Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକରେ ପୋଲିସକୁ ଢେଲାପଥର ମାଡ
ଆଜିର ଖବର

କଟକରେ ପୋଲିସକୁ ଢେଲାପଥର ମାଡ

April 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

କଟକ : କଟକ କେଶରପୁରରେ ପୋଲିସ ଉପରକୁ ଢେଲା ପଥରମାଡ କରାଯାଇଛି। ସଟଡାଉନ୍‌ କଟକଣା ଭାଙ୍ଗିଥିବା କିଛି ଲୋକେ ପୋଲିସକୁ ଆକ୍ରମଣ କରିଛନ୍ତି। ଆକ୍ରମଣକାରୀଙ୍କ ଉପରେ ଲାଠି ଚାର୍ଜ କରାଯାଇଛି। ଘଟଣାସ୍ଥଳରେ ପହଞ୍ଚିଛନ୍ତି ଡିସିପି। ସେହିପରି ପୋଲିସକୁ ଆକ୍ରମଣ କରିଥିବା କିଛି ଲୋକଙ୍କୁ ଅଟକ ରଖାଯାଇଥିବାର ସୂଚନା ରହିଛି।

ସୂଚନାଯୋଗ୍ୟ, କଟକରୁ ଓଡ଼ିଶାର ଷଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ କଟକକୁ ମଧ୍ୟ 48 ଘଣ୍ଟିଆ ସଟ୍‌ ଡାଉନ୍‌ ଘୋଷଣା କରାଯାଇଛି। ଆଜି କଟକର ପଟାପୋଲ୍‌ ଅଞ୍ଚଳକୁ ସିଏମ୍‌ସି ସିଲ୍‌ କରିଛି।

ସଟ୍‌ ଡାଉନ୍‌
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଥମ ସ୍ୱର୍ଣ୍ଣ: ଇତିହାସ ରଚିଲେ ମୀରାବାଇ ଚାନୁ 

July 26, 2026

ପୁଣି ଟି-୨୦ରେ ଭାରତ ନମ୍ବର ୧: ଜିମ୍ବାୱେକୁ କ୍ଲିନ୍ ସୁଇପ୍ କଲା ଟିମ ଇଣ୍ଡିଆ

July 26, 2026

ନୂତନ ଭିଡିଓ ବାର୍ତ୍ତା ଜାରି କଲେ ପ୍ରଧାନମନ୍ତ୍ରୀ: ପେପର ଲିକ୍ ସମ୍ପର୍କରେ ନେଲେ ଆଉ ଏକ ବଡ଼ ପଦକ୍ଷେପ

July 26, 2026

ବାଣପୁର: ୭୦ତମ ପୁଣ୍ୟତିଥିରେ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କୁ ଶ୍ରଦ୍ଧାଞ୍ଜଳି

July 26, 2026
Latest News

୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଥମ ସ୍ୱର୍ଣ୍ଣ: ଇତିହାସ ରଚିଲେ ମୀରାବାଇ ଚାନୁ 

July 26, 2026

ପୁଣି ଟି-୨୦ରେ ଭାରତ ନମ୍ବର ୧: ଜିମ୍ବାୱେକୁ କ୍ଲିନ୍ ସୁଇପ୍ କଲା ଟିମ ଇଣ୍ଡିଆ

July 26, 2026

ନୂତନ ଭିଡିଓ ବାର୍ତ୍ତା ଜାରି କଲେ ପ୍ରଧାନମନ୍ତ୍ରୀ: ପେପର ଲିକ୍ ସମ୍ପର୍କରେ ନେଲେ ଆଉ ଏକ ବଡ଼ ପଦକ୍ଷେପ

July 26, 2026

୧୩ ଦିନ ପରେ ଆକ୍ରମଣ ବନ୍ଦ କଲା ଆମେରିକା!: ଜାଣନ୍ତୁ କାହିଁକି ଏଭଳି ନିଷ୍ପତ୍ତି ନେଲେ ଟ୍ରମ୍ଫ?

July 26, 2026

ବାଣପୁର: ୭୦ତମ ପୁଣ୍ୟତିଥିରେ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କୁ ଶ୍ରଦ୍ଧାଞ୍ଜଳି

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.