Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କ ପାଇଁ କଡ଼ା ନିୟମ : ପ୍ରଶ୍ନପତ୍ରରେ ରହିବ ପରୀକ୍ଷାର୍ଥୀଙ୍କ ରୋଲ୍‌ନମ୍ବର
ଆଜିର ଖବର

ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କ ପାଇଁ କଡ଼ା ନିୟମ : ପ୍ରଶ୍ନପତ୍ରରେ ରହିବ ପରୀକ୍ଷାର୍ଥୀଙ୍କ ରୋଲ୍‌ନମ୍ବର

February 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
+2 exam rules are now tougher
+2 exam rules are now tougher

ମ୍ୟାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ଘଟଣାକୁ ଦୃଷ୍ଟିରେ ରଖି ମାର୍ଚ୍ଚ ୭ରୁ ହେବାକୁ ଥିବା ଯୁକ୍ତ ୨ ପରୀକ୍ଷା ପାଇଁ କଡ଼ାକଡ଼ି ନିୟମ କରିଛନ୍ତି ସରକାର। ପରୀକ୍ଷାର୍ଥୀମାନେ ପରୀକ୍ଷା ହଲ୍‌କୁ ଯିବା କ୍ଷେତ୍ରରେ କଟକଣା ଜାରି କରାଯାଇଛି। ହାତଘଣ୍ଟା ଓ ମୋବାଇଲ୍‌ ଆଦି ନେବାକୁ ବାରଣ କରାଯାଇଛି। ଆଜି ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର ଏହି ସୂଚନା ଦେଇ କହିଛନ୍ତି ଯେ, ଯୁକ୍ତ ଦୁଇ ପରୀକ୍ଷା ମାର୍ଚ୍ଚ ୭ ତାରିଖରୁ ଆରମ୍ଭ ହେବ ଓ ମାର୍ଚ୍ଚ ୩୦ ତାରିଖରେ ସରିବ। ଏଥିପାଇଁ ସବୁ ପ୍ରସ୍ତୁତି ସରିଛି। ହାଇସ୍କୁଲ ପରୀକ୍ଷାରେ ୩୦୪ଟି ହବ୍‌ କରାଯାଇଥିଲା। ସେହିପରି ଯୁକ୍ତ ୨ ପରୀକ୍ଷା ପାଇଁ ୨୦୨ଟି ହବ୍‌ କରାଯାଇଛି। ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଲାଗିବ। ବର୍ତ୍ତମାନ ସୁଦ୍ଧା ୯୩୭ ସେଣ୍ଟରରେ ସିସି କ୍ୟାମେରା ଲଗାଯାଇ ସାରିଛି।” ଚଳିତ ବର୍ଷ ୧୦୯୧ଟି କେନ୍ଦ୍ରରେ ଯୁକ୍ତ ୨ ପରୀକ୍ଷା ହେବ। ପରୀକ୍ଷାର୍ଥୀ ପ୍ରଶ୍ନପତ୍ରରେ ସେମାନଙ୍କର ରୋଲ ନମ୍ବର ଲେଖିବେ। ୩ ଲକ୍ଷ ୬୯ ହଜାର ଛାତ୍ରୀଛାତ୍ର ଯୁକ୍ତ ୨ ପରୀକ୍ଷା ଦେବେ।

+2exams chseodisha thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

କର୍ଣ୍ଣାଟକରେ ଫ୍ରିଜ୍ ବିସ୍ଫୋରଣ ନେଲା ଗୋଟିଏ ପରିବାରର ୪ ଜୀବନ, ୨ ଗୁରୁତର

September 15, 2026

ନିଯୁକ୍ତି ପରୀକ୍ଷାକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ବାଂଶୁରୀ ସ୍ୱରାଜ: ରାହୁଲ ଗାନ୍ଧୀଙ୍କୁ କଲେ ପ୍ରଶ୍ନ

September 15, 2026

ଓରାକଲରେ ପୁଣି ବଡ଼ ଛଟେଇ, ଚାକିରି ହରାଇଲେ ହଜାର ହଜାର କର୍ମଚାରୀ

September 15, 2026

ୟୁସିସି ଉପରେ ଗୃହମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ଓମାର ଅବଦୁଲ୍ଲା: ରାଜି ହେବ କି କେନ୍ଦ୍ର?

September 15, 2026
Latest News

କର୍ଣ୍ଣାଟକରେ ଫ୍ରିଜ୍ ବିସ୍ଫୋରଣ ନେଲା ଗୋଟିଏ ପରିବାରର ୪ ଜୀବନ, ୨ ଗୁରୁତର

September 15, 2026

“ଚୁପ୍ ଚାପ୍ ଶୁଳ୍କ ଲାଗୁ କରିବାର ପ୍ରସ୍ତୁତି…”: UPIକୁ ଟାର୍ଗେଟ କଲେ ରାହୁଲ ଗାନ୍ଧୀ 

September 15, 2026

ନିଯୁକ୍ତି ପରୀକ୍ଷାକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ବାଂଶୁରୀ ସ୍ୱରାଜ: ରାହୁଲ ଗାନ୍ଧୀଙ୍କୁ କଲେ ପ୍ରଶ୍ନ

September 15, 2026

ଓରାକଲରେ ପୁଣି ବଡ଼ ଛଟେଇ, ଚାକିରି ହରାଇଲେ ହଜାର ହଜାର କର୍ମଚାରୀ

September 15, 2026

“ଉମର ଖାଲିଦ ଜଣେ ରାଷ୍ଟ୍ରବାଦୀ”: ଡକ୍ୟୁମେଣ୍ଟାରୀର ବିରୋଧ ମଧ୍ୟରେ କଂଗ୍ରେସ ନେତାଙ୍କ ବିବୃତ୍ତି 

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.