Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସକୁ ଝଟ୍‌କା : ହେରାଲ୍‌ଡ ହାଉସ୍‌ ଖାଲି କରିବାକୁ ନିର୍ଦ୍ଦେଶ ଦେଲେ କୋର୍ଟ
ଆଜିର ଖବର

କଂଗ୍ରେସକୁ ଝଟ୍‌କା : ହେରାଲ୍‌ଡ ହାଉସ୍‌ ଖାଲି କରିବାକୁ ନିର୍ଦ୍ଦେଶ ଦେଲେ କୋର୍ଟ

February 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Delhi High Court directs AJL to vacate Herald HouseDelhi High Court directs AJL to vacate Herald House
Delhi High Court directs AJL to vacate Herald House

କଂଗ୍ରେସ ପାର୍ଟି ଓ ନେସନାଲ ହେରାଲ୍‌ଡର ପ୍ରକାଶକ ଆସୋସିଏଟେଡ୍‌ ଜର୍ଣ୍ଣାଲସ ଲିମିଟେଡ (ଏଜେଏଲ୍‌)କୁ ଦିଲ୍ଲୀ ଉଚ୍ଚ ନ୍ୟାୟାଳୟ ଝଟକା ଦେଇଛନ୍ତି। ନ୍ୟାୟାଳୟ ଏଜେଏଲର ଆବେଦନକୁ ଖାରଜ କରି କହିଛନ୍ତି ଯେ ହେରାଲ୍‌ଡ ହାଉସ୍‌ ଖାଲି କରିବାର ପୁରୁଣା ଆଦେଶ ପାଳନ କରାଯିବ। ତେବେ କେବେ ଏହି ଘର ଖାଲି କରିବାକୁ ପଡ଼ିବ, ସେ ସଂପର୍କରେ କିଛି ସ୍ପଷ୍ଟ ଭାବେ କରିନାହାନ୍ତି ନ୍ୟାୟାଳୟ। ଏଠାରେ ସୂଚନାଯୋଗ୍ୟ ଯେ ୨୦୧୮ ଡିସେମ୍ବରରେ ଦୁଇ ସପ୍ତାହ ଭିତରେ ହେରାଲ୍‌ଡ ହାଉସ ଖାଲି କରିବାକୁ ଆଦେଶ ଦିଆଯାଇଥିଲା। ମୁଖ୍ୟ ବିଚାରପତି ରାଜେନ୍ଦ୍ର ମେନନ୍‌ ଓ ବିଚାରପତି ବି କେ ରାଓଙ୍କ ଖଣ୍ଡପୀଠ ଗତ ଫେବୃଆରି ୧୮ ତାରିଖରେ କେନ୍ଦ୍ର ସରକାର ଓ ଏଜେଏଲର ଆବେଦନ ଉପରେ ଶୁଣାଣିକୁ ସଂରକ୍ଷିତ ରଖିଥିଲେ।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

‘ଇଣ୍ଡିଆ ଏନର୍ଜି ୱିକ୍ ୨୦୨୭’ ର ପ୍ରାରମ୍ଭିକ କାର୍ଯ୍ୟକ୍ରମ ଅନୁଷ୍ଠିତ

September 29, 2026

ସେପ୍ଟେମ୍ବର ୨୯ ତାରିଖରେ ଏହି ପାଞ୍ଚୋଟି ରାଶିର ଚମକିବ ଭାଗ୍ୟ

September 29, 2026

ମାଡ଼ି ଆସୁଛି ବନ୍ୟାଜଳ, ମହାନଦୀ ଦେଖାଉଛି କରାଳ ରୂପ

September 28, 2026

ସରିଲା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କଲେ ବାଚସ୍ପତି

September 28, 2026
Latest News

‘ଇଣ୍ଡିଆ ଏନର୍ଜି ୱିକ୍ ୨୦୨୭’ ର ପ୍ରାରମ୍ଭିକ କାର୍ଯ୍ୟକ୍ରମ ଅନୁଷ୍ଠିତ

September 29, 2026

ସେପ୍ଟେମ୍ବର ୨୯ ତାରିଖରେ ଏହି ପାଞ୍ଚୋଟି ରାଶିର ଚମକିବ ଭାଗ୍ୟ

September 29, 2026

MMDR Act କୁ ବିରୋଧ କରି ରାଜ ରାସ୍ତାରେ ଗର୍ଜ୍ଜନ କଲା ବିଜେଡି, ଯୋଗ ଦେଲେ ନବୀନ

September 28, 2026

ମାଡ଼ି ଆସୁଛି ବନ୍ୟାଜଳ, ମହାନଦୀ ଦେଖାଉଛି କରାଳ ରୂପ

September 28, 2026

ସରିଲା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କଲେ ବାଚସ୍ପତି

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.