Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓସାମା ବିନ ଲାଦେନର ପୁଅ ଉପରେ ୧ ମିଲିୟନ୍‌ ପୁରସ୍କାର ରାଶି ରଖିଲା ଆମେରିକା
ଆଜିର ଖବର

ଓସାମା ବିନ ଲାଦେନର ପୁଅ ଉପରେ ୧ ମିଲିୟନ୍‌ ପୁରସ୍କାର ରାଶି ରଖିଲା ଆମେରିକା

March 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
us wii pay $ 1 million for informetion on osama bin laden's son hamza bin laden
us wii pay $ 1 million for informetion on osama bin laden's son hamza bin laden

ଅନ୍ତରଷ୍ଟ୍ରୀୟସ୍ତରରେ ପାକିସ୍ତାନକୁ ଭାରତ ଘେରିବା ପରେ ଏବେ ଆମେରିକା ମଧ୍ୟ ପାକିସ୍ତାନରୁ ପରିଚାଳିତ ହେଉଥିବା ଆତଙ୍କବାଦୀ ସଂଗଠନ ବିରୋଧରେ କଡା ଆଭିମୁଖ୍ୟ ଗ୍ରହଣ କରିଛି । ଆଜି ଆମେରିକା ପୁଣି ପାକର ଆତଙ୍କବଦୀ ସଂଗଠନ ଅଲ କାୟଦା ବିରୋଧରେ କଡା ପଦକ୍ଷେପ ଗ୍ରହଣ କରିଛି । ଆମେରିକା ଆତଙ୍କବାଦୀ ସଂଗଠନ ଅଲ-କାୟଦାର ମୁଖ୍ୟ ରହିଥିବା ଓସାମା ବିନ ଲାଦେନର ପୁଅ ହମଜା ବିନ ଲାଦେନର ସୂଚନା ଦେବା ପାଇଁ ୧ ମିଲିୟନ୍‌ ପୁରସ୍କାର ରାଶିର ଘୋଷଣା କରିଛି । ଆମେରିକାର ବୈଦେଶିକ ମନ୍ତ୍ରାଳୟ ଏହି ପୁରସ୍କାର ରାଶି ଘୋଷଣା କରିବା ସହିତ ହମାଜା ପିତୃ ହତ୍ୟାର ପ୍ରତିଶୋଧ ପାଇଁ ଆମେରିକା ଉପରେ ଆକ୍ରମଣ କରିବାକୁ ଷଡଯନ୍ତ୍ର କରୁଛି । ଏନେଇ ସେ ଧମକ ମଧ୍ୟ ଦେଇଛି ବୋଲି ସୂଚନା ଦେଇଛନ୍ତି ।

thesamikhsya us
Share. Facebook Twitter LinkedIn Email WhatsApp Copy Link

Related Posts

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026

ଫୁଲ ତୋଳୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

September 11, 2026

ପୁଟିନଙ୍କୁ ହାର୍ଦ୍ଦିକ ସ୍ୱାଗତ, ମଜବୁତ ହେବ ଭାରତ-ରୁଷ ରଣନୈତିକ ସମ୍ପର୍କ

September 11, 2026
Latest News

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.