Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହଜାରେ ଡେଇଁଲା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଜାଣନ୍ତୁ କେଉଁଠି କିପରି ରହିଛି କରୋନାର ସ୍ଥିତି
ଆଜିର ଖବର

ହଜାରେ ଡେଇଁଲା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଜାଣନ୍ତୁ କେଉଁଠି କିପରି ରହିଛି କରୋନାର ସ୍ଥିତି

March 29, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ସାରା ଦୁନିଆରେ କରୋନା ତା’ର ତାଣ୍ଡବ ରଚୁଥିବାବେଳେ ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା 1000 ଟପି ସାରିଲାଣି । ସବୁଠୁ ଅଧିକାଂଶ ଆକ୍ରାନ୍ତ ମହାରାଷ୍ଟ୍ରରେ ରହିଛନ୍ତି । କରୋନା ଭାଇରସ୍‌ ଯୋଗୁଁ ଭାରତ ସରକାର 21 ଦିନିଆ ଲକ୍‌ ଡାଉନ୍‌ର ଘୋଷଣା କରିଛନ୍ତି । ଆଜି ଲକ୍‌ ଡାଉନ୍‌ର ପଞ୍ଚମ ଦିବସ ହୋଇଥିବାବେଳେ ସାରା ଦେଶ ଏକ ପ୍ରକାର ଠପ୍‌ ହୋଇଥିବାବେଳେ ଖଟିଖିଆ ଓ ଶ୍ରମିକମାନେ ନିଜ ନିଜ ଘରକୁ ପଳାୟନ କରୁଥିବାବେଳେ ଏହା ସରକାରଙ୍କ ପାଇଁ ଏକପ୍ରକାରର ଚ୍ୟାଲେଞ୍ଜ ପାଲଟି ଯାଇଛି । ଭାରତରେ କରେନା ମୃତ୍ୟୁ ସଂଖ୍ୟା 20ରେ ପହଞ୍ଚିଥିବାବେଳେ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 1029ରେ ପହଞ୍ଚିଛି। ସେହିପରି 85 ଜଣ ସୁସ୍ଥ ହୋଇ ଫେରିଯାଇଛନ୍ତି। ସର୍ବାଧିକ ମହାରାଷ୍ଟ୍ରରେ 186ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ମିଳିଥିବା ରିପୋର୍ଟ ଅନୁସାରେ ମାର୍ଚ୍ଚ 15 ରେ ଦେଶରେ ଶହେଟି ମାମଲା ଆସିଥିବାବେଳେ ବିଗତ 13 ଦିନ ଭିତରେ ଏହା 1000 ପାଖାପାଖିରେ ପହଞ୍ଚିଛି ।

ସେହିପରି ମହାରାଷ୍ଟ୍ରରେ ଚାରି, ଗୁଜୁରାଟ ଓ କର୍ଣ୍ଣାଟକରେ ତିନି, ମଧ୍ୟପ୍ରଦେଶରେ ଦୁଇ, ତାମିଲନାଡୁ, ବିହାର, ପଞ୍ଜାବ, ଦିଲ୍ଲୀ, ପଶ୍ଚିମ ବଙ୍ଗ, ଜମ୍ମୁକାଶ୍ମୀର ଓ ହିମାଚଳ ପ୍ରଦେଶରେ ଓ କେରଳରେ ଜଣେ ଜଣେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି । ଦେଶରେ ସର୍ବାଧିକ ମହାରାଷ୍ଟ୍ରରେ ପାଞ୍ଚ ଜଣଙ୍କର କରୋନା ଜନିତ ମୃତ୍ୟୁ ଘଟିଛି। ଭାରତରେ କରୋନା ଦ୍ବିତୀୟ ଷ୍ଟେଜ୍‌ରେ ରହିଥିବାବେଳେ ଏହା ଯେପରି ତୃତୀୟ ଷ୍ଟେଜ୍‌କୁ ନ ବ୍ୟାପେ ସେଥିପାଇଁ ସାମାଜିକ ଦୂରତ୍ବ ଓ ସଙ୍ଗରୋଧକୁ ବେଶ୍‌ କଡାକଡି କରାଯାଇଛି ।  ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ’ମନ କୀ ବାତ୍‌’ କାର୍ଯ୍ୟକ୍ରମ ଜରିଆରେ କରୋନା ସମ୍ପର୍କରେ ସୂଚନା ଦେବେ ବୋଲି ଜଣାପଡିଛି ।

