Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଠିକ୍‌ ସମୟରେ ହେବ ଲୋକସଭା ନିର୍ବାଚନ : ମୁଖ୍ୟ ନିର୍ବାଚନ ଆୟୁକ୍ତ
ଆଜିର ଖବର

ଠିକ୍‌ ସମୟରେ ହେବ ଲୋକସଭା ନିର୍ବାଚନ : ମୁଖ୍ୟ ନିର୍ବାଚନ ଆୟୁକ୍ତ

March 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
election will be held on time - Chief election commissioner
election will be held on time - Chief election commissioner

ଭାରତ ଏବଂ ପାକିସ୍ତାନ ମଧ୍ୟରେ ସୃଷ୍ଟି ହୋଇଥିବା ଉତ୍ତେଜନାମୂଳକ ପରିସ୍ଥିତି ସମୟରେ ଲୋକସଭା ନିର୍ବାଚନ ଠିକ୍ ସମୟରେ ହେବ ବୋଲି ମୁଖ୍ୟ ନିର୍ବାଚନ ଆୟୁକ୍ତ ସୁନୀଲ ଅରୋଡା ସ୍ପଷ୍ଟ କରିଛନ୍ତି । ନିର୍ବାଚନ ଆୟୋଗ ଖୁବ୍‌ ଶୀଘ୍ର ତାରିଖ ଘୋଷଣା କରିବ ବୋଲି ସେ କହିଛନ୍ତି । ନିର୍ବାଚନ ତାରିଖ କିଛି ଦିନ ଘୁଞ୍ଚାଯିବ ବୋଲି ପୂର୍ବରୁ ଚର୍ଚ୍ଚା ହେଉଥିଲା । ଇଭିଏମ୍‌ର ଫଳାଫଳ ସଠିକ୍‌ ରହିଛି । ଏହା ଉପରେ କୌଣସି ବିବାଦ ନାହିଁ । ସେହିପରି ଆଶାୟୀ ପ୍ରାର୍ଥୀଙ୍କୁ ୫ ବର୍ଷର ଆୟର ଅଟକଳ ସହ ବିଦେଶୀ ସମ୍ପତ୍ତି ଉପରେ ସୂଚନା ମଧ୍ୟ ଦେବାକୁ ପଡ଼ିବ । ପ୍ୟାନ୍‌ କାର୍ଡ ସହ ସମସ୍ତ ସୂଚନା ପ୍ରାର୍ଥୀମାନେ ଦେବାକୁ ବାଧ୍ୟ ବୋଲି କୁହାଯାଇଛି । ଏଥର ସ୍ଵଚ୍ଛ ନିର୍ବାଚନ ପାଇଁ ବିଜିଲି ଆପ୍‌ ଲଞ୍ଚ କରାଯିବ ବୋଲି ସୂଚନା ରହିଛି । ଏହି ଆପ୍‌ ଜରିଆରେ ନିର୍ବାଚନ ଜନିତ ଅଭିଯୋଗ କରିହେବ ଏବଂ ତତ୍‌ସମ୍ବନ୍ଧୀୟ କାର୍ଯ୍ୟାନୁଷ୍ଠାନ କରିହେବ ।

 

 

sunilarora thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା: ଲେବାନନ ଉପରେ ଭୟଙ୍କର ଆକ୍ରମଣ

April 9, 2026

ଆସାମ, କେରଳମ୍ ଓ ପୁଡୁଚେରୀରେ ଭୋଟିଂ ଜାରି

April 9, 2026

ଆଜିଠୁ ‘୮ମ ପୋଷଣ ପକ୍ଷ ୨୦୨୬’

April 9, 2026

ସିଜିମାଳିରେ ପୋଲିସ୍ ଦମନ ଓ ନିଷେଧାଦେଶ ଜାରିକୁ ଚାରି ବାମ ଦଳର ତୀବ୍ର ନିନ୍ଦା

April 9, 2026
Latest News

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା: ଲେବାନନ ଉପରେ ଭୟଙ୍କର ଆକ୍ରମଣ

April 9, 2026

ଆସାମ, କେରଳମ୍ ଓ ପୁଡୁଚେରୀରେ ଭୋଟିଂ ଜାରି

April 9, 2026

ଖୋର୍ଦ୍ଧାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ ୩୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

April 9, 2026

ଆଜିଠୁ ‘୮ମ ପୋଷଣ ପକ୍ଷ ୨୦୨୬’

April 9, 2026

ସିଜିମାଳିରେ ପୋଲିସ୍ ଦମନ ଓ ନିଷେଧାଦେଶ ଜାରିକୁ ଚାରି ବାମ ଦଳର ତୀବ୍ର ନିନ୍ଦା

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.