Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ରୋଗୀଙ୍କ ପାଇଁ ଗୁଜୁରାଟରେ ମାତ୍ର 6 ଦିନରେ ପ୍ରସ୍ତୁତ ହେଲା 2200 ଶଯ୍ୟା ବିଶିଷ୍ଟ ହସ୍ପିଟାଲ୍‌
ଆଜିର ଖବର

କରୋନା ରୋଗୀଙ୍କ ପାଇଁ ଗୁଜୁରାଟରେ ମାତ୍ର 6 ଦିନରେ ପ୍ରସ୍ତୁତ ହେଲା 2200 ଶଯ୍ୟା ବିଶିଷ୍ଟ ହସ୍ପିଟାଲ୍‌

March 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗୁଜୁରାଟ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାବେଳେ ଉଭୟ କେନ୍ଦ୍ର ଓ ରାଜ୍ୟସରକାରମାନେ ମୁକାବିଲା କରିବା ପାଇଁ କଡା ପଦକ୍ଷେପ ନେଉଛନ୍ତି। ଏହି କ୍ରମେ ଗୁଜୁରାଟ ସରକାର କରୋନା ସଂକ୍ରମିତଙ୍କ ଦେଖାରେଖା ପାଇଁ ମାତ୍ର 6 ଦିନରେ 2200 ଶଯ୍ୟା ବିଶିଷ୍ଟ ହସ୍ପିଟାଲ୍‌ ପ୍ରସ୍ତୁତ କରିଛନ୍ତି। ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ଏହି ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଏଠାରେ କରୋନା ରୋଗୀଙ୍କୁ ସବୁପ୍ରକାରର ଚିକିତ୍ସା ମିଳିପାରି । ସେହିପରି କୋଭିଡ -19 ସମ୍ବନ୍ଧୀୟ ଚାରୋଟି ବିଶେଷ ହସ୍ପିଟାଲ୍‌ର ଆରମ୍ଭ କରିଛନ୍ତି । ଏହା ଅହାମଦାବାଦ, ରାଜକୋଟ୍‌, ସୁରତ୍‌ ଓ ବଡଦୋରଠାରେ ପ୍ରସ୍ତୁତ କରାଯାଇଛି । ଏହି ହସ୍ପିଟାଲଗୁଡିକୁ ଚାରି ଉଚ୍ଚ ଅଧିକାରୀଙ୍କ ଦାୟିତ୍ବରେ ରହିଛି।

ସୁରତଠାରେ କୋଭିଡ୍‌-19 ପାଇଁ ସ୍ପେଶାଲ୍‌ ହସ୍ପିଟାଲ୍‌ରେ 40ଟି ଆଇସିୟୁ ଶଯ୍ୟା, ଓ 140 ଟି ସାଧାରଣ ଶଯ୍ୟା ପ୍ରସ୍ତୁତ କରାଯାଇଛି । ସେହିପରି ବଡଦୋରାଠାରେ 50ଟି ଆଇସିୟୁ ଶଯ୍ୟା, 200ଟି ସାଧାରଣ ଶଯ୍ୟା ପ୍ରସ୍ତୁତ କରାଯାଇଥିବାବେଳେ ରାଜକୋଟଠାରେ 40ଟି ଆଇସିୟୁ ଶଯ୍ୟା ଓ 160ଟି ସାଧାରଣ ଶଯ୍ୟା ପ୍ରସ୍ତୁତ କରାଯାଇଛି। (ଏଜେନ୍ସି)

covid-19 gujurat
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ୧.୮୮ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଲା ଜିଓ: ଟ୍ରାଇ ତଥ୍ୟ

April 8, 2026

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାକୁ ୧୧ ବର୍ଷ: ଦେଶର ସୂକ୍ଷ୍ମ ଓ କ୍ଷୁଦ୍ର ଉଦ୍ୟୋଗୀ ହୋଇଛନ୍ତି ସଶକ୍ତ

April 8, 2026

ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି ଗ୍ୟାସ

April 8, 2026

କଲାଇ- ୨ ଜଳବିଦ୍ୟୁତ ପ୍ରକଳ୍ପ ନିର୍ମାଣ ପାଇଁ ନିବେଶ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

April 8, 2026
Latest News

ଓଡ଼ିଶାରେ ୧.୮୮ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଲା ଜିଓ: ଟ୍ରାଇ ତଥ୍ୟ

April 8, 2026

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାକୁ ୧୧ ବର୍ଷ: ଦେଶର ସୂକ୍ଷ୍ମ ଓ କ୍ଷୁଦ୍ର ଉଦ୍ୟୋଗୀ ହୋଇଛନ୍ତି ସଶକ୍ତ

April 8, 2026

ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି ଗ୍ୟାସ

April 8, 2026

କଲାଇ- ୨ ଜଳବିଦ୍ୟୁତ ପ୍ରକଳ୍ପ ନିର୍ମାଣ ପାଇଁ ନିବେଶ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

April 8, 2026

ପିଲାଙ୍କୁ ସୋସିଆଲ୍ ମିଡ଼ିଆ ମନା

April 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.