Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାରେ ନିଜାମୁଦ୍ଦିନ ଫେରନ୍ତାଙ୍କ ସଂଖ୍ୟା ୭୦କୁ ବୃଦ୍ଧି ହୋଇଛି: ସୁବ୍ରତ ବାଗ୍‌ଚୀ
ଆଜିର ଖବର

ଓଡ଼ିଶାରେ ନିଜାମୁଦ୍ଦିନ ଫେରନ୍ତାଙ୍କ ସଂଖ୍ୟା ୭୦କୁ ବୃଦ୍ଧି ହୋଇଛି: ସୁବ୍ରତ ବାଗ୍‌ଚୀ

April 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର: ରାଜ୍ୟରେ କରୋନା ସ୍ଥିତିକୁ ନେଇ କୋଭିଡ-୧୯ର ମୁଖପାତ୍ର ସୁବ୍ରତ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟରେ ଏଯାବତ୍‌ ୨୨୧୫ଟି ସାମ୍ପଲ୍‌ ପରୀକ୍ଷା କରାଯାଇଛି। ୪୨ଟି ପଜିଟିଭି ମିଳିଛି। ଦୁଇଜଣ ସୁସ୍ଥ ହୋଇ ଡିସ୍‌ଚାର୍ଜ ହୋଇଥିବାବେଳେ ଆଜି ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ଆଜି ଗୋଟିଏ ଦିନରେ ବିଶ୍ବରେ ୫ ହଜାର ମୃତ୍ୟୁ ଘଟିଛି ବୋଲି କହିଛନ୍ତି ବାଗ୍‌ଚୀ। ସେହିପରି ଆଜି ୨୦୮ଟି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୪୯,୮୮୯କୁ ବୃଦ୍ଧି ଘଟିଛି।

ସେହିପରି ଓଡ଼ିଶାର ନିଜାମୁଦ୍ଦିନ ଫେରନ୍ତାଙ୍କ ସଂଖ୍ୟା ୭୦କୁ ବୃଦ୍ଧି ହୋଇଛି ବୋଲି କହିଛନ୍ତି ବାଗ୍‌ଚୀ। ପୂର୍ବରୁ ୨୮ ଜଣ ୧୦୪ଜରିଆରେ ନାମ ପଞ୍ଜୀକରଣ କରିଥିବାବେଳେ ମୁଖ୍ୟମନ୍ତ୍ରୀ ଅପିଲ୍‌ ପରେ  ଆଉ ୪୨ଜଣ ନାମ ପଞ୍ଜୀକରଣ କରିଛନ୍ତି।

coronavirus nizamuddin toll death
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରଦେଶର ଖଜୁରାହୋ ନୃତ୍ୟୋତ୍ସବରେ ଚମକିବେ ବ୍ରହ୍ମପୁର ନୃତ୍ୟଶିଳ୍ପୀ ସୌମ୍ୟା ପ୍ରିୟଦର୍ଶିନୀ

February 12, 2026

“ବନ୍ଦେ ମାତରମ୍” ର ନୂତନ ନିୟମକୁ ବିରୋଧ କଲେ ମୁସଲିମ ନେତା: ଅର୍ଶଦ ମଦନୀ କହିଲେ……

February 12, 2026

“ବନ୍ଦେ ମାତରମ୍” ପଢିବା ସମୟରେ ଠିଆ ନହେବା ପାଇଁ କ’ଣ ହେବ ଦଣ୍ଡ, ପୋଲିସ କରିପାରିବ କି ଗିରଫ?

February 12, 2026

ଆଜିର ସାଧାରଣ ଧର୍ମଘଟକୁ ରଣପୁରରେ ଦୃଢ଼ ସମର୍ଥନ

February 12, 2026
Latest News

ମଧ୍ୟପ୍ରଦେଶର ଖଜୁରାହୋ ନୃତ୍ୟୋତ୍ସବରେ ଚମକିବେ ବ୍ରହ୍ମପୁର ନୃତ୍ୟଶିଳ୍ପୀ ସୌମ୍ୟା ପ୍ରିୟଦର୍ଶିନୀ

February 12, 2026

“ବନ୍ଦେ ମାତରମ୍” ର ନୂତନ ନିୟମକୁ ବିରୋଧ କଲେ ମୁସଲିମ ନେତା: ଅର୍ଶଦ ମଦନୀ କହିଲେ……

February 12, 2026

“ବନ୍ଦେ ମାତରମ୍” ପଢିବା ସମୟରେ ଠିଆ ନହେବା ପାଇଁ କ’ଣ ହେବ ଦଣ୍ଡ, ପୋଲିସ କରିପାରିବ କି ଗିରଫ?

February 12, 2026

ଆଜିର ସାଧାରଣ ଧର୍ମଘଟକୁ ରଣପୁରରେ ଦୃଢ଼ ସମର୍ଥନ

February 12, 2026

ଭାରତୀୟ ରେଳରେ ବିଦ୍ୟୁତୀକରଣ ଦ୍ୱାରା ଡିଜେଲ ବ୍ୟବହାର ୧୭୮ କୋଟି ଲିଟରକୁ ହ୍ରାସ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.