Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଟ୍ରିକ୍‌ ପ୍ରଶ୍ନପତ୍ର ଭାଇରାଲ୍‌  : ଚାରିଜଣ ଗିରଫ
ଆଜିର ଖବର

ମାଟ୍ରିକ୍‌ ପ୍ରଶ୍ନପତ୍ର ଭାଇରାଲ୍‌  : ଚାରିଜଣ ଗିରଫ

March 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ସ୍ଥଗିତ ହେଲା ପରୀକ୍ଷା: TET ପେପର ଲିକ୍ ପରେ ଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି
ସ୍ଥଗିତ ହେଲା ପରୀକ୍ଷା: TET ପେପର ଲିକ୍ ପରେ ଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି

ମାଟ୍ରିକ ପରୀକ୍ଷାର ଓଡ଼ିଆ ପ୍ରଶ୍ନପତ୍ର ଭାଇରାଲ ମାମାଲାରେ ଚାରି ଜଣଙ୍କୁ ଗିରଫ କରାଯାଇଛି । ବନ୍ଧୁଗାଁ ସରକାରୀ ସ୍କୁଲରେ ପ୍ରଶ୍ନପତ୍ର ଭାଇରାଲ ଘଟଣା ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଜିଲ୍ଲା ପ୍ରଶାସନ ।  ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଚାଲିଥିବାବେଳେ ପ୍ରଶ୍ନପତ୍ର ଲିକ୍‌ ହୋଇଥିଲା । ସମସ୍ତ କଡ଼ା ବ୍ୟବସ୍ଥା ସତ୍ତ୍ୱେ ପ୍ରଶ୍ନପତ୍ର ମୋବାଇଲରେ ଭାଇରାଲ ହୋଇଥିଲା । ଏହି ମାମଲାରେ ଚାରି ଜଣଙ୍କୁ ଗିରଫ କରିଛି ପୋଲିସ । ଏଥିରେ ଜଣେ ଜେରକ୍ସ ଦୋକାନୀ ଓ ତିନି ଅଭିଭାବକଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତଙ୍କ ଠାରୁ ଲାପଟପ, ଜେରକ୍ସ ମେସିନ ଓ ମୋବାଇଲ ଜବତ କରିଛି ପୋଲିସ । ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ଘଟଣାରେ ଅନ୍ୟ କିଛି ହାଇସ୍କୁଲର ମୋଟ ୧୧ କର୍ମଚାରୀଙ୍କୁ ସସପେଣ୍ଡ କରାଯାଇଥିଲା । ନୂଆପଡା, କୋରାପୁଟ, ଢେଙ୍କାନାଳ ଜିଲ୍ଲାର ୯ ଜଣ କର୍ମଚାରୀଙ୍କୁ ସସପେଣ୍ଡ କରାଯାଇଥିଲା । ନୂଆପଡାର ୫ ଜଣ, ଢେଙ୍କାନାଳର ୨ ଓ ବନ୍ଧୁଗାଁର ୨ ଜଣଙ୍କୁ ସସପେଣ୍ଡ ହୋଇଥିଲେ । ସସପେଣ୍ଡମାନଙ୍କ ମଧ୍ୟରେ ସୁପରିନଟେଣ୍ଡେଣ୍ଟ ଓ ଇନଭିଜିଲେଟର ସାମିଲ ଥିଲେ ।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ?: ଯୋଜନା ପ୍ରସ୍ତୁତ କରିଛି ଘରୋଇ ଦଳ

July 4, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ସମସ୍ତ ପଦବୀରୁ ଇସ୍ତଫା ଦେଲେ ବଙ୍ଗଳା ଟିଏମସି ମୁଖ୍ୟ

July 4, 2026

ଟେଲିଗ୍ରାମର ବଢ଼ିଲା ସମସ୍ୟା: ୧୫ ଦିନ ପାଇଁ ଅଲଟିମେଟମ୍ ଦେଲେ ସରକାର

July 4, 2026

ବଲୁଚିସ୍ତାନରେ ଆତ୍ମଘାତୀ ଆକ୍ରମଣ: ୩୦ ପାକିସ୍ତାନୀ ଯବାନ ନିହତ

July 4, 2026
Latest News

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ?: ଯୋଜନା ପ୍ରସ୍ତୁତ କରିଛି ଘରୋଇ ଦଳ

July 4, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ସମସ୍ତ ପଦବୀରୁ ଇସ୍ତଫା ଦେଲେ ବଙ୍ଗଳା ଟିଏମସି ମୁଖ୍ୟ

July 4, 2026

ଟେଲିଗ୍ରାମର ବଢ଼ିଲା ସମସ୍ୟା: ୧୫ ଦିନ ପାଇଁ ଅଲଟିମେଟମ୍ ଦେଲେ ସରକାର

July 4, 2026

PM Modi in Rajasthan: ଯୋଧପୁର ବିମାନବନ୍ଦରର ନୂଆ ଟର୍ମିନାଲକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

July 4, 2026

ବଲୁଚିସ୍ତାନରେ ଆତ୍ମଘାତୀ ଆକ୍ରମଣ: ୩୦ ପାକିସ୍ତାନୀ ଯବାନ ନିହତ

July 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.