Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»14410 କୁ କଲ କରନ୍ତୁ, ମାଗଣାରେ ଘରେ ବସି ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ, ରାଜ୍ୟବାସୀଙ୍କୁ ନବୀନଙ୍କ ଅପିଲ
ଆଜିର ଖବର

14410 କୁ କଲ କରନ୍ତୁ, ମାଗଣାରେ ଘରେ ବସି ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ, ରାଜ୍ୟବାସୀଙ୍କୁ ନବୀନଙ୍କ ଅପିଲ

April 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଆପଣଙ୍କୁ ଯଦି ଥଣ୍ଡାକାସ କିମ୍ବା ସେହିପରି କିଛି ହେଉଛି ତେବେ ଭୟକରନ୍ତୁ ନାହିଁ। ଆପଣ ଘରେ ବସି ମାଗଣା ଫୋନ କରି ମାଗଣା ଡାକ୍ତରଙ୍କ ପରାମର୍ଶ ନେଇପାରିବେ। ଆଜି ରାଜ୍ୟ ସରକାରଙ୍କ ତରଫରୁ ରାଜ୍ୟବାସୀଙ୍କ ପାଇଁ ଟେଲିମେଡିସନ ହେଲପ ଲାଇନ ଜାରୀ କରିଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ଅନେକଙ୍କୁ ସାମାନ୍ୟ ଥଣ୍ଡା କାସ ହେଲେ ଭୟଭିତ ହୋଇପଡୁଛନ୍ତି। ଏପରିକି ଡାକ୍ତରଖାନା ଯିବା ପାଇଁ ମଧ୍ୟ ସମସ୍ୟା ସୃଷ୍ଟି ହେଉଛି। ଏପରି ଅସୁବିଧାକୁ ଦୃଷ୍ଟିରେ ରକି ରାଜ୍ୟ ସରକାର ଏହି ଫୋନ ନମ୍ବର ଜାରୀ କରିଛନ୍ତି।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଏହି ସୁବିଧାକୁ ଉପଯୋଗ କରିବା ପାଇଁ ଅନୁରୋଧ କରିଛନ୍ତି। ଏପରିକି ସେ ରାଜ୍ୟର ଡାକ୍ତରଙ୍କୁ ମଧ୍ୟ ଏ କ୍ଷେତ୍ରରେ ସହଯୋଗ କରିବା ପାଇଁ ଅନୁରୋଧ କରିଛନ୍ତି। ଯେଉଁମାନେ ଏଥିରେ ସହଯୋଗ କରିବା ପାଇଁ ଆଗ୍ରହୀ ଅଛନ୍ତି ସେମାନେ http://bit.ly/IndiaTeleMed ରେ ରେଜିଷ୍ଟ୍ରେସନ କରିପାରିବେ ବୋଲି କୁହାଯାଇଛି।

covid19 OdishaFightsCorona TeleMedicine
Share. Facebook Twitter LinkedIn Email WhatsApp Copy Link

Related Posts

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026

ଆନ୍ତର୍ଜାତୀୟ କ୍ରୀଡ଼ାରେ ଓଡ଼ିଶା ପାଇଁ ଗୌରବ ଆଣିଥିବା ରାଜ୍ୟର ଚାରି କ୍ରୀଡ଼ାବିତ୍ ସମ୍ମାନିତ

February 1, 2026

କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026

ଆଜି ଖୋଲିବ କି ସେୟାର ବଜାର?: ବଜେଟ୍ ଉପସ୍ଥାପନ ପୂର୍ବରୁ ଅଖିଳେଶ ଯାଦବଙ୍କ ତାଚ୍ଛଲ୍ୟ

February 1, 2026
Latest News

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026

Budget 2026 ଉପସ୍ଥାପନା ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ, ଖାଇଲେ ଦହିଚିନି

February 1, 2026

ଆଜି ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ: ସେମିଫାଇନାଲ ପାଇଁ ହେବ ବଡ଼ ଲଢେଇ

February 1, 2026

Union Budget 2026: ଆପଣ କେଉଁଠାରେ ସିଧା ପ୍ରସାରଣ ଦେଖିପାରିବେ ବଜେଟ୍?

February 1, 2026

ବଜେଟ୍ ଉପସ୍ଥାପନ ସହିତ ରେକର୍ଡ ସୃଷ୍ଟି କରିବେ ସୀତାରମଣ: ଇତିହାସର ପୃଷ୍ଠାରେ ଲିପିବଦ୍ଧ ହେବ ନାମ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.