Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିଏମ୍ କେୟାର ଫଣ୍ଡ ଗଠନକୁ ନେଇ ପ୍ରଶ୍ନ ଉଠାଇଲେ ରାମଚନ୍ଦ୍ର ଗୁହା
ଆଜିର ଖବର

ପିଏମ୍ କେୟାର ଫଣ୍ଡ ଗଠନକୁ ନେଇ ପ୍ରଶ୍ନ ଉଠାଇଲେ ରାମଚନ୍ଦ୍ର ଗୁହା

March 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଳୀ ; ବରିଷ୍ଠ ଐତିହାସିକ ରାମଚନ୍ଦ୍ର ଗୁହା ପ୍ରଧାନମନ୍ତ୍ରୀ କେୟାର ଫଣ୍ଡର ସ୍ଥାପନାକୁ ନେଇ ପ୍ରଶ୍ନ ଉଠାଇଛନ୍ତି । କେବଳ ଗୁହା ନୁହନ୍ତି ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର ଏବଂ ଅର୍ଥନୀତିଜ୍ଞ ସଲ୍‌ମାନ ଅନୀସ୍ ମଧ୍ୟ ଏହାକୁ ନେଇ ସୋସିଆଲ୍ ମିଡିଆରେ ପ୍ରଶ୍ନ ଉଠାଇଛନ୍ତି । ଦେଶରେ ପ୍ରଧାନମନ୍ତ୍ରୀ ରିଲିଫ୍ ଫଣ୍ଡ ରହିଥିବା ବେଳେ ପିଏମ୍ କେୟାର ଫଣ୍ଡ ସ୍ଥାପନର ଆବଶ୍ୟକତା କଣ ରହିଛି ବୋଲି ଗୁହା ପ୍ରଶ୍ନ ଉଠାଇଛନ୍ତି । ଗୁହାଙ୍କ ସହିତ ସ୍ୱର ମିଳାଇ ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର ମଧ୍ୟ ସମାନ ଟ୍ୱିଟ୍ କରିଥିଲେ । ପ୍ରଧାନମନ୍ତ୍ରୀ ରିଲିଫ୍ ଫଣ୍ଡ ପରି ଏକ ସ୍ୱଚ୍ଛ ସଙ୍ଗଠନ ରହିଥିବା ବେଳେ କଣ ପାଇଁ ଏ ସଙ୍ଗଠନର ଆବଶ୍ୟକତା ପଡିଲା ବୋଲି ଥରୁର ପ୍ରଶ୍ନ କରିଛନ୍ତି ।

ଅନ୍ୟତମ କଂଗ୍ରେସ ନେତା ତଥା ଅର୍ଥନୀତିଜ୍ଞ ସଲ୍‌ମାନ୍ ଅନୀସ୍ ସୁଜ୍ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି । ୧୯୪୮ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଜୱାହାର ଲାଲ ନେହେରୁଙ୍କ ଅଧୀନରେ ପ୍ରଧାନମନ୍ତ୍ରୀ ରିଲିଫ୍ ଫଣ୍ଡ ଗଠିତ ହୋଇଥିଲା ଏବଂ ଏହା ଭାରତୀୟ ଜନସାଧାରଣଙ୍କର ଥିଲା । ତେବେ ପିଏମ୍ କେୟାର କାହାର ଅଟେ ବୋଲି ଅନୀସ୍ ପ୍ରଶ୍ନ ଉଠାଇଛନ୍ତି ।

sashitharoor
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା: ଆଜିଠାରୁ ଶସ୍ତା ହେବ ଅନେକ ସାମଗ୍ରୀ

July 15, 2026

‘ଭୁଲ ସ୍ୱୀକାର କରିବା ଉଚିତ’: ମମତା ବାନାର୍ଜୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲା କଂଗ୍ରେସ

July 15, 2026

ଆଜିଠାରୁ ଅଗଷ୍ଟ ୧୪ ଯାଏଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ଆବେଦନ

July 15, 2026

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

July 15, 2026
Latest News

ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା: ଆଜିଠାରୁ ଶସ୍ତା ହେବ ଅନେକ ସାମଗ୍ରୀ

July 15, 2026

‘ଭୁଲ ସ୍ୱୀକାର କରିବା ଉଚିତ’: ମମତା ବାନାର୍ଜୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲା କଂଗ୍ରେସ

July 15, 2026

ଆଜିଠାରୁ ଅଗଷ୍ଟ ୧୪ ଯାଏଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ଆବେଦନ

July 15, 2026

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

July 15, 2026

କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.