Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାକିସ୍ତାନ ଶାନ୍ତି ପାଇଁ ପ୍ରତିବଦ୍ଧତାକୁ ମଜବୁତ୍‌ କରିବା ଦିଗରେ ପଦକ୍ଷେପ ନେବା ଉଚିତ୍‌: ଜେନେରାଲ୍‌ ବିକେ ସିଂହ
ଆଜିର ଖବର

ପାକିସ୍ତାନ ଶାନ୍ତି ପାଇଁ ପ୍ରତିବଦ୍ଧତାକୁ ମଜବୁତ୍‌ କରିବା ଦିଗରେ ପଦକ୍ଷେପ ନେବା ଉଚିତ୍‌: ଜେନେରାଲ୍‌ ବିକେ ସିଂହ

March 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Pakistan must take many steps to reinforce their commitment to peace: Gen V K Singh
Pakistan must take many steps to reinforce their commitment to peace: Gen V K Singh

ବିଦେଶ ରାଜ୍ୟ ମନ୍ତ୍ରୀ ବି.କେ. ସିଂହ ଭାରତୀୟ ୱିଙ୍ଗ୍‌ କମାଣ୍ଡର୍‌ ଅଭିନନ୍ଦନଙ୍କ ପ୍ରତ୍ୟାବତ୍ତର୍ନକୁ ସ୍ଵାଗତ କରିବା ସହିତ ପାକିସ୍ତାନ ଶାନ୍ତି ପାଇଁ ନିଜ ପ୍ରତିବଦ୍ଧତାକୁ ମଜବୁତ୍‌ କରିବା ଉପରେ ପଦକ୍ଷେପ ନେବା ଉଚିତ୍‌ ବୋଲି ଏକ ଟ୍ଵିଟ୍‌ କରିଛନ୍ତି । ଏହା ସହିତ ସେ ଆହୁରି ମଧ୍ୟ କହିଛନ୍ତି ଯେ, ଭାରତକୁ ଆତଙ୍କବାଦ ବିରୋଧରେ ପାକିସ୍ତାନ ଦ୍ଵାରା ଏକ ସକରାତ୍ମକ ଓ ପରୀକ୍ଷାମୂଳକ କାର୍ଯ୍ୟାନୁଷ୍ଠାନ ନେବାର ଆବଶ୍ୟକତା ରହିଛି ।  ଭାରତୀୟ ୱିଙ୍ଗ୍‌ କମାଣ୍ଡର୍‌ ଅଭିନନ୍ଦନ ବର୍ଥମାନଙ୍କର ମୁକ୍ତ ଭାରତ-ପାକିସ୍ତାନ ମଧ୍ୟରେ ଥିବା ଜେନେଭା ଚୁକ୍ତି ଅନୁଯାୟୀ ହେଉଛି ବୋଲି ବାୟୁସେନାର ବରିଷ୍ଠ ଅଧିକାରୀ ସ୍ପଷ୍ଟ କରିଛନ୍ତି । ଅଭିନନ୍ଦନଙ୍କ ଭାରତ ପ୍ରତ୍ୟାବର୍ତ୍ତନକୁ ନେଇ ସାରା ଦେଶବାସୀ ଖୁସିରେ  ନାଚି ଉଠିଛନ୍ତି । ଗତକାଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଭାରତୀୟ କମାଣ୍ଡର୍‌ ଅଭିନନ୍ଦନକୁ ଭାରତକୁ ଫେରାଇଦିଆଯିବ ବୋଲି ସଂସଦରେ ଘୋଷଣା କରିଥିଲେ ।

thesamikhsya vksingh
Share. Facebook Twitter LinkedIn Email WhatsApp Copy Link

Related Posts

ପାଚିଲା ଫଳର ଉପକାରୀତା ସମ୍ପର୍କିତ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

September 7, 2026

ପଞ୍ଜାବ ସରକାରଙ୍କ ବିରୋଧ ସତ୍ତ୍ୱେ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଅଶ୍ୱନୀ ମିଶ୍ର

September 7, 2026

ଟିଏମସି ସାଂସଦ ନଦୀମୁଲ ହକ୍ ଉପରେ ଇଡି ର କାର୍ଯ୍ୟାନୁଷ୍ଠାନ: ୭ଟି ସ୍ଥାନରେ ଚଢ଼ାଉ

September 7, 2026

ସତ୍ୟ ନିକେତନ ଦୁର୍ଘଟଣା ପରେ ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି: ପୁରୁଣା କୋଠାରେ ଚାଲିବନି PG, ସ୍କୁଲ ଓ ନର୍ସିଂ ହୋମ୍!

September 7, 2026
Latest News

ନେପାଳ ଜଳପ୍ରଳୟ: ମୃତ୍ୟୁ ସଂଖ୍ୟା ୧୩୫୫କୁ ବୃଦ୍ଧି

September 7, 2026

ସତ୍ୟ ନିକେତନ ଘଟଣାର ପ୍ରଥମ ବଡ଼ କାର୍ଯ୍ୟାନୁଷ୍ଠାନ: ୫ MCD ଅଧିକାରୀ ନିଲମ୍ବିତ

September 7, 2026

ପାଚିଲା ଫଳର ଉପକାରୀତା ସମ୍ପର୍କିତ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

September 7, 2026

ଆଜି LPG ର e-KYC ପାଇଁ ଶେଷ ସୁଯୋଗ: ଏବେ କିପରି ପାଇବେ ଗ୍ୟାସ ସିଲିଣ୍ଡର?

September 7, 2026

ପଞ୍ଜାବ ସରକାରଙ୍କ ବିରୋଧ ସତ୍ତ୍ୱେ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଅଶ୍ୱନୀ ମିଶ୍ର

September 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.