Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜେଏନୟୁ ଦେଶଦ୍ରୋହ ମାମଲା : ଦିଲ୍ଲୀ ସରକାର ଅନୁମତି ନଦେଲେ ଆମେ ନେବୁ କାର୍ଯ୍ୟାନୁଷ୍ଠାନ : କୋର୍ଟ
ଆଜିର ଖବର

ଜେଏନୟୁ ଦେଶଦ୍ରୋହ ମାମଲା : ଦିଲ୍ଲୀ ସରକାର ଅନୁମତି ନଦେଲେ ଆମେ ନେବୁ କାର୍ଯ୍ୟାନୁଷ୍ଠାନ : କୋର୍ଟ

February 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Patiala House Court warns to act, if delhi govt. does not permits on JNU anti-nationalist case
Patiala House Court warns to act, if delhi govt. does not permits on JNU anti-nationalist case

ଜେଏନୟୁ ଦେଶଦ୍ରୋହ ମାମଲାରେ ଦିଲ୍ଲୀ ପୁଲିସ ଦ୍ୱାରା ଦାୟର କରାଯାଇଥିବା ମାମଲାରେ ଆଜି ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ଶୁଣାଣି ହୋଇଛି । ଯଦି ସରକାର ଅନୁମତି ନ ଦିଅନ୍ତି ତେବେ ଭିଡିଓ ଦେଖି ମାର୍ଚ୍ଚ ୧୧ରେ ନିଷ୍ପତ୍ତି ନିଆଯିବ ବୋଲି ଅଦାଲତ କହିଛନ୍ତି । ଏହା ପୂର୍ବ ଶୁଣାଣୀରେ ପଟିଆଲା ହାଉସ କୋର୍ଟ ଦିଲ୍ଲୀ ସରକାରଙ୍କ ଦ୍ୱାରା ଯାଚିକା ନମିଳିବା ଦ୍ୱାରା କ୍ଷୁବ୍ଧ ଅଛନ୍ତି । ସରକାର ଏହାକୁ ନେଇ ନିଜର ମତ ସ୍ପଷ୍ଟ କରନ୍ତୁ ବୋଲି ଅଦାଲତ କହିଛନ୍ତି। ସୂଚନାଯୋଗ୍ୟ, ୨୦୧୬ ଫେବୃଆରୀ ୯ରେ ଜେଏନୟୁ ପରିସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପୁଲିସ ଭାରତ ବିରୋଧୀ ନାରା ଦେଇଥିବା ଜଣେ ଛାତ୍ର ଉମର ଖାଲିଦ ଏବଂ ଅନିର୍ବାଣ ଭଟାଚାର୍ଯ୍ୟଙ୍କ ବିରୋଧରେ ମାମଲା ରୁଜୁ କରିଥିଲା । ପୁଲସ ଜେଏନୟୁ ଛାତ୍ରସଙ୍ଘର ପୂର୍ବତନ ଅଧ୍ୟକ୍ଷ କହ୍ନେୟା କୁମାର ଏବଂ ଅନ୍ୟ ଛାତ୍ରଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ କରିଥିଲା କି, ସେମାନେ ଏହି କାର୍ଯ୍ୟକ୍ରମର ଆୟୋଜନ କରିଥିଲେ ଏବଂ ଦେଶ ବିରୋଧୀ ନାରାକୁ ସମର୍ଥନ କରିଥିଲେ ।

JNU thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ରଥଯାତ୍ରାରେ ପ୍ରବଳ ଭିଡ, ଠେଲାପେଲାରେ ଜଣେ ମୃତ, ଶତାଧିକ ଅସୁସ୍ଥ

July 16, 2026
Latest News

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.