Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା କାୟାରେ ବିଶ୍ବ ବେହାଲ୍‌ :  50 ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା
ଆଜିର ଖବର

କରୋନା କାୟାରେ ବିଶ୍ବ ବେହାଲ୍‌ :  50 ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

April 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଚୀନର ବୁହାନ ସହରରୁ ଆରମ୍ଭ ହୋଇଥିବା କରୋନା ଯୋଗୁଁ ଏବେ ଇଟାଲୀ, ସ୍ପେନ ଓ ଆମେରିକାରେ  ସର୍ବାଧିକ ମୃତ୍ୟୁ ଘଟିଛି ।  କୋଭିଡି -19 ଭୟରେ ଭୟଭୀତ ସାରା ଦେଶ । ଏବେ ସମଗ୍ର ଦେଶରେ କାୟା ମେଲାଇଛି କରୋନା । ଦେଶର ବହୁ ଶକ୍ତିଶାଳୀ ରାଷ୍ଟ୍ରମାନେ ଏବେ କରୋନା କବଳରେ ପଡିଛନ୍ତି । ଆମେରିକାରେ ଏହି ରୋଗ ଯୋଗୁଁ ଆକ୍ରାନ୍ତ ହୋଇଛନ୍ତି 2,45,088ଜଣ  । ସେହିପରି ଏହି ରୋଗରେ ମୃତ୍ୟୁବରଣ କରିଛନ୍ତି 6,075ଜଣ । ସେହିପରି ଇଟାଲୀରେ ସର୍ବାଧିକ ରୋଗୀ ମୃତ୍ୟୁବରଣ କରିଛନ୍ତି। ଇଟାଲୀରେ ସର୍ବମୋଟ୍‌ 13, 915 ଜଣ ମୃତ୍ୟୁବରଣ କରିଥିବାବେଳେ 1 ଲକ୍ଷରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ସେହିପରି ସ୍ପେନ୍‌ରେ ଏକ ଲକ୍ଷରୁ ଉର୍ଦ୍ଧ୍ବ ଆକ୍ରାନ୍ତ ରହିଥିବାବେଳେ 10ହଜାରରୁ ଉର୍ଦ୍ଧ୍ବ ମୃତ୍ୟୁବରଣ କରିଛନ୍ତି । ଫ୍ରାନ୍ସରେ 59ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ହୋଇଥିବାବେଳେ 5 ହଜାରରୁ ଉର୍ଦ୍ଧ୍ବ ଲୋକେ ମୃତ୍ୟୁବରଣ କରିଛନ୍ତି । ଇରାନ୍‌ରେ ମଧ୍ୟ ତିନି ହଜାରରୁ ଉର୍ଦ୍ଧ୍ବ ମୃତ୍ୟୁବରଣ କରିଥିବାବେଳେ ଚାଇନାରେ କରୋନା ଜନିତ ମୃତ୍ୟୁସଂଖ୍ୟା 3,322ରହିଛି ।

ସମୀକ୍ଷା ତରଫରୁ କରୋନା ଅପଡେଟ୍‌ :

coronaupdate
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026
Latest News

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ଆଜି ଫାଇନାଲ ପାଇଁ ଲଢେଇ: ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.