Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା କାରଣରୁ ଅଟକିଲା ବିବାହ : ଯୁବକଙ୍କ ଆତ୍ମହତ୍ୟା
ଆଜିର ଖବର

କରୋନା କାରଣରୁ ଅଟକିଲା ବିବାହ : ଯୁବକଙ୍କ ଆତ୍ମହତ୍ୟା

March 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର: କରୋନା କାରଣରୁ ବିବାହ ଅଟକିଯିବାରୁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ଏପରି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲାରେ। କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁର ଥାନାର ପଙ୍ଗାପଶି ଗ୍ରାମରେ ଏହି ଘଟଣା ଘଟିଛି। ପଙ୍ଗାପଶି ଗ୍ରାମର ଭାଗବତ ମହାରଣାଙ୍କ ପୁଅ ବଗୁଲୁ ମହାରଣା ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ବଗୁଲୁ ଜଣେ ଝିଅଙ୍କୁ ଭଲ ପାଉଛନ୍ତି ଏବଂ ବିବାହ କରିବା ପାଇଁ ପରିବାରକୁ ଜଣାଇଥିଲେ। ମାତ୍ର ଦେଶରେ କରୋନା ଲକ୍‌ଡାଉନ୍‌ ଚାଲିଥିବାରୁ ବର୍ତ୍ତମାନ ବିବାହ ସମ୍ଭବ ନୁହେଁ ବୋଲି ପରିବାର ପକ୍ଷରୁ କୁହାଯାଇଥିଲା। ଲକ୍‌ଡାଉନ୍‌ ପରେ ବିବାହ କରିବା ପାଇଁ ପରିବାର ପକ୍ଷରୁ କୁହାଯାଇଥିଲା। ପରିବାରର ନିଷ୍ପତ୍ତିରେ ଅସନ୍ତୁଷ୍ଟ ରହିଥିବା ବଗୁଲୁ ଶେଷରେ ଆତ୍ମହତ୍ୟାର ରାସ୍ତା ବାଛି ନେଇଥିଲେ। ଶୁକ୍ରବାର ପରିବାର ଲୋକଙ୍କ ପକ୍ଷରୁ ଖବର ଦିଆଯିବା ପରେ ହରିଚନ୍ଦନପୁର ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚିଥିଲା। ପୁଲିସ୍‌ ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି।

corona suicide
Share. Facebook Twitter LinkedIn Email WhatsApp Copy Link

Related Posts

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣା: ୪ ଜଣ ଗିରଫ

June 24, 2026

ଯୁବତୀକୁ ମାରି ଫିଙ୍ଗିଦେଲେ 

June 23, 2026

ରାଜଧାନୀରେ ଲଜ୍ଜା : କୋଚିଂ ସେଣ୍ଟରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

June 23, 2026

ତିନି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ

June 23, 2026
Latest News

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣା: ୪ ଜଣ ଗିରଫ

June 24, 2026

ଯୁବତୀକୁ ମାରି ଫିଙ୍ଗିଦେଲେ 

June 23, 2026

ରାଜଧାନୀରେ ଲଜ୍ଜା : କୋଚିଂ ସେଣ୍ଟରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

June 23, 2026

ତିନି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ

June 23, 2026

ଧନବାଦ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ 

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.