Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉଦ୍ଧାମପୁରରେ ଖାଇ ଭିତରେ ପଡ଼ିଲା ବସ୍‌ : ୬ ମୃତ; ୩୦ରୁ ଉର୍ଦ୍ଧ୍ଵ ଆହତ
ଆଜିର ଖବର

ଉଦ୍ଧାମପୁରରେ ଖାଇ ଭିତରେ ପଡ଼ିଲା ବସ୍‌ : ୬ ମୃତ; ୩୦ରୁ ଉର୍ଦ୍ଧ୍ଵ ଆହତ

March 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁ ଓ କଶ୍ମୀର ଅନ୍ତର୍ଗତ ଉଦ୍ଧାମପୁର ଜିଲ୍ଲାରେ ଗହୀର ଖାଇ ମଧ୍ୟକୁ ଗୋଟାଏ ବସ୍‌ ଖସି ପଡ଼ିବାରୁ ଜଣେ ମହିଳାଙ୍କୁ ମିଶାଇ ୬ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବାବେଳେ ୩୦ ଜଣରୁ ଉର୍ଦ୍ଧ୍ଵ ଯାତ୍ରୀ ଆହତ ହୋଇଛନ୍ତି । ରାତି ପ୍ରାୟ ୧୨:୩୦ ମିନିଟ୍‌ ସମୟରେ ମଜଲତା ଅନ୍ତର୍ଗତ ଚାନେର୍‌ ଅଞ୍ଚଳରେ ଘଟିଛି। ବସ୍‌ଟି ଶ୍ରୀନଗର ଅଭିମୁଖେ ଯାତ୍ରା କରୁଥିଲା। ଉଦ୍ଧାମପୁର ଏସ୍‌ଏସ୍‌ପି ରାଜୀବ ପାଣ୍ଡେ କହିଛନ୍ତି, ଘଟନାସ୍ଥଳରେ ୫ ଜଣ ଯାତ୍ରୀ ମରିଥିବାବେଳେ ଏବଂ ଡାକ୍ତରଖାନାରେ ଜଣେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୩୮ ଜଣ ଯାତ୍ରୀ ବି ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

 

busaccident thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026
Latest News

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.