Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗେଲଙ୍କ ବିଶ୍ଵ ରେକର୍ଡ : ଅନ୍ତର୍ଜାତୀୟ କ୍ରିକେଟରେ ପ୍ରଥମ ବ୍ୟାଟ୍ସମ୍ୟାନ୍ ଭାବେ ମାରିଲେ ୫୦୦ ଛକା
ଆଜିର ଖବର

ଗେଲଙ୍କ ବିଶ୍ଵ ରେକର୍ଡ : ଅନ୍ତର୍ଜାତୀୟ କ୍ରିକେଟରେ ପ୍ରଥମ ବ୍ୟାଟ୍ସମ୍ୟାନ୍ ଭାବେ ମାରିଲେ ୫୦୦ ଛକା

February 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
gayle creats world record, smashes 500 sixes in odi
gayle creats world record, smashes 500 sixes in odi

କ୍ରିସ୍ ଗେଲ୍ ନିଜର ୨୫ତମ ଶତକ ହାସଲ କରି ଏକାଧିକ ରେକର୍ଡର ଅଧିକାରୀ ହୋଇଛନ୍ତି। ଗେଲ ମାତ୍ର ୫୫ ବଲରେ ଶତକ ମାରିବା ସହ ଅନ୍ତର୍ଜାତୀୟ କ୍ରିକେଟରେ ପ୍ରଥମ ବ୍ୟାଟ୍ସମ୍ୟାନ୍ ଭାବେ ୫୦୦ ଛକା ମାରି ଏକ ନୂଆ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ତାଙ୍କ ପଛକୁ ପାକିସ୍ତାନର ଶାହିଦ ଆଫ୍ରିଦି ମୋଟ ୩୫୧ ଛକା ସହ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେ ନିଜର ୧୬୨ ରନର ମାରାଥନ ଇନିଂସ୍ ମଧ୍ୟରେ ୧୪ ଛକା ମାରିଛନ୍ତି। ଦିନିକିଆରେ ଗେଲଙ୍କ ଛକା ସଂଖ୍ୟା ୩୦୫ରେ ପହଞ୍ଚିଛି। ଏହାଛଡ଼ା ଗେଲ୍ ଟେଷ୍ଟରେ ୯୮ ଏବଂ ଟି-୨୦ରେ ୧୦୩ ଛକା ମାରିଛନ୍ତି। ଗେଲ ମଧ୍ୟ ଦିନିକିଆରେ ୧୦ହଜାର ରନ୍ କ୍ଲବରେ ସାମିଲ ହୋଇଛନ୍ତି। ସେ ୱେଷ୍ଟଇଣ୍ଡିଜର ଦ୍ୱିତୀୟ ଏବଂ ବିଶ୍ୱର ୧୪ତମ ବ୍ୟାଟ୍ସମ୍ୟାନ୍ ଭାବେ ଏହି କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଇଣ୍ଡିଜର କିମ୍ବଦନ୍ତୀ ବ୍ରାଏନ୍ ଲାରା ମଧ୍ୟ ଏହି  ଲିଷ୍ଟରେ ସାମିଲ୍‌ ଅଛନ୍ତି।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ ସମବାୟ ନୀତି-2026 କୁ କ୍ୟାବିନେଟ୍ ଅନୁମୋଦନ

February 1, 2026

ଢେଙ୍କାନାଳରେ ପ୍ରତିରକ୍ଷା ଉପକରଣ ଉତ୍ପାଦନ କଂପ୍ଲେକ୍ସ ପ୍ରତିଷ୍ଠା ପାଇଁ କ୍ୟାବିନେଟ୍ ଅନୁମୋଦନ

February 1, 2026

ଓଏଚପିସି ଏବଂ ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026

ପରିତ୍ୟକ୍ତ ନାଳରୁ ଯୁବକଙ୍କ ମୃତ ଦେହ ଉଦ୍ଧାର: ପୋଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ଆରମ୍ଭ

February 1, 2026
Latest News

ନୂଆ ସମବାୟ ନୀତି-2026 କୁ କ୍ୟାବିନେଟ୍ ଅନୁମୋଦନ

February 1, 2026

ଢେଙ୍କାନାଳରେ ପ୍ରତିରକ୍ଷା ଉପକରଣ ଉତ୍ପାଦନ କଂପ୍ଲେକ୍ସ ପ୍ରତିଷ୍ଠା ପାଇଁ କ୍ୟାବିନେଟ୍ ଅନୁମୋଦନ

February 1, 2026

ଓଏଚପିସି ଏବଂ ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026

ପରିତ୍ୟକ୍ତ ନାଳରୁ ଯୁବକଙ୍କ ମୃତ ଦେହ ଉଦ୍ଧାର: ପୋଲିସ ଓ ସାଇଣ୍ଟିଫିକ ଟିମର ତଦନ୍ତ ଆରମ୍ଭ

February 1, 2026

ଆଜି ଫେବୃୟାରୀ ୧ ରବିବାରରେ କେତେକ ରାଶିର ଭାଗ୍ୟ ଚମକିବ, ବିଶ୍ବାସ କରିପାରିବେ ନାହିଁ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.