Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧର୍ମ ପ୍ରଚାରକଙ୍କ ଲିଙ୍କ୍‌ରେ କରୋନା ! ଢେଙ୍କାନାଳରେ କରୋନା ଆକ୍ରାନ୍ତ ମହିଳା ଜଣକ ଧର୍ମ ପ୍ରଚାରକଙ୍କ ସଂସ୍ପର୍ଶରେ ଆସିଥିଲେ
ଆଜିର ଖବର

ଧର୍ମ ପ୍ରଚାରକଙ୍କ ଲିଙ୍କ୍‌ରେ କରୋନା ! ଢେଙ୍କାନାଳରେ କରୋନା ଆକ୍ରାନ୍ତ ମହିଳା ଜଣକ ଧର୍ମ ପ୍ରଚାରକଙ୍କ ସଂସ୍ପର୍ଶରେ ଆସିଥିଲେ

April 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଢେଙ୍କାନାଳ : ଆଜି ରାଜ୍ୟରେ ଦୁଇଟି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଜଣେ ଢେଙ୍କାନାଳର ହୋଇଥିବାବେଳେ ଆଉ ଜଣେ ପଶ୍ଚିମବଙ୍ଗର । ତେବେ ଢେଙ୍କାନାଳ କରୋନା ଆକ୍ରାନ୍ତ ମହିଳାଙ୍କ ସମ୍ପର୍କରେ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ସମ୍ପୃକ୍ତ ମହିଳା କୁଆଡେ ବାହାରକୁ ଯାଇନଥିଲେ ବୋଲି ସୂଚନା ମିଳିଛି । ତେବେ ସେ ବାହାରୁ ଆସିଥିବା କିଛି ଧର୍ମ ପ୍ରଚାରକଙ୍କ ସଂସ୍ପର୍ଶରେ ସେ ଆସିଥିଲେ ବୋଲି ଜଣାପଡିଛି ।

ସେମାନଙ୍କ ସଂସ୍ପର୍ଶରେ ସେ ଆସିଥିବାରୁ ଆଶଙ୍କା କରାଯାଇ ତାଙ୍କୁ କ୍ବାରେଣ୍ଟାଇନ୍‌ରେ ରଖାଯାଇଥିଲା । ସମ୍ପୃକ୍ତ ମହିଳାଙ୍କ ସହ 15 ଜଣଙ୍କୁ କ୍ବାରେଣ୍ଟାଇନ୍‌ର ରଖାଯାଇଥିଲା । ତେବେ 15 ଜଣକ ମଧ୍ୟରୁ କେବଳ ଉକ୍ତ ମହିଳାଙ୍କ ରିପୋର୍ଟ ପଜିଟିଭି ଆସିଛି ବୋଲି ଜଣାପଡିଛି । ଅନ୍ୟ14 ଜଣଙ୍କ ନେଗେଟିଭ୍‌ ଆସିଥିଲେ ବି ଆଇସୋଲେସନରେ ରଖାଯିବ ବୋଲି ଜଣାପଡିଛି । ଆଉ 5/6 ଦିନ ପରେ ଉକ୍ତ 14 ଜଣଙ୍କ ପୁଣି ସାମ୍ପଲ୍‌ ଟେଷ୍ଟ କରାଯିବ ବୋଲି ସୂଚନା ଦେଇଛନ୍ତି ଢେଙ୍କାନାଳ ଜିଲ୍ଲାପାଳ । ପଜିଟିଭି ମିଳିଥିବା ସମ୍ପୃକ୍ତ ମହିଳାଙ୍କୁ କଟକ ଅଶ୍ବିନୀ ହସ୍ପିଟାଲକୁ ପଠାଯିବ ବୋଲି ସୂଚନା ରହିଛି ।

quaretine
Share. Facebook Twitter LinkedIn Email WhatsApp Copy Link

Related Posts

ଜେଲରୁ ମୁକ୍ତ ହେବେ ସୋନମ ୱାଙ୍ଗଚୁକ: ଲଦାଖ ହିଂସା ଉପରେ ମୋଦି ସରକାରଙ୍କ ନିଷ୍ପତ୍ତି

March 14, 2026

“ପ୍ରକୃତ ପରୀକ୍ଷା ଆସିବା ବାକି ଅଛି”: ସୌରଭ ଗାଙ୍ଗୁଲିଙ୍କ ଗୌତମ ଗମ୍ଭୀରଙ୍କୁ ସ୍ପଷ୍ଟ ଚେତାବନୀ

March 14, 2026

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026
Latest News

ଜେଲରୁ ମୁକ୍ତ ହେବେ ସୋନମ ୱାଙ୍ଗଚୁକ: ଲଦାଖ ହିଂସା ଉପରେ ମୋଦି ସରକାରଙ୍କ ନିଷ୍ପତ୍ତି

March 14, 2026

ବଡ଼ ପରିବର୍ତ୍ତନ ଆଣିଲା CBSE: ଏବେ କପି କରି ଧାରା ହେଲେ ପାସ୍ ହେବା ଅସମ୍ଭବ

March 14, 2026

“ପ୍ରକୃତ ପରୀକ୍ଷା ଆସିବା ବାକି ଅଛି”: ସୌରଭ ଗାଙ୍ଗୁଲିଙ୍କ ଗୌତମ ଗମ୍ଭୀରଙ୍କୁ ସ୍ପଷ୍ଟ ଚେତାବନୀ

March 14, 2026

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.