjab police
Share. Facebook Twitter LinkedIn Email WhatsApp Copy Link

Related Posts

ତୃତୀୟ ଦିନିକିଆ ପରେ ଅବସର ନେବେ ରୋହିତ ଶର୍ମା?: ଜାଣନ୍ତୁ ବିସିସିଆଇର ଯୋଜନା

July 17, 2026

ଇତିହାସ ରଚିଲା ଦିଲ୍ଲୀ ଏମ୍ସ!: ୪ ମାସର ଶିଶୁ ଉପରେ ବିଶ୍ୱର ସବୁଠାରୁ ବିରଳ ଅସ୍ତ୍ରୋପଚାର ସଫଳ

July 17, 2026

ଆଜି ଜୁଲାଇ ୧୭ ତାରିଖ ଶୁକ୍ରବାର: ଜାଣନ୍ତୁ କ’ଣ ରହିଛି ଆପଣଙ୍କର ଭାଗ୍ୟଫଳ

July 17, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026
Latest News

ସବୁଜ ରେଳ ପରିବହନର ନୂଆ ଅଧ୍ୟାୟ: ଧୂଆଁମୁକ୍ତ ହାଇଡ୍ରୋଜେନ୍ ଶକ୍ତିରେ ଚାଲିବ ନୂଆ ଟ୍ରେନ୍

July 17, 2026

ରାଜ୍ୟର ୭ଟି ଷ୍ଟେସନ ସମେତ ଦେଶର ୭୫ ଅମୃତ ଭାରତ ଷ୍ଟେସନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

July 17, 2026

ତୃତୀୟ ଦିନିକିଆ ପରେ ଅବସର ନେବେ ରୋହିତ ଶର୍ମା?: ଜାଣନ୍ତୁ ବିସିସିଆଇର ଯୋଜନା

July 17, 2026

ଇତିହାସ ରଚିଲା ଦିଲ୍ଲୀ ଏମ୍ସ!: ୪ ମାସର ଶିଶୁ ଉପରେ ବିଶ୍ୱର ସବୁଠାରୁ ବିରଳ ଅସ୍ତ୍ରୋପଚାର ସଫଳ

July 17, 2026

ଆଜି ଜୁଲାଇ ୧୭ ତାରିଖ ଶୁକ୍ରବାର: ଜାଣନ୍ତୁ କ’ଣ ରହିଛି ଆପଣଙ୍କର ଭାଗ୍ୟଫଳ

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.