Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଢାଖୋଲ ଘଟଣା: ତେରବେଡା ଗ୍ରାମରେ ମହୁଲ ଗୋଟାଇବାକୁ ଯାଇ ମହିଳା ନିଖୋଜ
ଆଜିର ଖବର

ରେଢାଖୋଲ ଘଟଣା: ତେରବେଡା ଗ୍ରାମରେ ମହୁଲ ଗୋଟାଇବାକୁ ଯାଇ ମହିଳା ନିଖୋଜ

April 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ଗତକାଲି ତେରବେଡା ଗ୍ରାମର ଜନୈକା ବିବାହିତା ମହିଳା ଜଙ୍ଗଲକୁ ମହୁଲ ଗୋଟାଇବାକୁ ଯାଇ ଆଉ ଘରକୁ ଫେରି ନ ଥିବା ଖବର ହସ୍ତଗତ ହୋଇଛି। ପ୍ରକାଶ ଯେ ଗତକାଲି ସକାଳେ ରେଢାଖୋଲ ଥାନା ତେରବେଡା ଗ୍ରାମର ଅଶ୍ୱିନୀ କୁମାର ସାହୁଙ୍କ ପତ୍ନୀ ନିଜ ସ୍ୱାମୀ ଏବଂ ନିଜର ଜନୈକ ସଂପର୍କିୟଙ୍କ ସହ ନିକଟସ୍ଥ ଜଙ୍ଗଲକୁ ମହୁଲ ଗୋଟାଇବାକୁ ଯାଇଥିଲେ। ସେମାନେ ମହୁଲ ଗୋଟାଉଥିବା ସମୟରେ ନିଖୋଜ ମହିଳା ତାଙ୍କ ସ୍ୱାମୀଙ୍କୁ ଘରକୁ ଯାଇ ଭାତ ଆଣିବାକୁ କହିଥିଲେ। ତାଙ୍କ ସ୍ୱାମୀ ଭାତ ପାଇଁ ଘରକୁ ଯାଇଥିଲେ। ସେମାନେ ଦି ଜଣ ମହିଳା ମହୁଲ ଗୋଟାଉଥିବା ସମୟରେ ହଠାତ୍ ମହିଳା ଜଣଙ୍କ ଜଙ୍ଗଲରୁ ନିଖୋଜ ହୋଇଯାଇଥିଲେ। ସ୍ୱାମୀ ଭାତ ଧରି ଜଙ୍ଗଲରେ ପହଂଚିଲା ବେଳକୁ ସେମାନେ ଆଉ ତାକୁ ପାଇ ନଥିଲେ। ଘରକୁ ଆସି ଗାଁ ଲୋକଙ୍କ ସାମ୍ନାରେ ପ୍ରକାଶ କରିଥିଲେ। ଗ୍ରାମର ୫୦ ଜଣ ଲୋକ ଜଙ୍ଗଲକୁ ଯାଇ ସକାଳ ୯ ଟାରୁ ଅପରାହ୍ନ ୫ ଟା ପର୍ଯ୍ୟନ୍ତ ଖୋଜାଖୋଜି କରି ଫେରି ଆସିଥିଲେ। ହେଲେ ନିଖୋଜ ମହିଳାଙ୍କର କୌଣସି ପତା ପାଇ ପାରି ନ ଥିଲେ। ଆଜି ଗ୍ରାମବାସୀ ପୁଣି ସକାଳୁ ଜଙ୍ଗଲକୁ ଖୋଜିବାକୁ ଯାଇଛନ୍ତି। ଖବର ଲେଖା ହେବା ପର୍ଯ୍ୟନ୍ତ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଜଣା ପଡିଛି। ଖବର ଲେଖା ହେବା ପର୍ଯ୍ୟନ୍ତ ନିଖୋଜ ମହିଳାକୁ ଗ୍ରାମବାସୀ ପାଇ ନ ଥିବା ଜଣା ପଡିଛି।

ମହିଳା ନିଖୋଜ ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026
Latest News

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026

ଫ୍ଲାଏଦୁବାଇ ବିମାନରେ ଆକ୍ରମଣ ଘଟଣାରେ ଏନଆଇଏର ତଦନ୍ତ ଆରମ୍ଭ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.