Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ କରୋନା ନେଲାଣି 199 ଜୀବନ
ଆଜିର ଖବର

ଭାରତରେ କରୋନା ନେଲାଣି 199 ଜୀବନ

April 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 199କୁ ବୃଦ୍ଧି ହୋଇଛି । ବର୍ତ୍ତମାନ ସୁଦ୍ଧା 6412ଜଣ ଆକ୍ରାନ୍ତ କରିଥିବାବେଳେ ଆରୋଗ୍ୟଙ୍କ ସଂଖ୍ୟା 504 ଜଣ ରହିଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ମହାରାଷ୍ଟ୍ର, ଦିଲ୍ଲୀ ଓ ତାମିଲନାଡ଼ୁରେ ସ୍ଥିତି ଜଟିଳ ହେବାରେ ଲାଗିଛି। ଦେଶରେ କରୋନା ସ୍ଥିତି ଦେଖିବାକୁ ଗଲେ ଗୁରୁବାର ଦିନ ଦିଲ୍ଲୀରେ 51ଟି ନୂତନ ମାମଲା ସାମ୍ନାକୁ ଆସିଛି । ଦିଲ୍ଲୀରେ ସର୍ବମୋଟ ସଂକ୍ରମିତଙ୍କ ସଂଖ୍ୟା 720ରେ ପହଞ୍ଚିଛି ।  ଏଥିରେ 430ଟି ମର୍କଜ ସହିତ ସମ୍ପର୍କିତ ରହିଛନ୍ତି ।  ଗତ 24 ଘଣ୍ଟାରେ କରୋନା ଜନିତ 700 ନୂତନ ମାମଲା ସାମ୍ନାକୁଆସିଛି । ଦେଶରେ ସଂକ୍ରମିତଙ୍କ ସଂଖ୍ୟା 6412ରେ ପହଞ୍ଚିଥିବାବେଳେ 5709 ସକ୍ରିୟ ରହିଛନ୍ତି ।

କରୋନାରେ ଆସାମରେ ପ୍ରଥମ ମୃତ୍ୟୁ ହୋଇଛି । ସିଲଚର୍‌ କଲେଜରେ 65 ବର୍ଷୀୟ ବୟସ୍କ ଜଣକ ପ୍ରକାଣ ହରାଇଛନ୍ତି । ଏହି ବ୍ୟକ୍ତିଜଣକ ନିକଟରେ ସାଉଦି ଆରବରୁ ଫେରିଥିଲେ । ଭାରତରେ ସର୍ବାଧିକ କରୋନା ଆକ୍ରାନ୍ତ ମହାରାଷ୍ଟ୍ରରୁ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରୁ 1364 ଜଣ ଆକ୍ରାନ୍ତ ରହିଥିବାବେଳେ 97ଜଣଙ୍କର ମୃତ୍ୟୁ ହୋଇଛି ।

ଦେଶର କେଉଁ ରାଜ୍ୟରେ କିପରି ରହିଛି ସ୍ଥିତି :

covid-19
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

ଆମେରିକା-ଚୀନ୍-କେନ୍ଦ୍ରିକ “G2” ବ୍ୟବସ୍ଥାକୁ କଡ଼ା ବିରୋଧ କଲେ ଜନ୍ ବୋଲ୍ଟନ୍: ଟ୍ରମ୍ଫଙ୍କୁ ଦେଲେ ଚେତାବନୀ

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026
Latest News

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

ଆମେରିକା-ଚୀନ୍-କେନ୍ଦ୍ରିକ “G2” ବ୍ୟବସ୍ଥାକୁ କଡ଼ା ବିରୋଧ କଲେ ଜନ୍ ବୋଲ୍ଟନ୍: ଟ୍ରମ୍ଫଙ୍କୁ ଦେଲେ ଚେତାବନୀ

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026

୫୬ ବର୍ଷର ହେଲେ ରାହୁଲ ଗାନ୍ଧୀ: ଜନ୍ମଦିନର ବିଶେଷ ଶୁଭେଚ୍ଛା ପ୍ରଧାନମନ୍ତ୍ରୀ ମୋଦୀ 

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.