Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱରରେ ପୁଣି ତିନି ଆକ୍ରାନ୍ତ ଚିହ୍ନଟ : ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଛୁଇଁଲା
ଆଜିର ଖବର

ଭୁବନେଶ୍ୱରରେ ପୁଣି ତିନି ଆକ୍ରାନ୍ତ ଚିହ୍ନଟ : ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଛୁଇଁଲା

April 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ୱର : ରାଜ୍ୟରେ ଆଜି ପୁଣି ତିନି ଜଣ ନୂତନ କରୋନା ପଜିଟିଭ୍‌ଙ୍କୁ ଚିହ୍ନଟ କରାଯାଇଛି । ଭୁବନେଶ୍ୱରର ବମିଖାଲ ଅଞ୍ଚଳରୁ ଏହି ତିନି ଆକ୍ରାନ୍ତଙ୍କୁ ଚିହ୍ନଟ କରାଯିବା ପରେ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚିଛି । ଉଲ୍ଲେଖଯୋଗ୍ୟ ଯେ, ଆଜି କଟକରୁ ଜଣେ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା । ଆଜି ଗୋଟିଏ ଦିନରେ ୪ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ତେବେ ଆଜି ପ୍ରଥମ କରୋନା ରୋଗୀ ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଘରକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି । ପୂର୍ବରୁ ଦ୍ବିତୀୟ ଆକ୍ରାନ୍ତ ଜଣକ ମଧ୍ୟ ସୁସ୍ଥ ହୋଇ ଘରକୁ ଫେରିଥିଲେ । ସମଗ୍ର ଦେଶରେ ୨୩୦୧ ଜଣ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ମୃତକଙ୍କ ସଂଖ୍ୟା ୫୬ରେ ପହଞ୍ଚିଛି ।

covid19
Share. Facebook Twitter LinkedIn Email WhatsApp Copy Link

Related Posts

କମଳା ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ: ୨୬୦୭୦ କୋଟି ନିବେଶ

April 9, 2026

ରାଜସ୍ଥାନରେ ଏଚ୍ଆରଆରଏଲ ପାଇଁ ମୂଲ୍ୟ ଓ ଇକ୍ୱିଟି ନିବେଶ ସଂଶୋଧନକୁ କ୍ୟାବିନେଟ୍ ମଞ୍ଜୁରୀ

April 9, 2026

ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ: ୫,୮୦୦ ନିଯୁକ୍ତି ସୃଷ୍ଟି

April 9, 2026

ଆଜି ଏପ୍ରିଲ ୯ ତାରିଖ ଗୁରୁବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

April 9, 2026
Latest News

କମଳା ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ: ୨୬୦୭୦ କୋଟି ନିବେଶ

April 9, 2026

ରାଜସ୍ଥାନରେ ଏଚ୍ଆରଆରଏଲ ପାଇଁ ମୂଲ୍ୟ ଓ ଇକ୍ୱିଟି ନିବେଶ ସଂଶୋଧନକୁ କ୍ୟାବିନେଟ୍ ମଞ୍ଜୁରୀ

April 9, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 9, 2026

ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ: ୫,୮୦୦ ନିଯୁକ୍ତି ସୃଷ୍ଟି

April 9, 2026

ଆଜି ଏପ୍ରିଲ ୯ ତାରିଖ ଗୁରୁବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.