Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୦୦ ଟପିଲା
ଆଜିର ଖବର

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୦୦ ଟପିଲା

March 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ନୂଆଦିଲ୍ଲୀ: ଆଜି ଦେଶରେ କରୋନା ରୋଗୀଙ୍କ ସଂଖ୍ୟା ୧୫୦୦ ଟପି ଯାଇଛି। ରାତି ନଅଟା ସୁଦ୍ଧା ଦେଶରେ ୧୫୬୮ଜଣଙ୍କର ଦେହରେ କରୋନା ଭୂତାଣୁ ଚିହ୍ନଟ ହୋଇଛି। ଆଜି ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦୦ ଟପିଛି। ଦେଶରେ ମୋଟ ୧୫୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୪୧ ଜଣ ମୃତ୍ୟୁ ବରଣ କରିଛନ୍ତି ବୋଲି “ଇଣ୍ଡିଆ ଟୁଡେ” ସୂତ୍ରରୁ ଜଣା ପଡିଛି। ସେହିପରି ପୃଥିବୀରେ ୮ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ହୋଇଥିବା ବେଳେ ୩୯,୦୩୩ ଲୋକ ପ୍ରାଣ ହରାଇଛନ୍ତି।

coronavirus india positive cases
Share. Facebook Twitter LinkedIn Email WhatsApp Copy Link

Related Posts

ଆଇନ ଛାତ୍ରଙ୍କ ଆଚରଣ ନିୟନ୍ତ୍ରଣ କରିବା କ୍ଷମତା BCIର ନାହିଁ: ସୁପ୍ରିମକୋର୍ଟ

September 4, 2026

ଜନ୍ମାଷ୍ଟମୀରେ ମା’ ଭଗବତୀଙ୍କ ଧରାବତରଣ: ଶାରଦୀୟ ପର୍ବ ପାଇଁ ପୂର୍ବପ୍ରସ୍ତୁତି

September 4, 2026

କରୈକଲ୍‌ର ମହିଳା ମତ୍ସ୍ୟଜୀବୀଙ୍କୁ ସ୍ୱାବଲମ୍ବୀ କରିଛି ସାମୁଦ୍ରିକ ଶୈବାଳ ଚାଷ

September 4, 2026

ସୋଆ ଆଇଡିଆଥନ୍‌: ଅଫ୍‌ଲାଇନ୍‌ ପର୍ଯ୍ୟାୟ ଓ ଏସ୍‌ଆଇଏଚ୍‌-୨୦୨୬ ପାଇଁ ୫୦ଟି ଛାତ୍ର ଦଳ ମନୋନୀତ

September 4, 2026
Latest News

ଆଘାତ ନଥାଇ ହଠାତ୍ ଗୋଡ଼ରେ ଯନ୍ତ୍ରଣା ହେଉଛି କି ! ଶରୀରର ଏହି ‘ସିଗନାଲ୍‌’କୁ ବୁଝନ୍ତୁ

September 4, 2026

ଆଇନ ଛାତ୍ରଙ୍କ ଆଚରଣ ନିୟନ୍ତ୍ରଣ କରିବା କ୍ଷମତା BCIର ନାହିଁ: ସୁପ୍ରିମକୋର୍ଟ

September 4, 2026

‘ଶୂନ୍ ମୃତ୍ୟୁ ସପ୍ତାହ’ ଆରମ୍ଭ; ଜୀବନ ବଞ୍ଚାଇଲେ ମିଳିବ ‘ରାହାବାର’ ଓ ‘ଗୁଡ୍ ସମାରିଟାନ୍’ ପୁରସ୍କାର

September 4, 2026

ଜନ୍ମାଷ୍ଟମୀରେ ମା’ ଭଗବତୀଙ୍କ ଧରାବତରଣ: ଶାରଦୀୟ ପର୍ବ ପାଇଁ ପୂର୍ବପ୍ରସ୍ତୁତି

September 4, 2026

କରୈକଲ୍‌ର ମହିଳା ମତ୍ସ୍ୟଜୀବୀଙ୍କୁ ସ୍ୱାବଲମ୍ବୀ କରିଛି ସାମୁଦ୍ରିକ ଶୈବାଳ ଚାଷ

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.