Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାନିଟାଇଜର-ହ୍ୟାଣ୍ଡଓ୍ବାସ କାରଖାନାରେ ବିସ୍ଫୋରଣ : ଦୁଇ ମୃତ, ଜଣେ ଗୁରୁତର
ଆଜିର ଖବର

ସାନିଟାଇଜର-ହ୍ୟାଣ୍ଡଓ୍ବାସ କାରଖାନାରେ ବିସ୍ଫୋରଣ : ଦୁଇ ମୃତ, ଜଣେ ଗୁରୁତର

April 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
blast
blast

ମୁମ୍ବାଇ:  ମହାରାଷ୍ଟ୍ରର ପାଲଘରଠାରେ ଏକ ସାନିଟାଇଜର୍‌ ଓ ହ୍ୟାଣ୍ଡଓ୍ବାସ୍‌ ତିଆରି କାରଖାନାରେ ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଆହତ ହୋଇଛନ୍ତି।  ସୋମବାର ଦିନ 11ଟା 30 ମିନିଟ୍‌ ସମୟରେଏହି ଦୁର୍ଘଟଣା ଘଟିଥିଲା । କମ୍ପାନୀରେ ବିସ୍ଫୋରଣ ହେବା ସମୟରେ କମ୍ପାନୀରେ 66ଜଣ କାର୍ଯ୍ୟ କରୁଥିଲେ । ଘଟଣାସ୍ଥଳରେ ଅଧିକାରୀମାନେ ପହଞ୍ଚି ଯାଞ୍ଚ କରିଛନ୍ତି ।

ମିଳିଥିବା ସୂଚନା ଅନୁସାରେ ପାଲଘରର ତାରାପୁରଠାରେ ଏକ କେମିକାଲ୍‌ ଫ୍ୟାକ୍ଟ୍ରିରେ ସୋମବାର ଦିନ ବିସ୍ଫୋରଣ ହୋଇଛି । ଏହି କାରଖାନାରେ ସାନିଟାଇଜର୍‌ ଓ ହ୍ୟାଣ୍ଡଓ୍ବାଶ୍‌ ପାଇଁ କଞ୍ଚା ମାଲ ପ୍ରସ୍ତୁତି ହେଉଥିଲା । ଅଚାନକ ଏହି କାରଖାନାରେ ନିଆଁ ଲାଗି ବିସ୍ଫୋରଣ ହୋଇଥିଲା । ତେବେ ନିଆଁ କିପରି ଲାଗିଲା ତାହା ଜଣାପଡିନାହିଁ ।

ସମଗ୍ର ଭାରତବର୍ଷ ଏବେ କରୋନା କବଳରେ । କରୋନା କାୟା ଯୋଗୁଁ ଦେଶରେ ସାନିଟାଇଜର୍‌ ଓ ହ୍ୟାଣ୍ଡଓ୍ବାସ୍‌ର ଡିମାଣ୍ଡ ବେଶ୍‌ ପରିଲକ୍ଷିତ ହେଉଛି । ଦେଶରେ ସର୍ବାଧିକ କରୋନା ସଂକ୍ରମିତ ତଥା ରୋଗୀ ମହାରାଷ୍ଟ୍ରରେ ଦେଖାଯାଇଛନ୍ତି । ଏଠାରେ ଦୁଇ ଜହାରରୁ ଅଧିକ କରୋନା ସଂକ୍ରମିତ ହୋଇଥିବାବେଳେ 150ରୁ ଉର୍ଦ୍ଧ୍ବଙ୍କ ମୃତ୍ୟୁ ହୋଇଛି । (ଏଜେନ୍ସି)

blast
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026
Latest News

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.