Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସର୍ବସାଧାରଣ ସ୍ଥାନରେ ଛେପ ପକାଇବା ଉପରେ ଲାଗିଲା ପ୍ରତିବନ୍ଧକ
ଆଜିର ଖବର

ସର୍ବସାଧାରଣ ସ୍ଥାନରେ ଛେପ ପକାଇବା ଉପରେ ଲାଗିଲା ପ୍ରତିବନ୍ଧକ

April 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ତେଲେଙ୍ଗାନା : ଚୀନ୍‌ର ବୁହାନ ସହରରୁ ସୃଷ୍ଟି ହୋଇଥିବା କରୋନା ଏବେ ସାରା ବିଶ୍ବକୁ କବଳିତ କରିଛି । ଭାରତରେ ବି ଏହି କରୋନା ତା’ର ପ୍ରକୋପ ଜାରି ରଖିଛି ।ଭାରତରେ ଏହି କରୋନା ଯୋଗୁଁ 199ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଛଅ ହଜାରରୁ ଅଧିକ ଲୋକେ ସଂକ୍ରମିତ ହୋଇଛନ୍ତି । ତେଲେଙ୍ଗାନାରେ ମଧ୍ୟ ଏହି ଭାଇରସ୍‌ କବଳରୁ ବର୍ତ୍ତି ପାରିନାହିଁ । ଗୁରୁବାର ଦିନ ତେଲେଙ୍ଗାନାରେ 18ଟି ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ ଜଣଙ୍କର ମୃତ୍ୟୁ ହୋଇଛି ।  ରାଜ୍ୟରେ 12ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ଭାଇରସ୍‌କୁ ଦୃଷ୍ଟିରେ ରକି ହାଇଦ୍ରାବାଦଠାରେ ସାର୍ବଜନିକ ସ୍ଥାନରେ ଛେପ ପକାଇବା ଉପରେ ପ୍ରତିବନ୍ଧକ ଲଗାଯାଇଛି ।

ହାଇଦ୍ରାବାଦ ପୋଲିସ୍‌ କମିଶନର ଆଇପିଏସ୍‌ ଅଞ୍ଜନୀ କୁମାର ଏହାକୁ ନେଇ ଟୁଇଟ୍‌ କରିଛନ୍ତି । ସଂକ୍ରାମକ ବେମାରୀ କୋଭିଡ୍‌ -19କୁ ନଜରରେ ରଖି ସାର୍ବଜନିକ ସ୍ଥାନ ଉପରେ ଛେପ ପକାଇବା ପାଇଁ ପ୍ରତିବନ୍ଧକ ଲଗାଇଥିଲେ । ଏହି ନିୟମକୁ ଯଦି କେହି ଉଲ୍ଲଂଘନ କରନ୍ତି ତେବେ ୟୁ/ଏସ୍‌ 188 ଆଇପିଏସ୍‌ ଓ 269 ଆଇପିସି ଅନ୍ତର୍ଗତ ଦଣ୍ଡ ବିଧାନ କରାଯିବ। ଫଟୋଗ୍ରାଫି, ଭିଡିଓ ଗ୍ରାଫି, ସିସିଟିଭି ଫୁଟେଜ୍‌  ଅବା ସାକ୍ଷୀଙ୍କ ଆଧାରରେ ଏହି ଅପରାଧକୁ ବିବେଚନା କରାଯିବ ।

ତେଲେଙ୍ଗାନାର ସ୍ବାସ୍ଥ୍ୟ ମନ୍ତ୍ରୀ ରାଜେନ୍ଦ୍ରଙ୍କ କହିବାନୁସାରେ ଯଦି ତବଲିଗି ଜମାତ ହୋଇନଥାନ୍ତା ତେବେ ତେଲେଙ୍ଗାନାରେ କରୋନା କବଳରୁ ମୁକ୍ତ ହୋଇପାରିଥାନ୍ତା । ରାଜ୍ୟରେ କୌଣସି ପ୍ରକାରର ଗୋଷ୍ଠୀ ସଂକ୍ରମଣର ମାମଲା ଆସିନାହିଁ ବୋଲି କହିଛନ୍ତି ।ସେହିପରି ରାଜ୍ୟରେ 12ଟି କ୍ଲଷ୍ଟର ରହିଛି । ଏହି କ୍ଷେତ୍ରରେ ଜନସଂଖ୍ୟାର ଘନତ୍ବ ସବୁଠୁ ଅଧିକ । ଏହି ଅଞ୍ଚଳଗୁଡିକ ଉପରେ ବିଶେଷ ଧ୍ୟାନ ଦିଆଯାଉଛି ବୋଲି କହିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ। ସେହିପରି ପ୍ରଧାନମନ୍ତ୍ରୀଙ୍କ ସହ 11ତାରିଖ ଦିନ ଭିଡିଓ କନଫରେନ୍ସିଂରେ ଆଲୋଚନା ପରେ ଲକ୍‌ ଡାଉନ୍‌କୁ ନେଇ କିଛି ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ।

Corona virus
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.