Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୫୦ ନମ୍ବର ଆକ୍ରାନ୍ତଙ୍କ ଯାତ୍ରା ଇତିହାସ ଜାରି କଲା ସ୍ବାସ୍ଥ୍ୟ ବିଭାଗ
ଆଜିର ଖବର

୫୦ ନମ୍ବର ଆକ୍ରାନ୍ତଙ୍କ ଯାତ୍ରା ଇତିହାସ ଜାରି କଲା ସ୍ବାସ୍ଥ୍ୟ ବିଭାଗ

April 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟର ୫୦ ନମ୍ବର ଆକ୍ରାନ୍ତଙ୍କ ସମ୍ପର୍କରେ ସବିଶେଷ ସୂଚନା ପ୍ରକାଶ କରିଛି ସ୍ବାସ୍ଥ୍ୟ ବିଭାଗ। ଏହି ଆକ୍ରାନ୍ତଙ୍କ ଯାତ୍ରା ଇତିହାସ ଆଜି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି କରାଯାଇଛି। ଆକ୍ରାନ୍ତ ଜଣକ ୪୧ ନମ୍ବର ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଆକ୍ରାନ୍ତ ହୋଇଥିଲେ। ଏହି ୨୩ ବର୍ଷୀୟ ଆକ୍ରାନ୍ତ ଜଣକ ମାର୍ଚ୍ଚ ୨୦ରୁ ଏପ୍ରିଲ୍‌ ୧୦ ମଧ୍ୟରେ ୟୁନିଟ୍‌-୩ରୁ ଷ୍ଟେସନ୍‌ ସ୍କ୍ବେୟାର ପର୍ଯ୍ୟନ୍ତ ଯାଇଥିଲେ। ଏହି ସମୟରେ ସତ୍ୟନଗର ଏବଂ ଜନପଥ ମଧ୍ୟ ଯାତ୍ରା କରିଥିଲେ ଯୁବକ। ଏହା ପୂର୍ବରୁ ମାର୍ଚ୍ଚ ୧୮-୨୦ ମଧ୍ୟରେ ଖୋର୍ଦ୍ଧାର ବାଣପୁର ଅନ୍ତର୍ଗତ ବଡ ହନ୍ତୁଆଡ ଯାତ୍ରା କରିଥିଲେ। ୟୁନିଟ୍‌ -୪ ସ୍ଥିତ ମଧୁସୂଦନ ନଗରରେ ଯୁବକ ଜଣକ ହୋମ୍‌ କ୍ବାରାଣ୍ଟାଇନ୍‌ରେ ରହିଥିବା ବେଳେ ୧୦ ତାରିଖରେ ନମୁନା ପରୀକ୍ଷଣ ପାଇ ପଠାଯାଇଥିଲା। ଏହାପରେ ଯୁବକଙ୍କୁ କିମ୍‌ସ ସ୍ଥିତ କୋଭିଡ୍‌ ହସ୍ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା।

BJP Ads
corona covid19
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ନଭେମ୍ବର ୨ ତାରିଖ ରବିବାରରେ ଆପଣଙ୍କ ଭାଗ୍ୟରେ କ’ଣ ଅଛି ଜାଣିବା ପାଇଁ ପଢନ୍ତୁ?

November 2, 2025

Subhadra Shakti Mela: ଭୁବନେଶ୍ବରରେ ଉଦଘାଟିତ ହେଲା ୧୨ ଦିନିଆ ‘ସୁଭଦ୍ରା ଶକ୍ତିମେଳା’

November 1, 2025

ଭୁବନେଶ୍ୱରରେ ଜାତୀୟ ହସ୍ତତନ୍ତ ଏବଂ ହସ୍ତଶିଳ୍ପ ସମ୍ମିଳନୀ 2025 ଉଦଯାପିତ

November 1, 2025

ଜେଦ୍ଦାରୁ ହାଇଦ୍ରାବାଦ ଯାଉଥିବା ବିମାନକୁ ‘ମାନବ ବୋମା’ ଧମକ!: ମୁମ୍ବାଇ ହେଲା ସ୍ଥାନାନ୍ତରିତ

November 1, 2025
BJP Ads
Latest News

ଆଜି ନଭେମ୍ବର ୨ ତାରିଖ ରବିବାରରେ ଆପଣଙ୍କ ଭାଗ୍ୟରେ କ’ଣ ଅଛି ଜାଣିବା ପାଇଁ ପଢନ୍ତୁ?

November 2, 2025

Subhadra Shakti Mela: ଭୁବନେଶ୍ବରରେ ଉଦଘାଟିତ ହେଲା ୧୨ ଦିନିଆ ‘ସୁଭଦ୍ରା ଶକ୍ତିମେଳା’

November 1, 2025

ଭୁବନେଶ୍ୱରରେ ଜାତୀୟ ହସ୍ତତନ୍ତ ଏବଂ ହସ୍ତଶିଳ୍ପ ସମ୍ମିଳନୀ 2025 ଉଦଯାପିତ

November 1, 2025

ଜେଦ୍ଦାରୁ ହାଇଦ୍ରାବାଦ ଯାଉଥିବା ବିମାନକୁ ‘ମାନବ ବୋମା’ ଧମକ!: ମୁମ୍ବାଇ ହେଲା ସ୍ଥାନାନ୍ତରିତ

November 1, 2025

ଭୁବନେଶ୍ୱରରେ ସିକସେମ୍‌ କମ୍ପାଉଣ୍ଡ ସେମିକଣ୍ଡକ୍ଟର ଫ୍ୟାବ୍ ଏବଂ ଏଟିଏମପି ପ୍ରକଳ୍ପ ଲାଗି ଭୂମିପୂଜନ

November 1, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.