କେଉଁ ରାଜ୍ୟରେ କିପରି ରହିଛି କରୋନାର ସ୍ଥିତି :

ଆନ୍ଧ୍ରପ୍ରଦେଶ : 13

ଛତିଶଗଡ : 6

ଦିଲ୍ଲୀ : 49

ଗୁଜୁରାଟ : 55

ହରିୟାଣା : 33

ହିମାଚଳ ପ୍ରଦେଶ : 3

କର୍ଣ୍ଣାଟକ : 81

କେରଳ : 182

ମଧ୍ୟପ୍ରଦେଶ : 34

ମହାରାଷ୍ଟ୍ର : 186

ଓଡ଼ିଶା : 3

ପୁଡୁଚେରୀ : 1

ପଞ୍ଜାବ : 38

ରାଜସ୍ଥାନ : 54

ତାମିଲନାଡୁ : 42

ତେଲେଙ୍ଗାନା : 67

ଚଣ୍ଡୀଗଡ : 8

ଜମ୍ମୁକାଶ୍ମୀର : 33

ଲଦାଖ : 13

ଉତ୍ତରପ୍ରଦେଶ : 65

ଉତ୍ତରାଖଣ୍ଡ : 6

ପଶ୍ଚିମବଙ୍ଗ : 17

ବିହାର : 9

ମଣିପୁର : 1

ମିଜୋରାମ : 1

ପୁଡୁଚେରୀ :1

ଗୋଆ : 3

ଆଣ୍ଡାମାନ ନିକୋବର : 9

covid-19 india
Share. Facebook Twitter LinkedIn Email WhatsApp Copy Link

Related Posts

ଏଫଆଇଜି ତାସକେଣ୍ଟ ବିଶ୍ୱ ଚ୍ୟାଲେଞ୍ଜ କପ: ପ୍ରଣତି ନାୟକଙ୍କୁ ରୌପ୍ୟ ପଦକ

May 24, 2026

CJP କୁ ନେଇ ପ୍ରଶାନ୍ତ କିଶୋର କଣ କହିଲେ

May 24, 2026

ଭିବି-ଜି ରାମ ଜି ଆଇନ କାର୍ଯ୍ୟାନ୍ୱୟନ ପାଇଁ ରାଜ୍ୟଗୁଡ଼ିକର ପ୍ରସ୍ତୁତି ସମୀକ୍ଷା କଲେ ଗ୍ରାମୀଣ ବିକାଶ ସଚିବ

May 24, 2026

ଆଥଲେଟିକ୍ସ ଫେଡେରେସନ କପରେ ଓଡ଼ିଶାର ଆନିମେଶ କୁଜୁରଙ୍କ ସଫଳତା: ଉପ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

May 24, 2026
Latest News

ନୌତପା ସମୟରେ ନିଜର ଧ୍ୟାନ କିପରି ରଖିବେ, ଜାଣନ୍ତୁ

May 24, 2026

ଏଫଆଇଜି ତାସକେଣ୍ଟ ବିଶ୍ୱ ଚ୍ୟାଲେଞ୍ଜ କପ: ପ୍ରଣତି ନାୟକଙ୍କୁ ରୌପ୍ୟ ପଦକ

May 24, 2026

CJP କୁ ନେଇ ପ୍ରଶାନ୍ତ କିଶୋର କଣ କହିଲେ

May 24, 2026

ଭିବି-ଜି ରାମ ଜି ଆଇନ କାର୍ଯ୍ୟାନ୍ୱୟନ ପାଇଁ ରାଜ୍ୟଗୁଡ଼ିକର ପ୍ରସ୍ତୁତି ସମୀକ୍ଷା କଲେ ଗ୍ରାମୀଣ ବିକାଶ ସଚିବ

May 24, 2026

ଆଥଲେଟିକ୍ସ ଫେଡେରେସନ କପରେ ଓଡ଼ିଶାର ଆନିମେଶ କୁଜୁରଙ୍କ ସଫଳତା: ଉପ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

May 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.