Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ମାସରେ ବିବାହ କରିବେ ମଲାଇକା–ଅର୍ଜୁନ !
ଆଜିର ଖବର

ଆସନ୍ତା ମାସରେ ବିବାହ କରିବେ ମଲାଇକା–ଅର୍ଜୁନ !

March 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
malaika and arjun planning to marraige next month
malaika and arjun planning to marraige next month

ବେଶ୍‌ କିଛିଦିନ ହେବ ଚର୍ଚ୍ଚାରେ ଅଛନ୍ତି ବଲିଉଡ୍‌ ଲଭ୍‌ ବାର୍ଡ ମଲାଇକା ଆରୋରା ଓ ଅର୍ଜୁନ କପୁର। ଆସନ୍ତା ମାସରେ ଏମାନେ ବିବାହ କରିପାରନ୍ତି ବୋଲି ଆଲୋଚନା ହେଉଛି। ଏଥିରେ ଉଭୟ ପରିବାରର ସଦସ୍ୟଙ୍କ ସହ ଅତି ନିଜର ଲୋକ ଓ କେତେଜଣ ବଲିଉଡ୍‌ ସେଲିବ୍ରିଟି ସାମିଲ ହେବେ ବୋଲି ଜଣାପଡିଛି। ତେବେ ଦୁହେଁ ସମ୍ପୂର୍ଣ୍ଣ ଖ୍ରୀଷ୍ଟିଆନ ରୀତିନୀତି ଅନୁଯାୟୀ ଚର୍ଚ୍ଚରେ ବାହା ହେବେ ବୋଲି  ସୂଚନା ରହିଛି । ପୂର୍ବରୁ ଯେତେବେଳେ ମଲାଇକା ଅରବାଜ ଖାଁଙ୍କୁ ବିବାହ କରିଥିଲେ ସେତେବେଳେ ମଧ୍ୟ ସମ୍ପୂର୍ଣ୍ଣ ଖ୍ରୀଷ୍ଟିଆନ ରୀତିରେ ବିବାହ କରିଥିଲେ ।  ପ୍ରାୟ ୨ ବର୍ଷ ହେବ ଅରବାଜଙ୍କଠାରୁ ଅଲଗା ହେବା ପରେ ମଲାଇକା ଅର୍ଜୁନଙ୍କୁ ଡେଟ୍‌ କରୁଥିବାର ଚର୍ଚ୍ଚା ଚାଲିଛି, ହେଲେ ଦୁହେଁ ଆଜି ପର୍ଯ୍ୟନ୍ତ ସମ୍ପର୍କକୁ ସ୍ଵୀକାର କରିନାହାଁନ୍ତି। ଏମିତିକି ବିବାହ ସମ୍ପର୍କରେ ମଧ୍ୟ କୌଣସି ଔପଚାରିକ ଘୋଷଣା ମଧ୍ୟ କରିନାହାନ୍ତି । କିନ୍ତୁ ଦୁହିଁଙ୍କୁ ଅଧିକାଂଶ ସମୟରେ ଏକାଠି ଦେଖିବାକୁ ମିଳୁଛି । ଏପରିକି ଅର୍ଜୁନ୍‌ଙ୍କ ପାରିବାରିକ ଫଙ୍କସନ୍‌ରେ ମଲାଇକା ଯୋଗଦାନ କରୁଛନ୍ତି । ଏପରିକି ଦୁହେଁ ଲିଭ୍‌-ଇନ୍‌ରେ ରହୁଛନ୍ତି ବୋଲି ମଧ୍ୟ ଶୁଣିବାକୁ ମିଳୁଛି ।

malaika thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଟି ସେବା ନିମନ୍ତେ ନିରାପଦ ସ୍ଥାନ ପାଇବାର ସୀମା ୩୦୦ କୋଟିରୁ ୨୦୦୦ କୋଟିକୁ ବୃଦ୍ଧି

February 1, 2026

“କେରଳର ନାମ ଉଲ୍ଲେଖ ନାହିଁ”: ବଜେଟ୍ ଉପରେ ଶଶି ଥରୁରଙ୍କ ପ୍ରଥମ ପ୍ରତିକ୍ରିୟା

February 1, 2026

ଇସଲାମ ଛାଡି ହିନ୍ଦୁ ନାମ ରଖିଛନ୍ତି କି ଉର୍ଫି ଜାଭେଦ?: ସ୍ପଷ୍ଟ କଲେ ଅଭିନେତ୍ରୀ

February 1, 2026

ଆସନ୍ତାକାଲିଠାରୁ ଛଅ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଭୁବନେଶ୍ବରର ଏହି ରାସ୍ତା ହେବ ବନ୍ଦ

February 1, 2026
Latest News

ଆଇଟି ସେବା ନିମନ୍ତେ ନିରାପଦ ସ୍ଥାନ ପାଇବାର ସୀମା ୩୦୦ କୋଟିରୁ ୨୦୦୦ କୋଟିକୁ ବୃଦ୍ଧି

February 1, 2026

ଷୋଡ଼ଶ ଆର୍ଥିକ କମିଶନଙ୍କ ସୁପାରିଶକୁ ସରକାରଙ୍କ ସ୍ୱୀକୃତି: ରାଜ୍ୟଗୁଡ଼ିକୁ ମିଳିବ ୪୧% କେନ୍ଦ୍ରୀୟ ଟିକସ

February 1, 2026

“କେରଳର ନାମ ଉଲ୍ଲେଖ ନାହିଁ”: ବଜେଟ୍ ଉପରେ ଶଶି ଥରୁରଙ୍କ ପ୍ରଥମ ପ୍ରତିକ୍ରିୟା

February 1, 2026

ଇସଲାମ ଛାଡି ହିନ୍ଦୁ ନାମ ରଖିଛନ୍ତି କି ଉର୍ଫି ଜାଭେଦ?: ସ୍ପଷ୍ଟ କଲେ ଅଭିନେତ୍ରୀ

February 1, 2026

ବଜେଟ 2026 କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ପ୍ରତିକ୍ରିୟା, କହିଲେ…….

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.