Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌ : ଆମେରିକାରେ ଦିନକରେ ହଜାରରୁ ଉର୍ଦ୍ଧ୍ବ ମୃତ୍ୟୁ
ଆଜିର ଖବର

କରୋନା ଅପଡେଟ୍‌ : ଆମେରିକାରେ ଦିନକରେ ହଜାରରୁ ଉର୍ଦ୍ଧ୍ବ ମୃତ୍ୟୁ

April 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଚାଇନାର ବୁହାନ ସହରରୁ ସାରା ଦେଶକୁ ବ୍ୟାପିଥିବା ଭୟଙ୍କର କରୋନା ଏବେ ଦେଶର ଶକ୍ତିଶାଳୀ ରାଷ୍ଟ୍ରଗୁଡ଼ିକୁ କବଳିତ କରି ରଖିଛି । ଦୁନିଆର ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ମଧ୍ୟ ଏଥିରୁ ନିସ୍ତାର ପାଇପାରିନାହିଁ। ଆମେରିକାରେ  ବିଗତ 24 ଘଣ୍ଟା ମଧ୍ୟରେ ଏକ ହଜାରରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି । ଆମେରିକାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ପାଞ୍ଚ ହଜାର ପାର କରିଛି । ଚୀନ୍‌ଠାରୁ ଆମେରିକାରେ ଅଧିକ ମୃତ୍ୟୁ ହୋଇଛି ।  କେବଳ ନ୍ୟୁୟର୍କରେ ଦୁଇହଜାରରୁ ଅଧିକ ଲୋକେ ମୃତ୍ୟୁବରଣ କରିଛନ୍ତି ।  ଆମେରିକାରେ ଛଅ ସପ୍ତାହର ଜଣେ ଶିଶୁର ମଧ୍ୟ କରୋନା ଯୋଗୁଁ ମୃତ୍ୟୁ ହୋଇଛି ।  ଆମେରିକାରେ ସର୍ବମୋଟ୍‌ 2,15,174 ଜଣ ଏହି ଭୟଙ୍କର ରୋଗରେ ଆକ୍ରାନ୍ତ ହୋଇଛନ୍ତି । ସେହିପରି ଇଟାଲୀରେ ଏକ ଲକ୍ଷରୁ ଅଧିକ ଉର୍ଦ୍ଧ୍ବ ଲୋକେ ଏହି ରୋଗରେ ଆକ୍ରାନ୍ତ ହୋଇଥିବାବେଳେ 13 ହଜାରରୁ ଉର୍ଦ୍ଧ୍ବ ମୃତ୍ୟୁବରଣ କରିଛନ୍ତି । ଆମେରିକା ଓ ଇଟାଲୀ ପରେ ସ୍ପେନ୍‌ରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ସ୍ପେନ୍‌ରେ ସର୍ବମୋଟ୍‌ ମୃତ୍ୟୁ ସଂଖ୍ୟା 9ହଜାରରୁ ଉର୍ଦ୍ଧ୍ବ ରହିଛି । ସେହିପରି ସ୍ପେନରେ ଆକ୍ରାନ୍ତଙ୍କ ସଂଖ୍ୟା ଏକ ଲକ୍ଷ ଟପିଛି ।

ସେହିପରି ଜର୍ମାନୀ, ଫ୍ରାନ୍ସ, ଇରାନ୍‌, ୟୁକେ, ସ୍ବିଜରଲାଣ୍ଡ, ତର୍କୀ, ନେଦାରଲାଣ୍ଡ, ଅଷ୍ଟ୍ରେଲିଆ, ପାକିସ୍ତାନ, ଭାରତ ପରି ବହୁ ରାଷ୍ଟ୍ରରେ ଏହି କରୋନା ବେଶ୍‌ ଭୟଙ୍କର ଭାବରେ ମାଡ଼ି ଚାଲିଛି ।

ସମୀକ୍ଷା ତରଫରୁ ପ୍ରସ୍ତୁତ କରୋନା ଅପଡେଟ୍‌ :

america china coronaoutbreak italy
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.