Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭଙ୍ଗାରୁଜା କରିବା ଅଭିଯୋଗରେ 80 ପ୍ରବାସୀ ଶ୍ରମିକଙ୍କୁ ଅଟକ ରଖିଲା ପୋଲିସ୍‌
ଆଜିର ଖବର

ଭଙ୍ଗାରୁଜା କରିବା ଅଭିଯୋଗରେ 80 ପ୍ରବାସୀ ଶ୍ରମିକଙ୍କୁ ଅଟକ ରଖିଲା ପୋଲିସ୍‌

April 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୁରତ୍‌ :ଲକ୍‌ ଡାଉନ୍‌ ଯୋଗୁଁ ସୁରତ୍‌ରେ ଫସିରହିଥିବା ପ୍ରବାସୀ ଶ୍ରମିକମାନେ ଭଙ୍ଗାରୁଜା କରିଥିବାର ସୂଚନା ମିଳିଛି । ଲକ୍‌ ଡାଉନ୍‌ ଯୋଗୁଁ ନିଜ ଭିଟାମାଟିକୁ ଫେରିବା ପାଇଁ ଅନୁମତି ନ ମିଳିବା ପରେ ସେଠାରେ ରହିଥିବା ପ୍ରବାସୀ ଶ୍ରମିକମାନେ ଭଙ୍ଗାରୁଜା କରିବା ସହିତ ଉଠା ଦୋକାନୀରେ ନିଆଁ ଲଗାଇଦେଇଥିଲେ । ଏହି ଘଟଣାରେ ପ୍ରାୟ 80ଜଣଙ୍କୁ ପୋଲିସ୍‌ ଅଟକ ରହିଛି । ମିଳିଥିବା ସୂଚନା ଅନୁସାରେ ଏହି ଘଟଣା ଗତକାଲି ଘଟିଛି । ଏହି ପ୍ରବାସୀ ଶ୍ରମିକଙ୍କ ମଧ୍ୟରେ ଅଧିକାଂଶ ଓଡ଼ିଶାର ଶ୍ରମିକ ରହିଥିବାର ସୂଚନା ରହିଛି ।

ତାଲା ବନ୍ଦ ଯୋଗୁଁ ସୁରତରେ ବହୁ ପ୍ରବାସୀ ଶ୍ରମିକ ଫଶି ରହିଛନ୍ତି । ଏହି ଶ୍ରମିକମାନେ ଶୁକ୍ରବାର ରାତ୍ରିରେ ସହରର ଲକ୍ସାନା ଅଞ୍ଚଳରେ ଉଠା ଦୋକାନ  ଓ ଟାୟାର ଜାଳି ହଙ୍ଗାମା କରିଥିଲେ । ନିଜ ଘରକୁ ଯିବା ପାଇଁ ଦାବି କରି ଶହ ଶହ ପ୍ରବାସୀ ଶ୍ରମିକମାନେ ରାସ୍ତା ଉପରକୁ ଆସି ଏପରି କାର୍ଯ୍ୟ କରିଛନ୍ତି ।  ସେହିପରି ସରକାରୀ ସଙ୍ଗଠନ ଦ୍ବାରା ଦିଆଯାଉଥିବା ଖାଦ୍ୟ ସ୍ବାଦହୀନ ରହିଛି ଓ ଖାଦ୍ୟ ପାଇଁ ତାଙ୍କୁ ଧାଡିରେ ଠିଆ ହୋଇ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଛି ବୋଲି ସେମାନେ ଯୁକ୍ତି ବାଢିଛନ୍ତି । ସୂଚନାଯୋଗ୍ୟ, ଗୁଜୁରାଟରେ କରୋନା ସଂକ୍ରମିତଙ୍କ ସଂଖ୍ୟା 378ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା 19ରେ ପହଞ୍ଚିଛି ।(ଏଜେନ୍ସି)

 

migrant laborers
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଭାରତ ବନାମ ଇଂଲଣ୍ଡ ତୃତୀୟ ODIରୁ ବାଦ ପଡ଼ିବେ ଏହି ଖେଳାଳି 

July 17, 2026

ରାଜ୍ୟସଭାରେ ପ୍ରଥମେ ବନ୍ଦେ ମାତରମ୍ ବିଲ୍ ଆଗତ କରିବେ ଗୃହମନ୍ତ୍ରୀ: ଅପମାନ କଲେ ମିଳିବ କଠୋର ଦଣ୍ଡ 

July 17, 2026

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026
Latest News

ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ, ଶନିବାର ଦିନି ତିନିଠାକୁରଙ୍କ ଆଡପ ମଣ୍ଡପ ବିଜେ

July 17, 2026

ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଭାରତ ବନାମ ଇଂଲଣ୍ଡ ତୃତୀୟ ODIରୁ ବାଦ ପଡ଼ିବେ ଏହି ଖେଳାଳି 

July 17, 2026

ରାଜ୍ୟସଭାରେ ପ୍ରଥମେ ବନ୍ଦେ ମାତରମ୍ ବିଲ୍ ଆଗତ କରିବେ ଗୃହମନ୍ତ୍ରୀ: ଅପମାନ କଲେ ମିଳିବ କଠୋର ଦଣ୍ଡ 

July 17, 2026

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.