Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌ ସହ ପିଟିହେଲା କାର୍‌ : ଦୁଇ ମୃତ
ଆଜିର ଖବର

ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌ ସହ ପିଟିହେଲା କାର୍‌ : ଦୁଇ ମୃତ

March 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଖୋର୍ଦ୍ଧା: କରୋନା ସହ ମୁକାବିଲା କରିବା ପାଇଁ ସାରା ଦେଶରେ ଲକ୍‌ ଡାଉନ୍‌ ଜାରି ରହିଛି । ରାସ୍ତା ଘାଟ ଶୂନ୍‌ଶାନ ରହୁଥିବାବେଳେ ବି ଦୁର୍ଘଟଣା ପରି ଘଟଣା ଦେଖିବାକୁ ମିଳିଛି । ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଥାନା ଅଞ୍ଚଳରେ ଏକ ସଡକ ଦୁର୍ଘଟଣା ଘଟିଯାଇଛି । ଏଥିରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି ।

ମିଳିଥିବା ସୂଚନା ଅନୁସାରେ ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌ ସହ ଏକ କାର୍‌ ପିଟି ହୋଇଯାଇଛି   ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ନିରାକାରପୁର ଥାନା ରାମେଶ୍ବର ପେଟ୍ରୋଲ୍‌ ପମ୍ଫ ପାଖରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ କାର୍‌ ଓ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ମୃତକଙ୍କ ପରିଚୟ ମିଳିପାରିନାହିଁ ।

accident
Share. Facebook Twitter LinkedIn Email WhatsApp Copy Link

Related Posts

ଜୁଲାଇ ୧୫ ତାରିଖ ବୁଧବାର ଦିନ ଆଠଟି ରାଶି ଉପରେ ରହିଛି ବିପଦ

July 15, 2026

ଲଜିଷ୍ଟିକ୍ସ କ୍ଷେତ୍ରରେ ବଡ଼ ସଂସ୍କାର; ଖର୍ଚ୍ଚ କମାଇବା ଓ ଯୋଗାଣ ଶୃଙ୍ଖଳା ସୁଦୃଢ଼ ପାଇଁ ନୂଆ ନୀତି

July 14, 2026

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026
Latest News

ଜୁଲାଇ ୧୫ ତାରିଖ ବୁଧବାର ଦିନ ଆଠଟି ରାଶି ଉପରେ ରହିଛି ବିପଦ

July 15, 2026

ଲଜିଷ୍ଟିକ୍ସ କ୍ଷେତ୍ରରେ ବଡ଼ ସଂସ୍କାର; ଖର୍ଚ୍ଚ କମାଇବା ଓ ଯୋଗାଣ ଶୃଙ୍ଖଳା ସୁଦୃଢ଼ ପାଇଁ ନୂଆ ନୀତି

July 14, 2026

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.