Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗାଡି କାଗଜପତ୍ର, ଡ୍ରାଇଭିଂ ଲାଇସେନ୍ସ ଓ ପଲ୍ୟୁସନ୍‌ ପ୍ରମାଣପତ୍ରର ବୈଧତା ବୃଦ୍ଧି କଲେ ସରକାର
ଆଜିର ଖବର

ଗାଡି କାଗଜପତ୍ର, ଡ୍ରାଇଭିଂ ଲାଇସେନ୍ସ ଓ ପଲ୍ୟୁସନ୍‌ ପ୍ରମାଣପତ୍ରର ବୈଧତା ବୃଦ୍ଧି କଲେ ସରକାର

March 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଲକଡାଉନ ସମୟରେ ଗାଡି ଚାଳକଙ୍କୁ ଆଶ୍ବସ୍ତି ମିଳିଛି। କରୋନା ମୁକାବିଲା ପାଇଁ କେନ୍ଦ୍ର ସରକାର ଲକ୍‌ ଡାଉନ୍‌ର ଘୋଷଣା କରିଥିବାବେଳେ  ଗାଡି ଚାଳକଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର ମିଳିଛି । ଫେବ୍ରୁଆରି ମାସ ଶେଷ ସୁଦ୍ଧା ଅବଧି ସରିଥିବା ଗାଡ଼ିଗୁଡ଼ିକର କାଗଜପତ୍ରର ଏବେ ନବୀକରଣ କରାଯିବ ନାହିଁ ବୋଲି କହିଛନ୍ତି ସରକାର । ଏହି କାଗଜପତ୍ରର ବୈଧତାକୁ ଜୁନ ୩୦ ତାରିଖ ଯାଏଁ ବଢାଇଦିଆଯାଇଛି । ସେହିପରି ଫିଟନେସ୍, ଡ୍ରାଇଭିଂ ଲାଇସେନ୍ସ ଏବଂ ପରମିଟ୍ କ୍ଷେତ୍ରରେ ବି ଏହି ସର୍ତ୍ତ ଲାଗୁ ହେବ ବୋଲି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଡିଏଲ କିମ୍ବା ଗାଡ଼ିର ଅନ୍ୟ କୌଣସି ପ୍ରମାଣପତ୍ରର ବୈଧତା ଶେଷ ହୋଇଯାଇଥିଲେ ବି ଏବେ ଏଥିପାଇଁ ଜରିମାନା ଆଦାୟ କରାଯିବ ନାହିଁ । କରୋନା ମୁକାବିଲା ପାଇଁ ଦେଶବ୍ୟାପୀ ଜାରି ହୋଇଥିବା ଲକଡାଉନ ପରିସ୍ଥିତିକୁ ନଜରରେ ରଖି କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରାଳୟ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଏନେଇ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ପରିବହନ ମନ୍ତ୍ରାଳୟ ନିର୍ଦ୍ଦେଶ ଦେଇଛନ୍ତି । (ଏଜେନ୍ସି)

Lockdown pollutioncertificate
Share. Facebook Twitter LinkedIn Email WhatsApp Copy Link

Related Posts

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026
Latest News

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.