Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲକ୍‌ଡାଉନ୍‌ ଉଲ୍ଲଂଘନ : ଜଗତସିହପୁରରେ 9 ଜଣଙ୍କ ବିରୋଧରେ ମାମଲା, 4 ବାଇକ୍‌ ଜବତ
ଆଜିର ଖବର

ଲକ୍‌ଡାଉନ୍‌ ଉଲ୍ଲଂଘନ : ଜଗତସିହପୁରରେ 9 ଜଣଙ୍କ ବିରୋଧରେ ମାମଲା, 4 ବାଇକ୍‌ ଜବତ

March 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର : ଦେଶବ୍ୟାପୀ ଲକ୍‌ଡାଉନ୍‌ ସମୟରେ ଲକ୍‌ଡାଉନ୍‌ ଉଲ୍ଲଂଘନ କାରଣରୁ ଜଗତସିଂହପୁର ଅଞ୍ଚଳରେ 9 ଜଣଙ୍କ ବିରୋଧରେ ମାମଲା ରୁଜୁ କରାଯିବା ସହିତ 4ଟି ବାଇକ୍‌ ଜବତ କରାଯାଇଛି । 27 ତାରିଖରୁ 28 ତାରିଖ ସକାଳ ସୁଦ୍ଧା ଏହି ମାମଲା ରୁଜୁ କରାଯିବା ସହିତ ଗିରଫ କରାଯାଇଛି । ଜଗତସିଂହପୁର ଜିଲ୍ଲାର ବିଭିନ୍ନ ବ୍ଲକ୍‌ରେ ଏହି ମାମଲା ରୁଜୁ କରାଯାଇଛି । ରଘୁନାଥପୁର ବ୍ଲକ୍‌ରେ ଦୁଇଟି ମାମଲା ରୁଜୁ କରାଯିବା ସହିତ ଦୁଇଟି ବାଇକ୍‌ ଜବତ କରାଯାଇଥିବା ବେଳେ ତିର୍ତ୍ତୋଲ ବ୍ଲକ୍‌ରେ 3ଟି ମାମଲାର ରୁଜୁ କରାଯାଇ ଦୁଇଟି ବାଇକ୍‌ ଜବତ କରାଯାଇଛି । କୁଜଙ୍ଗ, ବନ୍ଦର ମେରାଇନ୍‌, ଏରସମା ପ୍ରତ୍ୟେକ ଅଞ୍ଚଳରେ ଗୋଟିଏ ଲେଖାଏଁ ମାମଲା ରୁଜୁ କରାଯାଇଥିବା ବେଳେ ପାରାଦୀପ୍‌ ଲକ୍‌ରେ ଦୁଇଟି ମାମଲା ରୁଜୁ କରାଯାଇଛି । ଏହି ସମୟରେ ସମୁଦାୟ 36ଟି ଗାଡିକୁ ଯାଞ୍ଚ କରାଯାଇଥିବା ବେଳେ 12 ହଜାର ଟଙ୍କାର ଜରିମାନା ଆଦାୟ କରାଯାଇଛି ।

covid19 Lockdown
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀକ୍ଷେତ୍ରରେ ଆଜିଠୁ ଶାରଦୀୟ ଷୋଳପୂଜା ଆରମ୍ଭ

October 3, 2026

ଆଜି ମୂଳାଷ୍ଟମୀ: ଶକ୍ତିପୀଠରେ ଆରମ୍ଭ ମା’ଙ୍କ ଷୋଡ଼ଶ ଉପଚାର ପୂଜା, ଭକ୍ତିରେ ଭିଜିବ ଓଡ଼ିଶା

October 3, 2026

‘ସୁଜଳ’ ଅଭିଯାନର ଶୁଭାରମ୍ଭ: ଅକ୍ଟୋବର ୧୬ ଯାଏଁ ଚାଲିବ ରାଜ୍ୟବ୍ୟାପୀ କାର୍ଯ୍ୟକ୍ରମ

October 3, 2026

‘ସବକି ଯୋଜନା, ସବକା ବିକାଶ’ର ଶୁଭାରମ୍ଭ: ଦେଶବ୍ୟାପୀ ୨.୪୨ ଲକ୍ଷ ସ୍ୱତନ୍ତ୍ର ଗ୍ରାମସଭା

October 3, 2026
Latest News

ଶ୍ରୀକ୍ଷେତ୍ରରେ ଆଜିଠୁ ଶାରଦୀୟ ଷୋଳପୂଜା ଆରମ୍ଭ

October 3, 2026

ଆଜି ମୂଳାଷ୍ଟମୀ: ଶକ୍ତିପୀଠରେ ଆରମ୍ଭ ମା’ଙ୍କ ଷୋଡ଼ଶ ଉପଚାର ପୂଜା, ଭକ୍ତିରେ ଭିଜିବ ଓଡ଼ିଶା

October 3, 2026

‘ସୁଜଳ’ ଅଭିଯାନର ଶୁଭାରମ୍ଭ: ଅକ୍ଟୋବର ୧୬ ଯାଏଁ ଚାଲିବ ରାଜ୍ୟବ୍ୟାପୀ କାର୍ଯ୍ୟକ୍ରମ

October 3, 2026

ମିଠି ନଦୀ ସଫେଇ ଦୁର୍ନୀତି ମାମଲା: ଗିରଫ ହେଲେ ଅଭିନେତା ଡିନୋ ମୋରିଆ

October 3, 2026

ଭାରତ ରଚିଲା ନୂଆ ଇତିହାସ: ଚିନାବ ଓ ଅଞ୍ଜି ବ୍ରିଜ୍‌ରେ ୧୦୦ କିମି ବେଗରେ ଦୌଡ଼ିଲା ବନ୍ଦେ ଭାରତ

October 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.