Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନାରେ ବାଘୁଣୀ ସଂକ୍ରମିତ ଖବର ମିଳିବା ପରେ ନନ୍ଦନକାନନରେ ନିଆଯାଉଛି ସତର୍କ ପଦକ୍ଷେପ
ଆଜିର ଖବର

କରୋନାରେ ବାଘୁଣୀ ସଂକ୍ରମିତ ଖବର ମିଳିବା ପରେ ନନ୍ଦନକାନନରେ ନିଆଯାଉଛି ସତର୍କ ପଦକ୍ଷେପ

April 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ନ୍ୟୁୟର୍କରେ ବାଘୁଣୀ କରୋନାରେ ସଂକ୍ରମିତ ହେବାର ଖବର ଜଣାପଡିବା ପରେ  ଭୁବନେଶ୍ବର ସ୍ଥିତ ନନ୍ଦନକାନନରେ ସତର୍କ ପଦକ୍ଷେପ ନିଆଯାଇଛି । ଏନେଇ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଉପନିର୍ଦ୍ଦେଶକ ଜୟନ୍ତ ଦାସ ସୂଚନା ଦେଇଛନ୍ତି। ପଶୁଙ୍କଠାରୁ ପଶୁଙ୍କୁ କରେନା ବ୍ୟାପେନି, ମଣିଷଠାରୁ ଏହା ବ୍ୟାପିଥିବା ଅନୁମାନ କରାଯାଉଛି । ସେହିପରି କୌଣସି ପ୍ରାଣୀଉଦ୍ୟାନ କର୍ମଚାରୀଙ୍କଠାରୁ ବାଘ ସଂକ୍ରମିତ ହୋଇଥିବାର ଆଶଙ୍କା କରିଛନ୍ତି ନନ୍ଦନକାନ ପ୍ରାଣୀ ଉଦ୍ୟାନର ଉପନିର୍ଦ୍ଦେଶକ । ଏଥିପାଇଁ ନନ୍ଦନକାନରେ ଜୁ କିପରଙ୍କ ପାଇଁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି । ଜୁ କିପରଙ୍କୁ ମାସ୍କ, ଗ୍ଲୋଭସ୍‌, ସାନିଟାଇଜର୍‌ ଇତ୍ୟାଦି ଦିଆଯାଇଛି ବୋଲି କହିଛନ୍ତି ପ୍ରାଣୀଉଦ୍ୟାନର ଉପନିର୍ଦ୍ଦେଶକ । ବିଶେଷକରି ମାଂସାଶୀ ପ୍ରାଣୀଙ୍କ ପ୍ରତି ଅଧିକ ସତର୍କ ଦୃଷ୍ଟି ଦିଆଯାଉଛି ବୋଲି ସୂଚନା ଦେଇଛନ୍ତି ଜୟନ୍ତ ଦାସ ।

ନନ୍ଦନକାନନ
Share. Facebook Twitter LinkedIn Email WhatsApp Copy Link

Related Posts

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026

ଚିତ୍ରାଚାର୍ଯ୍ୟ ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ: ଜନ୍ମମାଟିରେ ପ୍ରତିମୂର୍ତ୍ତି ଉନ୍ମୋଚିତ

February 25, 2026

ଅନିଲ ଅମ୍ବାନୀଙ୍କ ବିରୋଧରେ ED ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୭୧୬ କୋଟିର ଘର ଜବତ

February 25, 2026
Latest News

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026

ଚିତ୍ରାଚାର୍ଯ୍ୟ ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ: ଜନ୍ମମାଟିରେ ପ୍ରତିମୂର୍ତ୍ତି ଉନ୍ମୋଚିତ

February 25, 2026

ଅନିଲ ଅମ୍ବାନୀଙ୍କ ବିରୋଧରେ ED ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୭୧୬ କୋଟିର ଘର ଜବତ

February 25, 2026

ଆଜି ଶ୍ରୀଲଙ୍କା-ନ୍ୟୁଜିଲାଣ୍ଡ ମ୍ୟାଚ୍: ବର୍ଷା ହେଲେ କାହାକୁ ମିଳିବ ଲାଭ ଏବଂ କିଏ ସହିବ କ୍ଷତି?

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.