Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରକ୍‌କୁ ପିଟିଲା କାର୍‌: ଜଣେ ମୃତ, ଜଣେ ଗୁରୁତର
ଆଜିର ଖବର

ଟ୍ରକ୍‌କୁ ପିଟିଲା କାର୍‌: ଜଣେ ମୃତ, ଜଣେ ଗୁରୁତର

March 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବାଲେଶ୍ବର : ଆଜି ଭୋର ସମୟରେ ବାଲେଶ୍ବର ରାସ୍ତାରେ ଏକ ଅଭାବନୀୟ ଘଟଣା ଘଟିଛି। ବାଲେଶ୍ବର ଏନ୍‌ଏଚ-60 ଫୁଲାଡି ନିକଟରେ ଭୋରରୁ ଏକ ସଡକ ଦୁର୍ଘଟଣା ଘଟିଛି । ଏଥିରେ ଜଣକର ମୃତ୍ୟୁ ହୋଇଥିବାବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ରାସ୍ତାରେ ଛିଡା ହୋଇଥିବା ଟ୍ରକକୁ ଏକ କାର୍‌ ପିଟିବାରୁ ଡ୍ରାଇଭର ଜଣକର ମୃତ୍ୟୁ ହୋଇଛି । କାର୍‌ରେ ଥିବା ଅନ୍ୟ ଜଣେ ଗୁରୁତର ହୋଇ ବାଲେଶ୍ବର ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି।

accident
Share. Facebook Twitter LinkedIn Email WhatsApp Copy Link

Related Posts

​ଜମ୍ମୁ-କଶ୍ମୀରରେ ଗଞ୍ଜାମ ପର୍ଯ୍ୟଟକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବା ପାଇଁ ବ୍ରହ୍ମପୁର ସାଂସଦଙ୍କ ପ୍ରୟାସ

September 2, 2026

“ଧନ୍ୟବାଦ, ଭାରତ”: ବନ୍ୟା ସହାୟତା ପାଇଁ ସଂସଦରେ କହିଲେ ନେପାଳ ପ୍ରଧାନମନ୍ତ୍ରୀ

September 2, 2026

ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୭କୁ ଘୁଞ୍ଚିଲା ଶୁଣାଣି

September 2, 2026

୭ ଦିନ ପରେ ନେପାଳ ବନ୍ୟା ସ୍ଥିତି: ୧୧୨୭ ମୃତ, ୪୮୫୮ ନିଖୋଜ

September 2, 2026
Latest News

​ଜମ୍ମୁ-କଶ୍ମୀରରେ ଗଞ୍ଜାମ ପର୍ଯ୍ୟଟକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବା ପାଇଁ ବ୍ରହ୍ମପୁର ସାଂସଦଙ୍କ ପ୍ରୟାସ

September 2, 2026

“ଧନ୍ୟବାଦ, ଭାରତ”: ବନ୍ୟା ସହାୟତା ପାଇଁ ସଂସଦରେ କହିଲେ ନେପାଳ ପ୍ରଧାନମନ୍ତ୍ରୀ

September 2, 2026

ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୭କୁ ଘୁଞ୍ଚିଲା ଶୁଣାଣି

September 2, 2026

୭ ଦିନ ପରେ ନେପାଳ ବନ୍ୟା ସ୍ଥିତି: ୧୧୨୭ ମୃତ, ୪୮୫୮ ନିଖୋଜ

September 2, 2026

​ଗଞ୍ଜାମ ଜିଲ୍ଲାର ୧୨ଟି ଉଚ୍ଚ ବିଦ୍ୟାଳୟକୁ +୨ ବିଦ୍ୟାଳୟର ମାନ୍ୟତା: ସାଧୁବାଦ ଜଣାଇଲେ ସାଂସଦ

September 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.