Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଟ୍ରିକ ଗଣିତ ପ୍ରଶ୍ନପତ୍ର ଭାଇରାଲ ଘଟଣାରେ ୩ଜଣ ନିଲମ୍ବିତ
ଆଜିର ଖବର

ମାଟ୍ରିକ ଗଣିତ ପ୍ରଶ୍ନପତ୍ର ଭାଇରାଲ ଘଟଣାରେ ୩ଜଣ ନିଲମ୍ବିତ

March 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ପେପର ଲିକ୍
ଛତିଶଗଡରେ ମଧ୍ୟ ପେପର ଲିକ୍: ରଦ୍ଦ ହେଲା ପରୀକ୍ଷା

ଆଜି ପୁଣି ବଲାଙ୍ଗିର ଓ କଳାହାଣ୍ଡିରେ ଗଣିତ ପ୍ରଶ୍ନପତ୍ର ସହ ଆଡ଼ମିଟକାର୍ଡ଼ ମଧ୍ୟ ଭାଇରାଲ ହୋଇଥିବା ଗଣମାଧ୍ୟମରେ ପ୍ରକାଣ ପାଇଥିଲା । ଏହି ଘଟଣା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ତିନିଜଣଙ୍କୁ କଳାହାଣ୍ଡି ଜିଲ୍ଲା ଶିକ୍ଷା ଅଧିକାରୀ ସସପେଣ୍ଡ କରିଛନ୍ତି । ସୂଚନା ମୁତାବକ , ଚଳିତ ବର୍ଷ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରୁ ହିଁ ପ୍ରଶ୍ନପତ୍ର ଭାଇରାଲ ଖବର ଆସିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା । ଏହା ସତ୍ୱେ ଆଜି ଗଣିତ ବିଷୟର ସେଟ-ଡି ସହ ଆଡ଼ମିଟକାର୍ଡ଼ ଫଟୋ ମଧ୍ୟ ମୋବାଇଲରୁ ମୋବାଇଲ ଘୂରି ବୁଲୁଥିବା ଜଣାପଡ଼ିଥିଲା । ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରୁ ଏହି ଅଭିଯୋଗ ଆସିଥିଲା । କଳାହାଣ୍ଡି ପରମାନନ୍ଦ ଉଚ୍ଚ ବିଦ୍ୟାପୀଠର ଅଧୀକ୍ଷକ, ପରୀକ୍ଷା ନିରୀକ୍ଷକ ଓ ରିଲିଭର ମଧ୍ୟ ସସପେଣ୍ଡ  ହୋଇଛନ୍ତି । ନିକଟରେ  ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ ଘଟଣାରେ ୧୧ ଜଣଙ୍କୁ ନିଲମ୍ବିତ ଏବଂ ୭ଜଣଙ୍କୁ ଗିରଫ କରାଯାଇଛି ।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

‘ପ୍ରହାର-ସିଟି ନୀତି ଏବଂ ରଣନୀତି’ ଉପରେ ଏକ ସମ୍ମିଳନୀକୁ ଉଦଘାଟନ କଲେ ଅମିତ ଶାହ

September 29, 2026

‘ଇଣ୍ଡିଆ ଏନର୍ଜି ୱିକ୍ ୨୦୨୭’ ର ପ୍ରାରମ୍ଭିକ କାର୍ଯ୍ୟକ୍ରମ ଅନୁଷ୍ଠିତ

September 29, 2026

ସେପ୍ଟେମ୍ବର ୨୯ ତାରିଖରେ ଏହି ପାଞ୍ଚୋଟି ରାଶିର ଚମକିବ ଭାଗ୍ୟ

September 29, 2026

ମାଡ଼ି ଆସୁଛି ବନ୍ୟାଜଳ, ମହାନଦୀ ଦେଖାଉଛି କରାଳ ରୂପ

September 28, 2026
Latest News

‘ପ୍ରହାର-ସିଟି ନୀତି ଏବଂ ରଣନୀତି’ ଉପରେ ଏକ ସମ୍ମିଳନୀକୁ ଉଦଘାଟନ କଲେ ଅମିତ ଶାହ

September 29, 2026

‘ଇଣ୍ଡିଆ ଏନର୍ଜି ୱିକ୍ ୨୦୨୭’ ର ପ୍ରାରମ୍ଭିକ କାର୍ଯ୍ୟକ୍ରମ ଅନୁଷ୍ଠିତ

September 29, 2026

ସେପ୍ଟେମ୍ବର ୨୯ ତାରିଖରେ ଏହି ପାଞ୍ଚୋଟି ରାଶିର ଚମକିବ ଭାଗ୍ୟ

September 29, 2026

MMDR Act କୁ ବିରୋଧ କରି ରାଜ ରାସ୍ତାରେ ଗର୍ଜ୍ଜନ କଲା ବିଜେଡି, ଯୋଗ ଦେଲେ ନବୀନ

September 28, 2026

ମାଡ଼ି ଆସୁଛି ବନ୍ୟାଜଳ, ମହାନଦୀ ଦେଖାଉଛି କରାଳ ରୂପ

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.