Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସତ୍ୟନଗରରୁ ଚାରିଜଣ ପଜିଟିଭି ଚିହ୍ନଟ ହୋଇଛନ୍ତି: ବିଏମ୍‌ସି
ଆଜିର ଖବର

ସତ୍ୟନଗରରୁ ଚାରିଜଣ ପଜିଟିଭି ଚିହ୍ନଟ ହୋଇଛନ୍ତି: ବିଏମ୍‌ସି

April 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର: ଭୁବନେଶ୍ବରରେ ସିଲ୍‌ ହୋଇଥିବା ଅଞ୍ଚଳ ସମ୍ପର୍କରେ ସୂଚନା ଦେଇଛନ୍ତି ବିଏମସି କମିଶନର। ସତ୍ୟନଗରରେ 4 ଜଣ ପଜିଟିଭି ଚିହ୍ନଟ ହୋଇଛନ୍ତି। ଭୁବନେଶ୍ବରରେ ସର୍ବମୋଟ 34 ଜଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବରଗଡରେ ଜଣେ, ଭରତପୁରରେ ଜଣେ, ସହିଦନଗରରେ ଜଣେ, ସୂର୍ଯ୍ୟନଗରରେ 8ଜଣ, ବମିଖାଲରେ 14 ଜଣ, କପିଳପ୍ରସାଦରେ ଜଣେ, ସତ୍ୟନଗରରୁ ଚାରିଜଣ, ୟୁନିଟ୍‌-5ରୁ ଜଣେ, ମହିଷାଖାଲ ବିଜେବିନଗରର ଜଣେ, ମଧୁସୂଦନନଗର ଜଣେ, ଝାରପଡାରୁ ଜଣେ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଦେଇଛନ୍ତି  ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ।

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ମ୍ୟାପ ମଧ୍ୟ ଜାରି କରାହୋଇଛି। ଏହି ମ୍ୟାପ୍‌ରେ ସତ୍ୟନଗରରେ ଚାରି ଆକ୍ରାନ୍ତ ଥିବା ଦର୍ଶାଯାଇଥିଲା। ସତ୍ୟନଗରରୁ ଚାରି ଆକ୍ରାନ୍ତରୁ ତିନିଜଣଙ୍କ ବମିଖାଲ ଆକ୍ରାନ୍ତ ପରିବାର ସହ ଲିଙ୍କ ରହିଛି ବୋଲି ଜଣାପଡିଛି। ସତ୍ୟନଗରର ଦୁଇଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି।

contementzone
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ନୋବେଲ ପୁରସ୍କାର ବିଜେତା

February 25, 2026

ଷଷ୍ଠ ଥର ପାଇଁ ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

February 25, 2026
Latest News

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ନୋବେଲ ପୁରସ୍କାର ବିଜେତା

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.