Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିଡ୍ ୧୯ : ୨୪ ଘଣ୍ଟାରେ ୩୩୬ ନୂତନ ମାମଲା, ୬୪୭ ନିଜାମୁଦ୍ଦିନ୍ ସଙ୍କ୍ରମଣ
ଆଜିର ଖବର

କୋଭିଡ୍ ୧୯ : ୨୪ ଘଣ୍ଟାରେ ୩୩୬ ନୂତନ ମାମଲା, ୬୪୭ ନିଜାମୁଦ୍ଦିନ୍ ସଙ୍କ୍ରମଣ

April 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ଭାଇରସ୍ ସଙ୍କ୍ରମଣକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ନୂତନ ସୂଚନା ପ୍ରକାଶ କରାଯାଇଛି । ବିଗତ ୨୪ ଘଣ୍ଟା ମଧ୍ୟରେ ୩୩୬ଟି ନୂତନ ସଂକ୍ରମଣ ମାମଲା ସମ୍ମୁଖକୁ ଆସିଥିବା ବେଳେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୦୧ରେ ପହଞ୍ଚିଛି । ଗତକାଲି ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସମୁଦାୟକ ମୃତକଙ୍କ ସଂଖ୍ୟା ୫୬ରେ ପହଞ୍ଚିଛି । ସେହିପରି ଶୁକ୍ରବାର ସୁଦ୍ଧା ନିଜାମୁଦ୍ଦିନ୍ ମକ୍‌ରଜ୍‌ର ଆକ୍ରାନ୍ତଙ୍କ ସଂଖ୍ୟା ୬୪୭ରେ ପହଞ୍ଚିଛି । ଶୁକ୍ରବାର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲଭ୍ ଅଗ୍ରୱାଲ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।

covid19
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶା ମାଟି ତଳୁ ମିଳିଲା ହୀରା ଓ ମାଣିକ ପଥର ସନ୍ଧାନ, ଜାଣନ୍ତୁ କେଉଁ ଜିଲ୍ଲାର କେଉଁ ସ୍ଥାନ

March 19, 2026

ମହିଳାଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା: ସମ୍ପୃକ୍ତ ୪ ଯୁବକ ଗିରଫ

March 19, 2026

ପାକିସ୍ତାନ ପାଇଁ ଗୁପ୍ତଚର କରୁଥିବା ଅଭିଯୋଗରେ ଦୁଇ ସନ୍ଦିଗ୍ଧ ଗିରଫ

March 19, 2026

ଆଜିଠାରୁ ଆରମ୍ଭ ହେଲା ନବରାତ୍ରି: ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

March 19, 2026
Latest News

ଓଡିଶା ମାଟି ତଳୁ ମିଳିଲା ହୀରା ଓ ମାଣିକ ପଥର ସନ୍ଧାନ, ଜାଣନ୍ତୁ କେଉଁ ଜିଲ୍ଲାର କେଉଁ ସ୍ଥାନ

March 19, 2026

ମହିଳାଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା: ସମ୍ପୃକ୍ତ ୪ ଯୁବକ ଗିରଫ

March 19, 2026

ପାକିସ୍ତାନ ପାଇଁ ଗୁପ୍ତଚର କରୁଥିବା ଅଭିଯୋଗରେ ଦୁଇ ସନ୍ଦିଗ୍ଧ ଗିରଫ

March 19, 2026

ଆଜିଠାରୁ ଆରମ୍ଭ ହେଲା ନବରାତ୍ରି: ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

March 19, 2026

ବାରବାଙ୍କୀରୁ ବହରାଇଚ୍ ୪-ଲେନ୍ ପ୍ରବେଶ-ନିୟନ୍ତ୍ରିତ ଜାତୀୟ ରାଜପଥ ନିର୍ମାଣକୁ ଅନୁମୋଦନ

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.