Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲକ୍‌ଡାଉନ୍‌ରୁ ବାଦ ପଡିଲା କୃଷି କାର୍ଯ୍ୟ : କୃଷିଜାତ ଦ୍ରବ୍ୟର ପରିବହନ ଉପରୁ କଟକଣା ହଟିଲା
ଆଜିର ଖବର

ଲକ୍‌ଡାଉନ୍‌ରୁ ବାଦ ପଡିଲା କୃଷି କାର୍ଯ୍ୟ : କୃଷିଜାତ ଦ୍ରବ୍ୟର ପରିବହନ ଉପରୁ କଟକଣା ହଟିଲା

April 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଦ୍ବିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି କରାଯିବା ପୂର୍ବରୁ ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା ଏକ ପ୍ରେସ୍‌ ମିଟ୍‌ କରିଛନ୍ତି । ଏହି ପ୍ରେସ୍‌ ମିଟ୍‌ରେ କୃଷିକାର୍ଯ୍ୟକୁ ଲକ୍‌ଡାଉନ୍‌ରୁ ରିହାତି ପ୍ରଦାନ କରାଯାଇଥିବା ନେଇ ସ୍ବତନ୍ତ୍ର ରିଲିଫ୍‌ କମିଶନର ସୂଚନା ଦେଇଥିଲେ । ଆସନ୍ତା କାଲି ଠାରୁ ଲାଗୁ ହେବାକୁ ଥିବା ଲକ୍‌ଡାଉନ୍‌ରେ ସମସ୍ତ ପ୍ରକାର ଚାଷ କାର୍ଯ୍ୟ କରିହେବ । ଏପରିକି କୃଷି ଓ କୃଷି ଯନ୍ତ୍ରପାତି ବିକ୍ରୟ କେନ୍ଦ୍ର ମଧ୍ୟ ଖୋଲା ରଖାଯିବ । ତଳି ରୁଆଁ ଠାରୁ ଆରମ୍ଭ କରି ଫସଲ ଅମଳ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ କରାଯାଇପାରିବ । ଏପରିକି ମଣ୍ଡିରୁ ମିଲ୍‌ ପର୍ଯ୍ୟନ୍ତ ଧାନ ନେବା ଉପରେ କୌଣସି କଟକଣା ଲଗାଯିବ ନାହିଁ । ରାଜ୍ୟର ସମସ୍ତ ଶୀତଳଭଣ୍ଡାର ଓ ଗୋଦାମ ଖୋଲା ରହିବ । ଖରିଫ ଋଣ ପାଇଁ ସବୁ ବ୍ୟାଙ୍କ ଖୋଲା ରହିବ ଏବଂ ରବି ଫସଲ ପରେ ସମସ୍ତ ମଣ୍ଡି ଖୋଲା ରହିବ ବୋଲି ଜଣାପଡିଛି । ତେବେ କୃଷି ଉପରୁ ଲକ୍‌ଡାଉନ୍‌ କଟକଣା ହଟାଯାଇଥିଲେ ମଧ୍ୟ ସାମାଜିକ ଦୂରତ୍ବ ବଜାୟ ରଖିବା ପାଇଁ କଡା ନିର୍ଦ୍ଦେଶନାମା ଜାରି କରାଯାଇଛି ।

agriculture corona covid19 SRC
Share. Facebook Twitter LinkedIn Email WhatsApp Copy Link

Related Posts

ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ୍ ସହିତ ଫିନଲ୍ୟାଣ୍ଡର ପ୍ରମୁଖ ଖାଦ୍ୟ କମ୍ପାନୀ ଫାଜେରର ଏମଓୟୁ ସ୍ୱାକ୍ଷର

March 7, 2026

କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ୨ ଦିନିଆ “ଜାତୀୟ କଳା ସମ୍ମିଳନୀ-କ୍ୟାନଭାସ ଉଦଘାଟିତ

March 7, 2026

ମହିଳା ଆୟୋଗଙ୍କ ଦ୍ଵାରା ଜନ ଶୁଣାଣି କାର୍ଯ୍ୟକ୍ରମ

March 7, 2026

ପ୍ରତିଯୋଗିତା ନୁହେଁ, ସହଭାଗିତା ହିଁ ସନ୍ତୁଳିତ ସମାଜ ଗଠନର ଆଧାର: ଅଖିଳ କୁମାର ମିଶ୍ର

March 7, 2026
Latest News

ଆଜି ଦିଲ୍ଲୀରେ ବିଭିନ୍ନ ବିକାଶ ପ୍ରକଳ୍ପ ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

March 7, 2026

ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ୍ ସହିତ ଫିନଲ୍ୟାଣ୍ଡର ପ୍ରମୁଖ ଖାଦ୍ୟ କମ୍ପାନୀ ଫାଜେରର ଏମଓୟୁ ସ୍ୱାକ୍ଷର

March 7, 2026

କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ୨ ଦିନିଆ “ଜାତୀୟ କଳା ସମ୍ମିଳନୀ-କ୍ୟାନଭାସ ଉଦଘାଟିତ

March 7, 2026

ମହିଳା ଆୟୋଗଙ୍କ ଦ୍ଵାରା ଜନ ଶୁଣାଣି କାର୍ଯ୍ୟକ୍ରମ

March 7, 2026

ପ୍ରତିଯୋଗିତା ନୁହେଁ, ସହଭାଗିତା ହିଁ ସନ୍ତୁଳିତ ସମାଜ ଗଠନର ଆଧାର: ଅଖିଳ କୁମାର ମିଶ୍ର

March 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.