Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରକାରଙ୍କୁ ସମାଲୋଚନାର ଏହା ସଠିକ୍ ସମୟ ନୁହେଁ :ଦେଓରା
ଆଜିର ଖବର

ସରକାରଙ୍କୁ ସମାଲୋଚନାର ଏହା ସଠିକ୍ ସମୟ ନୁହେଁ :ଦେଓରା

March 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ସରକାରଙ୍କ କରୋନା ମୁକାବିଲା ପ୍ରକ୍ରିୟାକୁ ନେଇ ଏକାଧିକ ବରିଷ୍ଠ କଂଗ୍ରସେ ନେତା ପ୍ରଶ୍ନ ଉଠାଇଥିବା ବେଳେ ଏହାକୁ ସମାଲୋଚନା କରିଛନ୍ତି ମିଲିନ୍ଦ ଦେଓରା । ବର୍ତ୍ତମାନ ଦେଶ ସଙ୍କଟମୟ ପରସ୍ଥିତି ମଧ୍ୟରେ ଗତି କରୁଥିବା ବେଳେ ଏହାକୁ ନେଇ ଶସ୍ତା ରାଜନୀତି କରାଯିବା ଅନୁଚିତ ବୋଲି ମୁମ୍ବାଇ କଂଗ୍ରେସ ମୁଖ୍ୟ ମିଲିନ୍ଦ ଦେଓରା ମତ ଦେଇଛନ୍ତି । ଦେଶବ୍ୟାପୀ ଲକ୍‌ଡାଉନ୍ ଘୋଷଣା କରାଯାଇଥିବା ବେଳେ ଏହା ଦ୍ୱାରା ଖଟିଖିଆ ଶ୍ରମିକ ସର୍ବାଧିକ ପ୍ରଭାବିତ ହୋଇଥିବା ନେଇ ବରିଷ୍ଠ ନେତା କପିଲ ଶିବଲ୍ ଏବଂ ଶଶୀ ଥରୁର୍ ମତ ଦେଇଥିଲେ । ଏହା ବିରୋଧରେ ଟ୍ୱିଟ୍ଟରରେ ଲେଖିଛନ୍ତି ଦେଓରା । କୋଭିଡ୍‌-୧୯ର ମୁକାବିଲା କରିବା ପାଇଁ ପ୍ରତ୍ୟେକ ରାଜନୈତିକ ଦଳକୁ ବିରୋଧାଭାସ ଭୁଲି ଏକତ୍ର କାମ କରିବାକୁ ପଡିବ । ଉଲ୍ଲେଖଯୋଗ୍ୟ ଯେ, ରବିବାର ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୦୦ ଅତିକ୍ରମ କରିଥିବା ବେଳେ ମୃତକଙ୍କ ସଂଖ୍ୟା ୨୫ ଛୁଇଁଛି ।

Congress Lockdown
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ-ତୃତୀୟାଂଶ ଲକ୍ଷ୍ୟରେ ଏନଡ଼ିଏ : ୨୪ ଆସନ ନିର୍ବାଚନରେ ବଦଳିବ କି ସଂସଦୀୟ ସମୀକରଣ?

June 5, 2026

UP CM Birthday: ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 5, 2026

ବିଜେପିକୁ ବଡ଼ ଝଟକା! ଦଳ ଛାଡ଼ି ନୂଆ ରାଜନୈତିକ ଆନ୍ଦୋଳନର ଆରମ୍ଭ କଲେ ଅନ୍ନାମଲାଇ

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026
Latest News

ଦୁଇ-ତୃତୀୟାଂଶ ଲକ୍ଷ୍ୟରେ ଏନଡ଼ିଏ : ୨୪ ଆସନ ନିର୍ବାଚନରେ ବଦଳିବ କି ସଂସଦୀୟ ସମୀକରଣ?

June 5, 2026

UP CM Birthday: ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 5, 2026

ବିଜେପିକୁ ବଡ଼ ଝଟକା! ଦଳ ଛାଡ଼ି ନୂଆ ରାଜନୈତିକ ଆନ୍ଦୋଳନର ଆରମ୍ଭ କଲେ ଅନ୍ନାମଲାଇ

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026

ଉଚ୍ଚ ଯୋଗ୍ୟତା ଲୁଚାଇ ଚାକିରି ପାଇବା ଅନ୍ୟାୟ: ସୁପ୍ରିମକୋର୍ଟ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.