Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ସ୍ଥିତି ପରଖିଲେ ରାଷ୍ଟ୍ରପତି – ଉପରାଷ୍ଟ୍ରପତି
ଆଜିର ଖବର

କରୋନା ସ୍ଥିତି ପରଖିଲେ ରାଷ୍ଟ୍ରପତି – ଉପରାଷ୍ଟ୍ରପତି

April 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ସଂକଟ ଲଗାତାର ଭାବରେ ବଢି ଚାଲିଛି । ଆଜି ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏକ ଭିଡିଓ ବାର୍ତ୍ତା ଜାରି  କରିଥିବାବେଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ରାଷ୍ଟ୍ରପତି ଭବନରେ ଦେଶର ସମସ୍ତ ରାଜ୍ୟପାଳ, ଉପରାଜ୍ୟପାଳ ଓ ପ୍ରଶାସକଙ୍କ ସହିତ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକ କରିଛନ୍ତି । ଏହି ବୈଠକ ସକାଳ 10ଟା ସମୟରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ କରୋନା ସ୍ଥିତିକୁ ପରଖିଛନ୍ତି ରାଷ୍ଟ୍ରପତି । ଏହି ବୈଠକରେ କରୋନା ସମ୍ପର୍କିତ ଆଲୋଚନା ଓ ପଦକ୍ଷେପ ସମ୍ପର୍କରେ ଚର୍ଚ୍ଚା କରାଯାଇଥିଲା । ଏହି ସମୟରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ମଧ୍ୟ ଉପସ୍ଥିତ ରହିଥିଲେ ।

କରୋନା ମୁକାବିଲା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହ ମିଶି କରି ଲଢେଇ ଜାରି ରଖିଛନ୍ତି ।  ଦେଶରେ 21 ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି । ତେବେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା 2500ଟପି ସାରିଥିବାବେଳେ ମୃତ୍ୟୁ ସଂଖ୍ୟା 50ରୁ ଉର୍ଦ୍ଧ୍ବ ରହିଛି । (ଏଜେନ୍ସି)

presidentofindia
Share. Facebook Twitter LinkedIn Email WhatsApp Copy Link

Related Posts

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026
Latest News

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.