Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିଜାମୁଦ୍ଦିନ ଧର୍ମସଭାରୁ ଫେରିଥିବା ଆଉ ଦୁଇଜଣ ଯାଜପୁରରୁ ଚିହ୍ନଟ
ଆଜିର ଖବର

ନିଜାମୁଦ୍ଦିନ ଧର୍ମସଭାରୁ ଫେରିଥିବା ଆଉ ଦୁଇଜଣ ଯାଜପୁରରୁ ଚିହ୍ନଟ

April 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଯାଜପୁର : ଯାଜପୁର ଜିଲ୍ଲାରେ ଆଉ ଦୁଇଜଣ ନିଜାମୁଦ୍ଦିନ ଜମାତ ଧର୍ମୀୟ ସଭାରୁ ଫେରନ୍ତା ଚିହ୍ନଟ କରାଯାଇଛି । ଗତକାଲି କେନ୍ଦ୍ରାପଡାରୁ ଜଣଙ୍କୁ ଚିହ୍ନଟ କରାଯାଇଥିବାବେଳେ ଅନ୍ୟଜଣଙ୍କୁ ଯାଜପୁର ବିଞ୍ଝାରପୁର ଅଞ୍ଚଳରୁ ଠାବ କରାଯାଇଥିଲା। ଯାଜପୁର ଜିଲ୍ଲାପାଳ ରଞ୍ଜନ କୁମାର ଦାସ ଏହି ସମ୍ପର୍କରେ ସୂଚନା ଦେଇଛନ୍ତି ।  ଦୁଇ ଜଣଙ୍କ ମଧ୍ୟରୁ ଜଣେ ରସୁଲପୁରର ଏବଂ ଅନ୍ୟଜଣେ ଧର୍ମଶାଳା ବ୍ଲକର ବୋଲି ଜଣାପଡ଼ିଛି। ସମସ୍ତ ୩ ଜଣଙ୍କ ସ୍ୱାବ୍ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଛି। ସଂକ୍ରମଣ ବଢ଼ିଯିବା ଆଶଙ୍କାରେ ଜିଲ୍ଲାର ଚାରିପାଖରୁ ସିଲ୍ କରି ଦିଆଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ସରିଲା ପୂଜା, ବିଦାୟ ନେବେ ମା, ପୋଲିସ ତରଫରୁ କଡା ସୁରକ୍ଷା, ଶୋଭାଯାତ୍ରା ଜଗିବ ଡ୍ରୋନ କ୍ୟାମେରା

October 3, 2025

ଏଏସଆଇ ଚାକିରୀ ବିକ୍ରି କରୁଛି ବିଜେପି ସରକାର, ଏକ ସାଂଘାତିକ ଅଭିଯୋଗ ଆଣିଲା ବିଜେଡି

October 3, 2025

ବିଜେଡି ଗଠନ କଲା ନୂଆ ଆଇଟି ଓ ସାମାଜିକ ଗଣମାଧ୍ୟମ ଟିମ୍, ଜାଣନ୍ତୁ କେଉଁମାନଙ୍କୁ ମିଳିଲା ଦାୟିତ୍ବ

October 3, 2025

ସବୁ ସ୍ଥାନରେ ସତ୍ ଲୋକ ଥାଆନ୍ତି କି ?? କଣ କହୁଛନ୍ତି ଆଚାର୍ଯ୍ୟ ଚାଣକ୍ୟ

October 3, 2025
Latest News

ସରିଲା ପୂଜା, ବିଦାୟ ନେବେ ମା, ପୋଲିସ ତରଫରୁ କଡା ସୁରକ୍ଷା, ଶୋଭାଯାତ୍ରା ଜଗିବ ଡ୍ରୋନ କ୍ୟାମେରା

October 3, 2025

ଏଏସଆଇ ଚାକିରୀ ବିକ୍ରି କରୁଛି ବିଜେପି ସରକାର, ଏକ ସାଂଘାତିକ ଅଭିଯୋଗ ଆଣିଲା ବିଜେଡି

October 3, 2025

ବିଜେଡି ଗଠନ କଲା ନୂଆ ଆଇଟି ଓ ସାମାଜିକ ଗଣମାଧ୍ୟମ ଟିମ୍, ଜାଣନ୍ତୁ କେଉଁମାନଙ୍କୁ ମିଳିଲା ଦାୟିତ୍ବ

October 3, 2025

ଇଲେକ୍ଟ୍ରୋନିକ୍ସ ଉପକରଣ ଉତ୍ପାଦନ ଯୋଜନାରେ ମିଳିଛି ୧,୧୫,୩୫୧ କୋଟି ଟଙ୍କାର ନିବେଶ ପ୍ରସ୍ତାବ: ଅଶ୍ୱିନୀ ବୈଷ୍ଣବ

October 3, 2025

ସବୁ ସ୍ଥାନରେ ସତ୍ ଲୋକ ଥାଆନ୍ତି କି ?? କଣ କହୁଛନ୍ତି ଆଚାର୍ଯ୍ୟ ଚାଣକ୍ୟ

October 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.