Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାହାର ରାଜ୍ୟରୁ ଆସିଥିବା ଶ୍ରମିକ ଓ ଖଟିଖିଆଙ୍କ ପାଇଁ ରାଜ୍ୟର ସୀମାବର୍ତ୍ତୀ ଜିଲ୍ଲାରେ କ୍ୟାମ୍ପ୍‌ ନିର୍ମାଣ ପାଇଁ ଘୋଷଣା କଲେ ନୀତିଶ୍‌
ଆଜିର ଖବର

ବାହାର ରାଜ୍ୟରୁ ଆସିଥିବା ଶ୍ରମିକ ଓ ଖଟିଖିଆଙ୍କ ପାଇଁ ରାଜ୍ୟର ସୀମାବର୍ତ୍ତୀ ଜିଲ୍ଲାରେ କ୍ୟାମ୍ପ୍‌ ନିର୍ମାଣ ପାଇଁ ଘୋଷଣା କଲେ ନୀତିଶ୍‌

March 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିହାର : ବିହାରର ମୁଖ୍ୟମନ୍ତ୍ରୀ ନିତୀଶ୍‌ କୁମାର ପ୍ରବାସୀ ଶ୍ରମିକ ବା ଖଟିଖିଆଙ୍କ ପାଇଁ ସୀମାବର୍ତ୍ତୀ ଜିଲ୍ଲାରେ କ୍ୟାମ୍ପ୍‌ ନିର୍ମାଣ କରିବାର ଘୋଷଣା କରିଛନ୍ତି । ନୀତିଶ୍‌ କୁମାର ଘୋଷଣା କରି କହିଛନ୍ତି ଯେ, ଅନ୍ୟ ରାଜ୍ୟରୁ ବିହାରକୁ ଆସିଥିବା ପ୍ରବାସୀ ଶ୍ରମିକମାନଙ୍କ ରହିବା ଲାଗି କ୍ୟାମ୍ପ୍‌ ନିର୍ମାଣ କରାଯିବ । ଏହି କ୍ୟାମ୍ପରେ ଅନ୍ୟ ରାଜ୍ୟରୁ ଆସିଥିବା ଶ୍ରମିକ ବା ଖଟିଖିଆମାନଙ୍କୁ ରଖାଯିବ । ଏହି କ୍ୟାମ୍ପ୍‌ରେ ଭୋଜନ ସହିତ ଡାକ୍ତରୀ ଚିକିତ୍ସା ମଧ୍ୟ ଯୋଗାଇ ଦିଆଯିବ ।

ଶନିବାର ଦିନ ରାଜ୍ୟରେ ଏକ ଉଚ୍ଚଅଧିକାରୀ ବୈଠକରେ ବିହାରର ମୁଖ୍ୟମନ୍ତ୍ରୀ ଏପରି ଏକ ନିଷ୍ପତ୍ତି ନେଇଛନ୍ତି।  ସେହିପରି ନୀତିଶ୍‌ କୁମାର ରାଜ୍ୟରେ କରୋନା ସହ ମୁକାବିଲା କରିବାପାଇଁ ଗଠିତ ଏକ ଫଣ୍ଡ୍‌କୁ ବିଧାୟକ ଫଣ୍ଡ୍‌ରୁ 7 କୋଟି ଟଙ୍କା ଦାନ ଦେବାକୁ ଘୋଷଣା କରିଛନ୍ତି ।

କରୋନା ସହ ମୁକାବିଲା ପାଇଁ ଭାରତ ସରକାର ଜାରି କରିଥିବା 21 ଦିନିଆ ଲକ୍‌ଡାଉନ୍‌ରେ ବିଶେଷ ଭାବରେ ପ୍ରଭାବିତ ହେଉଛନ୍ତି ଅନ୍ୟ ରାଜ୍ୟରେ କାମ କରୁଥିବା ଶ୍ରମିକ ତଥା ଖଟିଖିଆ ମଣିଷ । ଏହି ଲକ୍‌ଡାଉନ୍‌ ଯୋଗୁଁ ବହୁ ସଂଖ୍ୟା ସେମାନେ ନିଜ ନିଜ ଭିଟାମାଟିକୁ ପଳାୟନ କରୁଛନ୍ତି । ଯାହା ଫଳରେ ଭାରତ ସରକାର ଜାରି କରିଥିବା ସାମାଜିକ ଦ୍ବରତ୍ବ ତଥା ସଙ୍ଗରୋଧକୁ ସମସ୍ୟା ସୃଷ୍ଟି ହେଉଛି । ସେହିପରି ଉତ୍ତରପ୍ରଦେଶ ଶ୍ରମିକମାନଙ୍କ ପାଇଁ ଏକ ବସ୍‌ର ବ୍ୟବସ୍ଥା କରିଛନ୍ତି । (ଏଜେନ୍ସି)

labour Lockdown
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026

ଯାଜପୁର ନିକଟରେ ନିୟୁ ଜଲପାଇଗୁଡି ଏକ୍ସପ୍ରେସ ଲାଇନଚ୍ୟୁତ, କୌଣସି କ୍ଷତି ରିପୋର୍ଟ ନାହିଁ

February 5, 2026

PCB ପାଇଁ ବଢିଲା ସମସ୍ୟା!: ପାକିସ୍ତାନର ଅଭ୍ୟାସ ମ୍ୟାଚ୍ ବାତିଲ କଲା ICC, ଜାଣନ୍ତୁ କାରଣ

February 5, 2026

ଲିଙ୍ଗରାଜ ମହାପ୍ରଭୁଙ୍କ ଶୃଙ୍ଖଳିତ ରୀତିନୀତି ଓ ପୂଜାବିଧି ଉପରେ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 5, 2026
Latest News

ଗୋଟିଏ ଝଟକାରେ 20,000 ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଦେଖନ୍ତୁ ଆଜିର ଦର

February 5, 2026

ଯାଜପୁର ନିକଟରେ ନିୟୁ ଜଲପାଇଗୁଡି ଏକ୍ସପ୍ରେସ ଲାଇନଚ୍ୟୁତ, କୌଣସି କ୍ଷତି ରିପୋର୍ଟ ନାହିଁ

February 5, 2026

PCB ପାଇଁ ବଢିଲା ସମସ୍ୟା!: ପାକିସ୍ତାନର ଅଭ୍ୟାସ ମ୍ୟାଚ୍ ବାତିଲ କଲା ICC, ଜାଣନ୍ତୁ କାରଣ

February 5, 2026

ଲିଙ୍ଗରାଜ ମହାପ୍ରଭୁଙ୍କ ଶୃଙ୍ଖଳିତ ରୀତିନୀତି ଓ ପୂଜାବିଧି ଉପରେ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 5, 2026

ଭାରତ ନେତ୍ର ଅଧୀନରେ ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.