Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଲୋକସେବା ଭବନର ସମ୍ମିଳନୀ କକ୍ଷରେ ବସିବ ବିଧାନସଭା ଅଧିବେଶନ
ଆଜିର ଖବର

ଆଜି ଲୋକସେବା ଭବନର ସମ୍ମିଳନୀ କକ୍ଷରେ ବସିବ ବିଧାନସଭା ଅଧିବେଶନ

March 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ବସିବ। ଏହି  ଅଧିବେଶନ ବ୍ୟୟମଂଜୁରୀ ବିଲ୍ ପାରିତ ପାଇଁ ବିଧାନସଭା ଅଧିବେଶନ ବସିବ। ଅଧିବେଶନ ପୂର୍ବରୁ କନ୍‌ଭେନସନ୍‌ ହଲ୍‌କୁ ବିଏମ୍‌ସି ତରଫରୁ ବିଶୋଧନ କରାଯାଇଛି ।ବିଏମସିର ସ୍ୱାସ୍ଥ୍ୟ ବିଭାଗର ଟିମ୍ ଏବଂ ଅଗ୍ନିଶମ ସେବା ସଂସ୍ଥା ଏହାକୁ ବିଶୋଧନ କରିଛନ୍ତି। ବିଧାନସଭାର ଜଣେ କର୍ମଚାରୀ ତୃତୀୟ କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିବାରୁ ବିଧାନସଭା ବଦଳରେ ଏବେ ଲୋକସେବା ଭବନର କନଭେନସନ୍ ସେଣ୍ଟରରେ ଅଧିବେଶନ ପାଇଁ ନିଷ୍ପତ୍ତି ନିଆଯାଇଛି ।

ସେହିପରି ଏହି କନଭେନସନ ହଲ୍‌ରେ ୨ ମଧ୍ୟ ସାମାଜିକ ଦୂରତ୍ବକୁ ଗୁରୁତ୍ବ ଦିଆଯାଇଛି । ଏହି ହଲ୍‌ରେ ଦୁଇ ମିଟର ଅନ୍ତରରେ ବିଧାୟକ ବସିବେ ବୋଲି ନିଷ୍ପତ୍ତି ନିଆଯାଇଛି । ରାସ୍ତାରେ କୌଣସି ବିଧାୟକଙ୍କୁ ନ ଅଟକାଇବାକୁ ଜିଲ୍ଲାପାଳ, ଏସପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ବିଧାନସଭା ଅଧିବେଶନ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ମ୍ୟୁଲ୍ ବ୍ୟାଙ୍କ ଆକାଉଣ୍ଟ ରାକେଟ୍ ମାମଲା: ୫ ଅଭିଯୁକ୍ତଙ୍କୁ ୩ ବର୍ଷ କାରାଦଣ୍ଡ

September 19, 2026

ସରକାରୀ ଚାକିରିର ନିଯୁକ୍ତିପତ୍ର ବାଣ୍ଟିଲେ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ

September 19, 2026

ମୁଖ୍ୟମନ୍ତ୍ରୀ ମାନଙ୍କ ଗାଡ଼ି ଉପରକୁ ମଦ ବୋତଲ ଫିଙ୍ଗିବ ମାମଲା: ରଭନୀତ ସିଂହ ବିଟ୍ଟୁ ଅଟକ

September 19, 2026

ରୋହିତ ଶର୍ମା କ’ଣ ଅଜିତ ଅଗରକରଙ୍କ ବିଦାୟର କାରଣ?: ବଡ଼ ନିଷ୍ପତ୍ତି ନେଲେ ମୁଖ୍ୟ ଚୟନକର୍ତ୍ତା

September 19, 2026
Latest News

ମ୍ୟୁଲ୍ ବ୍ୟାଙ୍କ ଆକାଉଣ୍ଟ ରାକେଟ୍ ମାମଲା: ୫ ଅଭିଯୁକ୍ତଙ୍କୁ ୩ ବର୍ଷ କାରାଦଣ୍ଡ

September 19, 2026

ସରକାରୀ ଚାକିରିର ନିଯୁକ୍ତିପତ୍ର ବାଣ୍ଟିଲେ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ

September 19, 2026

ମୁଖ୍ୟମନ୍ତ୍ରୀ ମାନଙ୍କ ଗାଡ଼ି ଉପରକୁ ମଦ ବୋତଲ ଫିଙ୍ଗିବ ମାମଲା: ରଭନୀତ ସିଂହ ବିଟ୍ଟୁ ଅଟକ

September 19, 2026

ରୋହିତ ଶର୍ମା କ’ଣ ଅଜିତ ଅଗରକରଙ୍କ ବିଦାୟର କାରଣ?: ବଡ଼ ନିଷ୍ପତ୍ତି ନେଲେ ମୁଖ୍ୟ ଚୟନକର୍ତ୍ତା

September 19, 2026

ମଧ୍ୟପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୩ ଶିଶୁଙ୍କ ସହ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.