Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ମୁକାବିଲା ପାଇଁ କର୍ମଚାରୀଙ୍କ ଦରମା କାଟ୍‌ ନେଇ ନିଷ୍ପତ୍ତି ନେଲେ କେସିଆର୍
ଆଜିର ଖବର

କରୋନା ମୁକାବିଲା ପାଇଁ କର୍ମଚାରୀଙ୍କ ଦରମା କାଟ୍‌ ନେଇ ନିଷ୍ପତ୍ତି ନେଲେ କେସିଆର୍

March 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ତେଲେଙ୍ଗାନା : ଦେଶରେ କରୋନା ସଂକଟର ମୁକାବିଲା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରମାନେ ବେଶ୍‌ କଡା ପଦକ୍ଷେପ ନେଉଛନ୍ତି । କରୋନାର ମୁକାବିଲା କରିବା ପାଇଁ ତେଲେଙ୍ଗାନା ସରକାରଙ୍କ ପକ୍ଷରୁ ଦରମା କାଟ କରିବାକୁ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ସମସ୍ତ କର୍ମଚାରୀ, ପ୍ରଶାସକ ଓ ଜନ ପ୍ରତିନିଧିମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଦରମା ମଧ୍ୟ କଟାଯିବ ବୋଲି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓ ସୂଚନା ଦେଇଛନ୍ତି ।  ଲକ୍‌ଡାଉନ୍‌ର 6 ଦିନ ପୂରଣ କରିବା ପରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ର ମଧ୍ୟ ନିଜ ଦରମାର 75 ପ୍ରତିଶତ ଦରମା ହ୍ରାସ କରାଯିବ ।

ସେହିପରି ଅନ୍ୟ ସରକାରୀ ଓ ପ୍ରଶାସକ ଓ ଜନ ପ୍ରତିନିଧିମାନଙ୍କର 75 ପ୍ରତିଶତ ଦରମା ହ୍ରାସ କରାଯିବ ବୋଲି ସୂଚନା ରହିଛି । ଏତଦ୍‌ବ୍ୟତୀତ ପେନ୍‌ସେନ ପାଉଥିବା କର୍ମଚାରୀମାନଙ୍କ  ପଚାଶ ପ୍ରତିଶତ ପେନ୍‌ସେନରେ ମଧ୍ୟ ହ୍ରାସ କରାଯିବ । କିନ୍ତୁ ଚତୁର୍ଥଶ୍ରେଣୀ କର୍ମଚାରୀ ପିଅନ, ଝାଡୁଦାର, ଡ୍ରାଇଭର ଓ ଚୁକ୍ତି ଭିତ୍ତିକ କର୍ମଚାରୀଙ୍କ ଦରମା ମାତ୍ର ଦଶ ପ୍ରତିଶତ ହ୍ରାସ କରାଯିବ। ତେବେ ଏହି ଦରମା କେତେ ଦିନ ପର୍ଯ୍ୟନ୍ତ ହ୍ରାସ କରାଯିବା ସେନେଇ ସୂଚନା ମିଳିପାରିନାହିଁ । ବର୍ତ୍ତମାନ ସୁଦ୍ଧା ତେଲେଙ୍ଗାନାରେ 77ଜଣ କରୋନା ଦ୍ୱାରା ଆକ୍ରାନ୍ତ ହୋଇଥିବାବେଳେ ଏଠାରେ 7ଜଣଙ୍କର ମୃତ୍ୟୁ ହୋଇଥିବାର ସୂଚନା ମିଳିଛି । (ଏଜେନ୍ସି)

corona kcr Lockdown
Share. Facebook Twitter LinkedIn Email WhatsApp Copy Link

Related Posts

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026
Latest News

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.