Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ମୁକାବିଲା ପାଇଁ ଶିଶୁଯତ୍ନ ଅନୁଷ୍ଠାନଗୁଡିକୁ ୬ କୋଟି ୫୪ ଲକ୍ଷ ଟଙ୍କା ଆର୍ଥିକ ଅନୁଦାନ ପ୍ରଦାନ କଲେ ସରକାର
ଆଜିର ଖବର

କରୋନା ମୁକାବିଲା ପାଇଁ ଶିଶୁଯତ୍ନ ଅନୁଷ୍ଠାନଗୁଡିକୁ ୬ କୋଟି ୫୪ ଲକ୍ଷ ଟଙ୍କା ଆର୍ଥିକ ଅନୁଦାନ ପ୍ରଦାନ କଲେ ସରକାର

April 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର :  ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ରାଜ୍ୟରେ ଥିବା ଶିଶୁଯତ୍ନ ଅନୁଷ୍ଠାନଗୁଡ଼ିକୁ ଆର୍ଥିକ ଅନୁଦାନ ପ୍ରଦାନ କରିଛନ୍ତି । ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ଅନୁମୋଦନ କ୍ରମେ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି, ଶିଶୁ ସୁରକ୍ଷା ଯୋଜନା ଅଧୀନରେ ଅନୁଦାନପ୍ରାପ୍ତ ୧୨୮ ଗୋଟି ଅନୁଷ୍ଠାନକୁ ୬ କୋଟି ୫୪ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି । ସେହିପରି ଲକ୍‌ ଡାଉନ୍‌ ସମୟରେ ଅଣଅନୁଦାନପ୍ରାପ୍ତ ଶିଶୁଯତ୍ନ ଅନୁଷ୍ଠାନର ସୁପରିଚାଳନା ତଥା ଆବଶ୍ୟକୀୟ ଦ୍ରବ୍ୟ କ୍ରୟ ନିମନ୍ତେ ରାଜ୍ୟ ସରକାର ୧୦୧ ଗୋଟି ଅନୁଷ୍ଠାନକୁ ୩୯ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରିଛନ୍ତି ।

୨୫ରୁ କମ୍‌ ଅନ୍ତେବାସୀ ଥିବା ଅନୁଷ୍ଠାନଗୁଡ଼ିକୁ ୨୫ ହଜାର ଟଙ୍କା ପ୍ରଦାନ କରାଯାଇ ଥିବା ବେଳେ ୨୫ରୁ ଅଧିକ ଅନ୍ତେବାସୀ ଥିବା ଅନୁଷ୍ଠାନଗୁଡ଼ିକୁ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି । କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ ଲକ୍‌ ଡାଉନ୍‌ ଓ ସଟ୍‌ ଡାଉନ୍‌ ଜାରି ରହିଥିବାବେଳେ ରାଜ୍ୟରେ ୨୪୪ଗୋଟି ଶିଶୁଯତ୍ନ ଅନୁଷ୍ଠାନରେ ୯୨୦୦ ଜଣ ଶିଶୁ ଶୃଙ୍ଖଳିତ ଜୀବନଯାପନ କରୁଛନ୍ତି । ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଶିଶୁମାନଙ୍କୁ ୧୯୬ ଗୋଟି ଶିଶୁ ଗୃହ, ୨୮ଟି ସ୍ୱତନ୍ତ୍ର ପୋଷ୍ୟଗ୍ରହଣ କେନ୍ଦ୍ର, ୧୨ଟି ମୁକ୍ତ ଆଶ୍ରୟ ସ୍ଥଳରେ ରଖାଯାଇଥିବାବେଳେ ଆଇନ ସହ ଦ୍ୱନ୍ଦଗ୍ରସ୍ତ ଶିଶୁମାନଙ୍କୁ ରାଜ୍ୟରେ ଥିବା ୪ଟି ପର୍ଯ୍ୟବେକ୍ଷଣ ଗୃହରେ ରଖାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Latest News

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.