Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘରେ ବସି ଡାକ୍ତରଙ୍କ ପରାମର୍ଶ ନେବା ପାଇଁ ଗଂଜାମ ଜିଲ୍ଲା ପ୍ରଶାସନ ଜାରି କଲା 24 ଜଣିଆ ଡାକ୍ତର ତାଲିକା
ଆଜିର ଖବର

ଘରେ ବସି ଡାକ୍ତରଙ୍କ ପରାମର୍ଶ ନେବା ପାଇଁ ଗଂଜାମ ଜିଲ୍ଲା ପ୍ରଶାସନ ଜାରି କଲା 24 ଜଣିଆ ଡାକ୍ତର ତାଲିକା

March 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗଂଜାମ, ବର୍ତ୍ତମାନ ଲକଡାଉନ ଅବସ୍ଥାରେ ଥଣ୍ଡାକାଶ ପରି ରୋଗ ହେଲେ ଡାକ୍ତରଙ୍କୁ ଦେଖା କରିବା ଅସମ୍ଭବ। ହେଲେ ଏହି ସମସ୍ୟାକୁ ଦୂର କରିବା ପାଇଁ ଗଂଜାମ ଜିଲ୍ଲା ପ୍ରଶାସନ ତରଫୁ ନିଆଯାଇଛି ଏକ ନୂଆ ପଦକ୍ଷେପ। ଯଦି ଆପଣ ସାମାନ୍ୟ ଥଣ୍ଡାକାଶ କିମ୍ବା ଅନ୍ୟ କିଛି ଅସୁସ୍ଥତା ଅନୁଭବ କରୁଛନ୍ତି ତେବେ ସିଧା ଡାକ୍ତରଙ୍କୁ ଫୋନ କରନ୍ତୁ। ସେଥିପାଇଁ ଜିଲ୍ଲା ପ୍ରଶାସନ 24 ଜଣିଆ ଡାକ୍ତରୀ ଦଳର ନାମ ଏବଂ ଫୋନ ନମ୍ବର ପ୍ରକାଶ କରିଛି।

ଏଥିରେ କୁହାଯାଇଛି ଯେ, କରୋନା ସମ୍ବନ୍ଧିୟ ରୋଗ ନ ଥିଲେ ଡାକ୍ତରଖାନା ଆସି ଅଯଥା ଭିଡ କରନ୍ତୁ ନାହିଁ। ଯଦି କୌଣସି ରୋଗରେ ଡାକ୍ତରଙ୍କ ପରାମର୍ଶ ଆବଶ୍ୟକ ତେବେ ଏହି ନମ୍ବରରେ ଡାକ୍ତରଙ୍କୁ ଫୋନ କରି ପରାମର୍ଶ ନିଅନ୍ତୁ ବୋଲି ଏହି ତାଲିକାରେ ପ୍ରକାଶ କରାଯାଇଛି। ଏପରିକି ଆପଣ ହ୍ୱାଟସପ ମାଧ୍ୟମରେ ପରାମର୍ଶ ନେଇପାରିବେ ବୋଲି ମଧ୍ୟ କୁହାଯାଇଛି।

ଗଂଜାମ ଜିଲ୍ଲା ପ୍ରଶାସନ ତରଫରୁ ଯେଉଁ ଡାକ୍ତରୀ ଦଳର ତାଲିକା ଫୋନ ନମ୍ବର ଏବଂ ହ୍ବାଟସପ ନମ୍ବର ଦିଆଯାଇଛି ତାହା ହେଲା.

CoronaAlert ganjamcollector TeleMedicine
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026

ରାଜଧାନୀରେ ସିରିଜ ଦୁର୍ଘଟଣା

April 24, 2026

ପେଟିଏମ ପେମେଣ୍ଟସ ବ୍ୟାଙ୍କ ଲାଇସେନ୍ସ ରଦ୍ଦ

April 24, 2026
Latest News

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026

ରାଜଧାନୀରେ ସିରିଜ ଦୁର୍ଘଟଣା

April 24, 2026

ପେଟିଏମ ପେମେଣ୍ଟସ ବ୍ୟାଙ୍କ ଲାଇସେନ୍ସ ରଦ୍ଦ

April 24, 2026

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.