Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମନରେଗା ଶ୍ରମିକଙ୍କ ମଜୁରୀରେ ୨୦ ଟଙ୍କା ବୃଦ୍ଧି : କରୋନା ବିରୋଧୀ କାର୍ଯ୍ୟକ୍ରମରେ ହେବେ ସାମିଲ
ଆଜିର ଖବର

ମନରେଗା ଶ୍ରମିକଙ୍କ ମଜୁରୀରେ ୨୦ ଟଙ୍କା ବୃଦ୍ଧି : କରୋନା ବିରୋଧୀ କାର୍ଯ୍ୟକ୍ରମରେ ହେବେ ସାମିଲ

March 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ୱର : ମନରେଗା ଶ୍ରମିକଙ୍କ ମଜୁରୀରେ ୨୦ ଟଙ୍କା ବୃଦ୍ଧି ଘଟାଇଛନ୍ତି ସରକାର । ଏହି ଶ୍ରମିକ ମାନଙ୍କୁ କରୋନା ବିରୋଧୀ ଲଢେଇରେ ସାମିଲ କରାଯିବ । ଏହି ନିୟମକୁ କାର୍ଯ୍ୟକାରୀ କରିବା ପାଇଁ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ୪୪୩୧ ଟଙ୍କା ପ୍ରଦାନ କରାଯାଇଛି । ଏହା ସହିତ ଏହି ଯୋଜନା ଅନୁଯାୟୀ ଏପ୍ରିଲ୍ ମାସଠାରୁ ଶ୍ରମିକଙ୍କୁ ବର୍ଦ୍ଧିତ ହାରରେ ମଜୁରୀ ପ୍ରଦାନ କରାଯିବ । ସମସ୍ତ ରାଜ୍ୟ ଓ ଜିଲ୍ଲା କର୍ତ୍ତୃପକ୍ଷଙ୍କୁ ଏହି ନିୟମ ପାଳନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସେହିଭଳି ଲକ୍‌ଡାଉନ୍ ସମୟରେ ଏହି ନିୟମ କାର୍ଯ୍ୟକାରୀ କରାଯିବା ସହିତ କିଭଳି ସାମାଜିକ ସଙ୍ଗରୋଧ ରକ୍ଷା କରାଯିବ ତା ଉପରେ ଧ୍ୟାନ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

mnrega
Share. Facebook Twitter LinkedIn Email WhatsApp Copy Link

Related Posts

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026
Latest News

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.