Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ପାଇଲଟ୍‌ ଅଭିନନ୍ଦନଙ୍କୁ ଛାଡ଼ିବା ପାଇଁ ନିବେଦନ କଲେ ଫାତିମା ଭୁଟ୍ଟୋ
ଆଜିର ଖବର

ଭାରତୀୟ ପାଇଲଟ୍‌ ଅଭିନନ୍ଦନଙ୍କୁ ଛାଡ଼ିବା ପାଇଁ ନିବେଦନ କଲେ ଫାତିମା ଭୁଟ୍ଟୋ

February 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Fatima Bhutto seeks release of 'captured' Indian pilot
Fatima Bhutto seeks release of 'captured' Indian pilot

ପାକ୍ ସେନା କବ୍ଜାରେ ଥିବା ଭାରତର ମିଗ-୨୧ ପାଇଲଟ ଅଭିନନ୍ଦନଙ୍କୁ ସୁରକ୍ଷିତ ଛାଡ଼ିଦେବା ପାଇଁ ଭାରତବାସୀ ସ୍ଵର ଉଠାଇଛନ୍ତି।  ଭାରତବାସୀଙ୍କ ସହ ସ୍ଵର ମିଳାଇଛନ୍ତି ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଜୁଲଫିକର ଅଲି ଭୁଟ୍ଟୋଙ୍କ ନାତୁଣୀ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ବେନୋଜିର ଭୁଟ୍ଟୋଙ୍କ ଝିଆରୀ ଲେଖିକା ଫାତିମା ଭୁଟ୍ଟୋ । ବାୟୁସେନା ପାଇଲଟ୍‌ ଅଭିନନ୍ଦନଙ୍କୁ ଛାଡ଼ି ଦେବାପାଇଁ ସେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କୁ  ନିବେଦନ କରିଛନ୍ତି। ଭୁଟ୍ଟୋ କହିଛନ୍ତି, ସେ ଏବଂ ପାକିସ୍ତାନର ଯୁବ ସମାଜ ପାକିସ୍ତାନକୁ ଭଲପା’ନ୍ତି, ଦେଶରେ ଶାନ୍ତି, ମୈତ୍ରୀ ଓ ମାନବତାର ପ୍ରତିଷ୍ଠା ପ୍ରତି ପ୍ରତିବଦ୍ଧତା ଏବଂ ସଂକେତ ପାଇଁ ପାକିସ୍ତାନ ଭାରତୀୟ ପାଇଲଟ୍‌ଙ୍କୁ ଛାଡ଼ି ଦେବା ଉଚିତ୍।

capturedindianpilot thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୬ ଆଇପିଏଲ: ଏହି ଦଳକୁ ମିଳିଲା ୨୪ ବର୍ଷୀୟ ଅଧିନାୟକ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

March 16, 2026

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026
Latest News

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026

୨୦୨୬ ଆଇପିଏଲ: ଏହି ଦଳକୁ ମିଳିଲା ୨୪ ବର୍ଷୀୟ ଅଧିନାୟକ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

March 16, 2026

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.