Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ପ୍ରଥମ ଥର ପାଇଁ ଭିଡିଓକନଫରେନ୍ସିଂ ଜରିଆରେ ଅନୁଷ୍ଠିତ ହେବ ଏହି ବୈଠକ
ଆଜିର ଖବର

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ପ୍ରଥମ ଥର ପାଇଁ ଭିଡିଓକନଫରେନ୍ସିଂ ଜରିଆରେ ଅନୁଷ୍ଠିତ ହେବ ଏହି ବୈଠକ

April 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ପୂର୍ବାହ୍ନ 10ଟା45 ମିନିଟରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ତେବେ ପ୍ରଥମଥର ପାଇଁ  ଏହି ବୈଠକଟି ଭିଡିଓ କନ୍‌ଫରେନସିଂ ଜରିଆରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ନିବାସରେ ରହି ଏଥିରେ ଅଧ୍ୟକ୍ଷତା କରିବେ । କରୋନା ଭାଇରସର ମୁକାବିଲା ନେଇ ଏହି ବୈଠକରେ ରାଜ୍ୟ ସରକାର କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାର ସମ୍ଭାବନା ରହିଛି । କ୍ୟାବିନେଟ୍ ବୈଠକ ପରେ ଦିନ 11ଟା30ରେ ମନ୍ତ୍ରିସ୍ତରୀୟ ବୈଠକ ମଧ୍ୟ ବସିବ।

କ୍ୟାବିନେଟ୍‌ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026
Latest News

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.